ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କର ମୃତ୍ୟୁ ହେଲେ ଏବେ ମିଳିବ ୬ଲକ୍ଷ ଟଙ୍କା। ପୂର୍ବ ସରକାର ସମୟରେ ୪ଲକ୍ଷ ଟଙ୍କା ମିଳୁଥିବା ବେଳେ ମୋହନ ସରକାର ଏହାକୁ ୬ଲକ୍ଷକୁ ବୃଦ୍ଧି କରିଛନ୍ତି। ସେହିଭଳି ସ୍ୱଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ସହାୟତା ବାବଦରେ ୨ଲକ୍ଷ ଟଙ୍କା ମିଳୁଥିବା ବେଳେ ଏବେ ଏହାକୁ ୩ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

11 Sep 2024 By The Sakala

ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କର ମୃତ୍ୟୁ ହେଲେ ଏବେ ମିଳିବ ୬ଲକ୍ଷ ଟଙ୍କା। ପୂର୍ବ ସରକାର ସମୟରେ ୪ଲକ୍ଷ ଟଙ୍କା ମିଳୁଥିବା ବେଳେ ମୋହନ ସରକାର ଏହାକୁ ୬ଲକ୍ଷକୁ ବୃଦ୍ଧି କରିଛନ୍ତି। ସେହିଭଳି ସ୍ୱଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ସହାୟତା ବାବଦରେ ୨ଲକ୍ଷ ଟଙ୍କା ମିଳୁଥିବା ବେଳେ ଏବେ ଏହାକୁ ୩ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର