ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

୨୨ ଜିଲ୍ଲାରେ ନିର୍ମାଣ ହେବ ୧୫୦ଟି ବହୁମୁଖୀ ସାଂସ୍କୃତିକ କମ୍ୟୁନିଟି ସେଣ୍ଟର, ୪୫ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୧୫୦ଟି ବହୁମୂଖୀ ସାଂସ୍କୃତିକ-କମ୍ୟୁନିଟି ସେଣ୍ଟର ନିର୍ମାଣ ଲାଗି ଅନୁମତି ପ୍ରଦାନ କରିବା ସହ ନିର୍ମାଣ କାର୍ଯ୍ୟ ଲାଗି ୪୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ରାଜ୍ୟର ୨୨ ଜିଲ୍ଲାରେ ସାଂସ୍କୃତିକ-କମ୍ୟୁନିଟି ସେଣ୍ଟର ନିର୍ମାଣ କରାଯିବ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମ ରାଜ୍ୟର ପ୍ରତ୍ୟେକ ସମ୍ପ୍ରଦାୟର ସ୍ୱତନ୍ତ୍ର ସାଂସ୍କୃତିକ ପରିଚୟ ରହିଛି । ଏହି ସଂସ୍କୃତି ଓ ପରମ୍ପରାର […]

ଭୁବନେଶ୍ୱର: ରାଜ୍ୟରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୧୫୦ଟି ବହୁମୂଖୀ ସାଂସ୍କୃତିକ-କମ୍ୟୁନିଟି ସେଣ୍ଟର ନିର୍ମାଣ ଲାଗି ଅନୁମତି ପ୍ରଦାନ କରିବା ସହ ନିର୍ମାଣ କାର୍ଯ୍ୟ ଲାଗି ୪୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ରାଜ୍ୟର ୨୨ ଜିଲ୍ଲାରେ ସାଂସ୍କୃତିକ-କମ୍ୟୁନିଟି ସେଣ୍ଟର ନିର୍ମାଣ କରାଯିବ ।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ 'ରୁଷିଆନ୍ ଗ୍ରାଣ୍ଡ୍ ସ୍ୟାଣ୍ଡ ମାଷ୍ଟର କପ୍-୨୦୨୬'

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମ ରାଜ୍ୟର ପ୍ରତ୍ୟେକ ସମ୍ପ୍ରଦାୟର ସ୍ୱତନ୍ତ୍ର ସାଂସ୍କୃତିକ ପରିଚୟ ରହିଛି । ଏହି ସଂସ୍କୃତି ଓ ପରମ୍ପରାର ସୁରକ୍ଷା ତଥା ସଂରକ୍ଷଣ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ଏହି ଲକ୍ଷ୍ୟରେ ସଂଖ୍ୟାଲଘୁ ସମ୍ପଦ୍ରାୟ ପାଇଁ ସରକାର ୪୫ କୋଟି ଟଙ୍କା ବ୍ୟୟରେ ସାଂସ୍କୃତିକ-କମ୍ୟୁନିଟି ସେଣ୍ଟର ନିର୍ମାଣ କରାଯିବ । ମୁସଲିମ୍‌, ଖ୍ରୀଷ୍ଟିଆନ୍‌, ବୌଦ୍ଧ ଓ ସିଖ ସମ୍ପ୍ରଦାୟ ପାଇଁ କମ୍ୟୁନିଟି ସେଣ୍ଟର ନିର୍ମାଣ କରାଯିବ । ଏହି ସେଣ୍ଟର ନିର୍ମାଣ ହେଲେ ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକେ ନିଜ ନିଜର ପାରମ୍ପାରିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଆଉ ସ୍ଥାନାଭାବ ସମସ୍ୟା ଭୋଗିବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।

ଆହୁରି ପଢ଼ନ୍ତୁ: ଗୋ ତସ୍କର ଓ ଗଞ୍ଜେଇ ମାଫିଆ ନେଇ ମୟୂରଭଞ୍ଜର ୩ଟି ସ୍ଥାନରେ ଚଢାଉ

13 Nov 2023 By The Sakala

୨୨ ଜିଲ୍ଲାରେ ନିର୍ମାଣ ହେବ ୧୫୦ଟି ବହୁମୁଖୀ ସାଂସ୍କୃତିକ କମ୍ୟୁନିଟି ସେଣ୍ଟର, ୪୫ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୧୫୦ଟି ବହୁମୂଖୀ ସାଂସ୍କୃତିକ-କମ୍ୟୁନିଟି ସେଣ୍ଟର ନିର୍ମାଣ ଲାଗି ଅନୁମତି ପ୍ରଦାନ କରିବା ସହ ନିର୍ମାଣ କାର୍ଯ୍ୟ ଲାଗି ୪୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ରାଜ୍ୟର ୨୨ ଜିଲ୍ଲାରେ ସାଂସ୍କୃତିକ-କମ୍ୟୁନିଟି ସେଣ୍ଟର ନିର୍ମାଣ କରାଯିବ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମ ରାଜ୍ୟର ପ୍ରତ୍ୟେକ ସମ୍ପ୍ରଦାୟର ସ୍ୱତନ୍ତ୍ର ସାଂସ୍କୃତିକ ପରିଚୟ ରହିଛି । ଏହି ସଂସ୍କୃତି ଓ ପରମ୍ପରାର ସୁରକ୍ଷା ତଥା ସଂରକ୍ଷଣ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ଏହି ଲକ୍ଷ୍ୟରେ ସଂଖ୍ୟାଲଘୁ ସମ୍ପଦ୍ରାୟ ପାଇଁ ସରକାର ୪୫ କୋଟି ଟଙ୍କା ବ୍ୟୟରେ ସାଂସ୍କୃତିକ-କମ୍ୟୁନିଟି ସେଣ୍ଟର ନିର୍ମାଣ କରାଯିବ । ମୁସଲିମ୍‌, ଖ୍ରୀଷ୍ଟିଆନ୍‌, ବୌଦ୍ଧ ଓ ସିଖ ସମ୍ପ୍ରଦାୟ ପାଇଁ କମ୍ୟୁନିଟି ସେଣ୍ଟର ନିର୍ମାଣ କରାଯିବ । ଏହି ସେଣ୍ଟର ନିର୍ମାଣ ହେଲେ ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକେ ନିଜ ନିଜର ପାରମ୍ପାରିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଆଉ ସ୍ଥାନାଭାବ ସମସ୍ୟା ଭୋଗିବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର