ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍ କିଷାନ ଟଙ୍କା
କଟକ: ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍ କିଷାନ ସହାୟତା । ୪୧ ଲକ୍ଷ ୬୮ ହଜାର ଚାଷୀଙ୍କୁ ମିଳିଲା ସିଏମ୍ କିଷାନ ଟଙ୍କା। ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟ ଗଲା ସିଏମ୍ କିଷାନ ଟଙ୍କା । ମୁଖ୍ୟମନ୍ତ୍ରୀ କିଷାନ ଯୋଜନାରେ କୃଷକମାନଙ୍କୁ ଏହି ରାଶି ପ୍ରଦାନ କରାଯାଇଛି । ସମସ୍ତ ଟଙ୍କା ଡିବିଟି ଜରିଆରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି । କଟକରେ ରାଜ୍ୟସ୍ତରୀୟ କୃଷକ ଦିବସରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ । ମୋଟ ୮୩୮ କୋଟି ୪୮ ଲକ୍ଷ ଟଙ୍କା ବଣ୍ଟନ କରାଗଲା । ଏହି ଯୋଜନାରେ ବର୍ଷକୁ ୨ଟି କିସ୍ତିରେ ୪ ହଜାର ଟଙ୍କା ଦିଆଯାଉଛି ।