ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟି ଟଙ୍କାର ଅତିରିକ୍ତ ଅନୁଦାନ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟିର ଅତିରିକ୍ତ ଅନୁଦାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ । ଚଳିତ ବର୍ଷର ସ୍ୱାଭାବିକ ଅନୁଦାନ ୧୭୫.୫ କୋଟି ଟଙ୍କା ସହିତ ଏହି ଅତିରିକ୍ତ ଅନୁଦାନ ମିଳିବ। ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷମାନଙ୍କ ସହ ଆଲୋଚନା ସମୟରେ ୫ଟି ସଚିବ ଭି.କେ. ପାଣ୍ଡିଆନ ଏହି ସୂଚନା ଦେଇଛନ୍ତି । […]

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟିର ଅତିରିକ୍ତ ଅନୁଦାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ । ଚଳିତ ବର୍ଷର ସ୍ୱାଭାବିକ ଅନୁଦାନ ୧୭୫.୫ କୋଟି ଟଙ୍କା ସହିତ ଏହି ଅତିରିକ୍ତ ଅନୁଦାନ ମିଳିବ।

ଆହୁରି ପଢ଼ନ୍ତୁ: କମ୍‌‌ ପଇସାରେ ହାଲୁକା ନିଶା: କଫ୍‌‌ ସିରପ୍‌‌ ମାୟାରେ ଟୁଇନସିଟିର ଯୁବପିଢ଼ି

ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷମାନଙ୍କ ସହ ଆଲୋଚନା ସମୟରେ ୫ଟି ସଚିବ ଭି.କେ. ପାଣ୍ଡିଆନ ଏହି ସୂଚନା ଦେଇଛନ୍ତି । ଏହା ଦ୍ୱାରା ସ୍ବତନ୍ତ୍ର ଉନ୍ନୟନ ପରିଷଦକୁ ଚଳିତ ବର୍ଷ ସମୁଦାୟ ୩୫୧ କୋଟି ଟଙ୍କାର ଅନୁଦାନ ମିଳବ। ଏହି ଘୋଷଣା ଦ୍ବାରା ଆଭାଷୀ ମାଧ୍ୟମରେ ଉପସ୍ଥିତ ଥିବା ୯ଟି ଜିଲ୍ଲା ପରିଷଦର ଅଧ୍ୟକ୍ଷ ଓ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଥିଲା । ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୯ଟି ଜିଲ୍ଲା ଯଥା- କୋରାପୁଟ, ମାଲକାନଗିରି, ଗଜପତି, ମୟୂରଭଞ୍ଜ, ରାୟଗଡା, କେନ୍ଦୁଝର, କନ୍ଧମାଳ,ସୁନ୍ଦରଗଡ ଓ ନବରଙ୍ଗପୁର ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି।

ଆହୁରି ପଢ଼ନ୍ତୁ: ମଧ୍ୟ ପ୍ରାଚ୍ୟରେ ଫସିରହିଥିବା ଓଡ଼ିଆ ଲୋକଙ୍କୁ ସୁରକ୍ଷିତ ଫେରାଇ ଆଣିବାକୁ ସରକାରଙ୍କୁ ଅନୁରୋଧ କଲେ ନବୀନ

07 Oct 2023 By The Sakala

ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟି ଟଙ୍କାର ଅତିରିକ୍ତ ଅନୁଦାନ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟିର ଅତିରିକ୍ତ ଅନୁଦାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ । ଚଳିତ ବର୍ଷର ସ୍ୱାଭାବିକ ଅନୁଦାନ ୧୭୫.୫ କୋଟି ଟଙ୍କା ସହିତ ଏହି ଅତିରିକ୍ତ ଅନୁଦାନ ମିଳିବ।

ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷମାନଙ୍କ ସହ ଆଲୋଚନା ସମୟରେ ୫ଟି ସଚିବ ଭି.କେ. ପାଣ୍ଡିଆନ ଏହି ସୂଚନା ଦେଇଛନ୍ତି । ଏହା ଦ୍ୱାରା ସ୍ବତନ୍ତ୍ର ଉନ୍ନୟନ ପରିଷଦକୁ ଚଳିତ ବର୍ଷ ସମୁଦାୟ ୩୫୧ କୋଟି ଟଙ୍କାର ଅନୁଦାନ ମିଳବ। ଏହି ଘୋଷଣା ଦ୍ବାରା ଆଭାଷୀ ମାଧ୍ୟମରେ ଉପସ୍ଥିତ ଥିବା ୯ଟି ଜିଲ୍ଲା ପରିଷଦର ଅଧ୍ୟକ୍ଷ ଓ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଥିଲା । ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୯ଟି ଜିଲ୍ଲା ଯଥା- କୋରାପୁଟ, ମାଲକାନଗିରି, ଗଜପତି, ମୟୂରଭଞ୍ଜ, ରାୟଗଡା, କେନ୍ଦୁଝର, କନ୍ଧମାଳ,ସୁନ୍ଦରଗଡ ଓ ନବରଙ୍ଗପୁର ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର