ସନ୍ଧ୍ୟାରେ ନବୀନ ନିବାସରେ ଖୋଲା ଆକାଶ ତଳେ ପ୍ରକୃତିକୁ ଉପଭୋଗ କରୁଛନ୍ତି ମୁଖ୍ୟମନ୍ତ୍ରୀ ….
ସ୍ୱଳ୍ପ କଥା, ମୁହଁରେ ସ୍ମିତହାସ୍ୟ ଆଉ ନମ୍ର ସ୍ୱଭାବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏପରି ନିଆରା ବ୍ୟକ୍ତିତ୍ୱ ସବୁବେଳେ ଅନ୍ୟମାନଙ୍କ ପାଇଁ ଆକର୍ଷଣର ବିନ୍ଦୁ ପାଲଟି ଆସିଛି। ବିଶେଷକରି ପ୍ରୃତିପ୍ରେମୀ ଭାବେ ନବୀନ ସବୁବେଳେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ରବିବାର କୁମାର ପୂର୍ଣ୍ଣିମା ଅବସରରେ ନବୀନଙ୍କ ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ଖୁବ୍ ଚର୍ଚ୍ଚା ସାଉଁଟିଛି। ଭିଡିଓଟିରେ ମୁଖ୍ୟମନ୍ତ୍ରୀ ସନ୍ଧ୍ୟାରେ ନବୀନ ନିବାସରେ ଖୋଲା ଆକାଶ ତଳେ ନିରୋଳା ବାତାବରଣ ମଧ୍ୟରେ ପ୍ରକୃତିକୁ […]
ସ୍ୱଳ୍ପ କଥା, ମୁହଁରେ ସ୍ମିତହାସ୍ୟ ଆଉ ନମ୍ର ସ୍ୱଭାବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏପରି ନିଆରା ବ୍ୟକ୍ତିତ୍ୱ ସବୁବେଳେ ଅନ୍ୟମାନଙ୍କ ପାଇଁ ଆକର୍ଷଣର ବିନ୍ଦୁ ପାଲଟି ଆସିଛି। ବିଶେଷକରି ପ୍ରୃତିପ୍ରେମୀ ଭାବେ ନବୀନ ସବୁବେଳେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ରବିବାର କୁମାର ପୂର୍ଣ୍ଣିମା ଅବସରରେ ନବୀନଙ୍କ ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ଖୁବ୍ ଚର୍ଚ୍ଚା ସାଉଁଟିଛି। ଭିଡିଓଟିରେ ମୁଖ୍ୟମନ୍ତ୍ରୀ ସନ୍ଧ୍ୟାରେ ନବୀନ ନିବାସରେ ଖୋଲା ଆକାଶ ତଳେ ନିରୋଳା ବାତାବରଣ ମଧ୍ୟରେ ପ୍ରକୃତିକୁ ଉପଭୋଗ କରୁଥିବାର ଦେଖାଯାଉଛି। ମୁଖ୍ୟମନ୍ତ୍ରୀ ଚାଲି ଚାଲି ଯାଉଥିବା ବେଳେ ତାଙ୍କ ସାଙ୍ଗରେ ତାଙ୍କର ବ୍ୟକ୍ତିଗତ ସଚିବ ଭି କେ ପାଣ୍ଡିଆନ ମଧ୍ୟ ଅଛନ୍ତି। ପୂର୍ଣ୍ଣିମା ଜହ୍ନର ଆଲୁଅ ତଳେ ନବୀନ ପ୍ରକୃତିକୁ ଏପରି ଉପଭୋଗ କରୁଥିବାର ଦୃଶ୍ୟକୁ ସୋସିଆଲ ମିଡିଆ ୟୁଜର୍ସ ବେଶ୍ ପ୍ରଶଂସା କରିଛନ୍ତି।