ମନୋରଞ୍ଜନ
ଓଡ଼ିଶା
ଓଡ଼ିଶାର ଗଣପର୍ବ ରଜ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ରଜରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ରଜ ଉପଲ୍ଲଖେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଟ୍ବିଟ୍ କରି କହିଛନ୍ତି ଯେ, ପହିଲି ରଜ ଉପଲକ୍ଷେ ଓଡ଼ିଶା ବାସୀଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ସାଦର ଅଭିନନ୍ଦନ । ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଏହି ଅନନ୍ୟ ଗଣ ପର୍ବ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି । ବନସ୍ତେ ଡ଼ାକିଲା ଗଜ, ବରଷକେ ଥରେ ଆସିଛି […]
ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ରଜରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ରଜ ଉପଲ୍ଲଖେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଟ୍ବିଟ୍ କରି କହିଛନ୍ତି ଯେ, ପହିଲି ରଜ ଉପଲକ୍ଷେ ଓଡ଼ିଶା ବାସୀଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ସାଦର ଅଭିନନ୍ଦନ । ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଏହି ଅନନ୍ୟ ଗଣ ପର୍ବ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି ।
ବନସ୍ତେ ଡ଼ାକିଲା ଗଜ,
ବରଷକେ ଥରେ ଆସିଛି ରଜ..ପହିଲି ରଜ ଉପଲକ୍ଷେ ଓଡ଼ିଶା ବାସୀଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ଓ ସାଦର ଅଭିନନ୍ଦନ I ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଏହି ଅନନ୍ୟ ଗଣ ପର୍ବ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ I pic.twitter.com/R146lWy9Gk
ଆହୁରି ପଢ଼ନ୍ତୁ: ତାତି ଓ ଦୁର୍ଘଟଣାକୁ ନେଇ ବଢ଼ିଲା ଚିନ୍ତା, ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ— Mohan Charan Majhi (@MohanMOdisha) June 14, 2024
ଓଡ଼ିଶାର ଗଣପର୍ବ ରଜ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ରଜରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ରଜ ଉପଲ୍ଲଖେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଟ୍ବିଟ୍ କରି କହିଛନ୍ତି ଯେ, ପହିଲି ରଜ ଉପଲକ୍ଷେ ଓଡ଼ିଶା ବାସୀଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ସାଦର ଅଭିନନ୍ଦନ । ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଏହି ଅନନ୍ୟ ଗଣ ପର୍ବ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି ।
ବନସ୍ତେ ଡ଼ାକିଲା ଗଜ,
ବରଷକେ ଥରେ ଆସିଛି ରଜ..ପହିଲି ରଜ ଉପଲକ୍ଷେ ଓଡ଼ିଶା ବାସୀଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ଓ ସାଦର ଅଭିନନ୍ଦନ I ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଏହି ଅନନ୍ୟ ଗଣ ପର୍ବ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ I pic.twitter.com/R146lWy9Gk
— Mohan Charan Majhi (@MohanMOdisha) June 14, 2024