ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଶ୍ରୀମନ୍ଦିରର ସୁରକ୍ଷା ପାଇଁ ସ୍ବତନ୍ତ୍ର ବାଟାଲିଅନ୍‌କୁ ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ବିଶ୍ବ ପ୍ରସିଦ୍ଧ ଶ୍ରୀଜଗନ୍ନାଥ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥା ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଏଥି ପାଇଁ ପଦକ୍ଷେପ ନେଇଛନ୍ତି। ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ବତନ୍ତ୍ର ବାଟାଲିଅନ୍‌ ମୁତୟନ ହେବେ। ଏଥି ପାଇଁ ସ୍ବତନ୍ତ୍ର ବାଟାଲିଅନ୍‌ ଗଠନ ହେବ। ସମସ୍ତଙ୍କ ସହ ଆଲୋଚନା ପରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ଦେଇଥିବା ମତାମତକୁ ଭିତ୍ତି କରି ଏକ ସ୍ୱତନ୍ତ୍ର ସୁରକ୍ଷା ବାଟାଲିଅନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହି ସୁରକ୍ଷା ବ୍ୟବସ୍ଥାରେ […]

ଭୁବନେଶ୍ୱର: ବିଶ୍ବ ପ୍ରସିଦ୍ଧ ଶ୍ରୀଜଗନ୍ନାଥ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥା ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଏଥି ପାଇଁ ପଦକ୍ଷେପ ନେଇଛନ୍ତି। ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ବତନ୍ତ୍ର ବାଟାଲିଅନ୍‌ ମୁତୟନ ହେବେ। ଏଥି ପାଇଁ ସ୍ବତନ୍ତ୍ର ବାଟାଲିଅନ୍‌ ଗଠନ ହେବ। ସମସ୍ତଙ୍କ ସହ ଆଲୋଚନା ପରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ଦେଇଥିବା ମତାମତକୁ ଭିତ୍ତି କରି ଏକ ସ୍ୱତନ୍ତ୍ର ସୁରକ୍ଷା ବାଟାଲିଅନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହି ସୁରକ୍ଷା ବ୍ୟବସ୍ଥାରେ ୧୧୯୦ ଜଣ ସୁରକ୍ଷାକର୍ମୀ ମୁତୟନ ହେବେ ଯେଉଁମାନେ କି ଭକ୍ତଙ୍କୁ ସୁରକ୍ଷିିତ ଭାବେ ଦର୍ଶନ କରାଇବାରେ ସହାୟ‌କ ହେବେ। ଏଥି ସହିତ ସ୍ବତନ୍ତ୍ର ବାଟାଲିୟନରେ ମୁତୟନ ହୋଇଥିବା ସୁରକ୍ଷାକର୍ମୀମାନେ ଭିଡ଼ ନିୟନ୍ତ୍ରଣ କରିବେ। ସ୍ବତନ୍ତ୍ର ବାଟାଲିୟନ ପୁରୀ ଏସ୍‌ପିଙ୍କ ଅଧୀନରେ କାମ କରିବ।

ଆହୁରି ପଢ଼ନ୍ତୁ: ଓପିଏସ୍‌ସି ପରୀକ୍ଷାରେ କପି କରିବା ଅଭିଯୋଗରେ ପରୀକ୍ଷାର୍ଥୀ ସହ ଅନ୍ୟ ୩ ଗିରଫ

25 Dec 2023 By The Sakala

ଶ୍ରୀମନ୍ଦିରର ସୁରକ୍ଷା ପାଇଁ ସ୍ବତନ୍ତ୍ର ବାଟାଲିଅନ୍‌କୁ ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଶ୍ବ ପ୍ରସିଦ୍ଧ ଶ୍ରୀଜଗନ୍ନାଥ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥା ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଏଥି ପାଇଁ ପଦକ୍ଷେପ ନେଇଛନ୍ତି। ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ବତନ୍ତ୍ର ବାଟାଲିଅନ୍‌ ମୁତୟନ ହେବେ। ଏଥି ପାଇଁ ସ୍ବତନ୍ତ୍ର ବାଟାଲିଅନ୍‌ ଗଠନ ହେବ। ସମସ୍ତଙ୍କ ସହ ଆଲୋଚନା ପରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ଦେଇଥିବା ମତାମତକୁ ଭିତ୍ତି କରି ଏକ ସ୍ୱତନ୍ତ୍ର ସୁରକ୍ଷା ବାଟାଲିଅନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହି ସୁରକ୍ଷା ବ୍ୟବସ୍ଥାରେ ୧୧୯୦ ଜଣ ସୁରକ୍ଷାକର୍ମୀ ମୁତୟନ ହେବେ ଯେଉଁମାନେ କି ଭକ୍ତଙ୍କୁ ସୁରକ୍ଷିିତ ଭାବେ ଦର୍ଶନ କରାଇବାରେ ସହାୟ‌କ ହେବେ। ଏଥି ସହିତ ସ୍ବତନ୍ତ୍ର ବାଟାଲିୟନରେ ମୁତୟନ ହୋଇଥିବା ସୁରକ୍ଷାକର୍ମୀମାନେ ଭିଡ଼ ନିୟନ୍ତ୍ରଣ କରିବେ। ସ୍ବତନ୍ତ୍ର ବାଟାଲିୟନ ପୁରୀ ଏସ୍‌ପିଙ୍କ ଅଧୀନରେ କାମ କରିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର