ହଜାରିବାଗ ତୀର୍ଥ ଯାତ୍ରୀ ବସ୍ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାର ପାଇଁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

The Sakala Picture
Published On

ଭୁବନେଶ୍ୱର: ମୟୁରଭଞ୍ଜରୁ ବାରଣାସୀକୁ ଯାଇଥିବା ତୀର୍ଥ ଯାତ୍ରୀ ବସ ଫେରିବା ବାଟରେ ଝାରଖଣ୍ଡର ହଜାରିବାଗର ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଏବଂ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିବା ସହିତ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ନିର୍ଦେଶ ଦେଇଛନ୍ତି । ସବୁ ଯାତ୍ରୀ ଯେପରି ଶୀଘ୍ର ନିଜ […]

ଭୁବନେଶ୍ୱର: ମୟୁରଭଞ୍ଜରୁ ବାରଣାସୀକୁ ଯାଇଥିବା ତୀର୍ଥ ଯାତ୍ରୀ ବସ ଫେରିବା ବାଟରେ ଝାରଖଣ୍ଡର ହଜାରିବାଗର ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଏବଂ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିବା ସହିତ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ନିର୍ଦେଶ ଦେଇଛନ୍ତି । ସବୁ ଯାତ୍ରୀ ଯେପରି ଶୀଘ୍ର ନିଜ ନିଜ ଘରକୁ ଫେରିବେ ସେଥିପାଇଁ ଝାରଖଣ୍ଡ ସରକାର ସହ ସମନ୍ୱୟ ରଖି ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ, ମୟୁରଭଞ୍ଜ ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଦିଲ୍ଲୀରୁ ଆଭାସୀ ଜରିଆରେ ବିଜୁ ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଲେ ନବୀନ, କହିଲେ 'ଓଡ଼ିଆ ସ୍ୱାଭିମାନ ଆଜି ବିପଦରେ'

ଏହି ତୀର୍ଥ ଯାତ୍ରୀ ମାନଙ୍କ ମଧ୍ୟ୍ୟରେ ଅନୁଗୁଳ, ଢେଙ୍କାନାଳ ଓ ମୟୁରଭଞ୍ଜର ଲୋକ ମାନେ  ଅଛନ୍ତି।

ଆହୁରି ପଢ଼ନ୍ତୁ: ଅକ୍ଷୟ ତୃତୀୟା ୨୦୨୬: ୧୯ ନା ୨୦ ଏପ୍ରିଲ? ଜାଣନ୍ତୁ ଶ୍ରୀମନ୍ଦିର ପାଞ୍ଜି ଅନୁସାରେ ସଠିକ୍ ତାରିଖ ଓ ଶୁଭ ମୁହୂର୍ତ୍ତ

02 Oct 2022 By The Sakala

ହଜାରିବାଗ ତୀର୍ଥ ଯାତ୍ରୀ ବସ୍ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାର ପାଇଁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

ଭୁବନେଶ୍ୱର: ମୟୁରଭଞ୍ଜରୁ ବାରଣାସୀକୁ ଯାଇଥିବା ତୀର୍ଥ ଯାତ୍ରୀ ବସ ଫେରିବା ବାଟରେ ଝାରଖଣ୍ଡର ହଜାରିବାଗର ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଏବଂ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିବା ସହିତ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ନିର୍ଦେଶ ଦେଇଛନ୍ତି । ସବୁ ଯାତ୍ରୀ ଯେପରି ଶୀଘ୍ର ନିଜ ନିଜ ଘରକୁ ଫେରିବେ ସେଥିପାଇଁ ଝାରଖଣ୍ଡ ସରକାର ସହ ସମନ୍ୱୟ ରଖି ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ, ମୟୁରଭଞ୍ଜ ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।

ଏହି ତୀର୍ଥ ଯାତ୍ରୀ ମାନଙ୍କ ମଧ୍ୟ୍ୟରେ ଅନୁଗୁଳ, ଢେଙ୍କାନାଳ ଓ ମୟୁରଭଞ୍ଜର ଲୋକ ମାନେ  ଅଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର