ଓଡ଼ିଆ କଳା ଜଗତରେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଅମର କରି ରଖିବ- ମୁଖ୍ଯମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଓଡ଼ିଶା ସିନେ ଜଗତର ବର୍ଷିଆନ୍ ଅଭିନେତା ତଥା ଲୋକପ୍ରିୟ କଳାକାର ମିହିର ଦାସଙ୍କ ପରଲୋକରେ ମୁଖ୍ଯମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି।। ଓଡ଼ିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଅମର କରି ରଖିବ। ତାଙ୍କ ବିୟୋଗ ଓଡ଼ିଆ କଳାଜଗତ ପାଇଁ ଏକ ଅପୂରଣୀୟ କ୍ଷତି ଘଟିଛି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ଯନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ଷୀୟାନ ଅଭିନେତା […]

ଭୁବନେଶ୍ବର: ଓଡ଼ିଶା ସିନେ ଜଗତର ବର୍ଷିଆନ୍ ଅଭିନେତା ତଥା ଲୋକପ୍ରିୟ କଳାକାର ମିହିର ଦାସଙ୍କ ପରଲୋକରେ ମୁଖ୍ଯମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି।। ଓଡ଼ିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଅମର କରି ରଖିବ। ତାଙ୍କ ବିୟୋଗ ଓଡ଼ିଆ କଳାଜଗତ ପାଇଁ ଏକ ଅପୂରଣୀୟ କ୍ଷତି ଘଟିଛି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ଯନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର