ଜିଲ୍ଲାପାଳଙ୍କୁ ୯ଟି ଟାସ୍କ ଦେଲେ ମୁଖ୍ୟମନ୍ତ୍ରୀ, ଅଫିସରେ ଶୀତତାପ ନିୟନ୍ତ୍ରିତ ରୁମରେ ନ ବସି ଲୋକଙ୍କ ପାଖକୁ ଯିବାକୁ ପରାମର୍ଶ...

Deviprasad Mohanty Picture
Published On

ଭୁବନେଶ୍ୱର:  ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜିଲାପାଳମାନଙ୍କୁ ୯ଟି ଟାସ୍କ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: କୃଷ୍ଣପ୍ରସାଦରେ ମହାସମାରୋହରେ ଚାଲିଛି ଦ୍ୱିତୀୟ ବାଲିଯାତ୍ରା: ସାଂସ୍କୃତିକ କାର୍ଯ୍ୟକ୍ରମ ସହ ବଣ୍ଟାଯାଉଛି ଟଙ୍କ ତୋରାଣି

-ଦୁର୍ନୀତି ହଟାଇ ସଚ୍ଚୋଟ ଏବଂ ସାଧୁତା ପାଇଁ ଜିଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଭିସୁଟରେ ପୁଣି ରାଗିଂ ଅଭିଯୋଗ, ଅଭିଯୁକ୍ତ ୪ ସିନିଅର ଛାତ୍ରଙ୍କୁ ଅର୍ଥଦଣ୍ଡରେ ଦଣ୍ଡିତ କଲା କର୍ତ୍ତୃପକ୍ଷ

-ଦୁର୍ନୀତିରେ ସରକାର ବଦନାମ ହେଲେ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ବ୍ଲକସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ସାନଅଁଳକୁ ହରାଇ ଚାମ୍ପିୟନ ହେଲା ତିଛିଣି ତ୍ରିଲୋଚନେଶ୍ୱର ଟିମ୍

- ଅଧିକ ଫିଲଡ଼ ଭିଜିଟ କର, କେବଳ ଅଫିସରେ ଶୀତତାପ ନିୟନ୍ତ୍ରିତ ରୁମରେ ନ ବସି ଲୋକଙ୍କ ପାଖକୁ ଯାଅ। ତୃଣମୂଳ ସ୍ତରରେ କାମ କରନ୍ତୁ।

- ଜିଲ୍ଲାପାଳମାନଙ୍କୁ ଅଧିକ କ୍ଷେତ୍ର ପରିଦର୍ଶନ କରି ଟେକ୍ନୋଲୋଜିର ବ୍ୟବହାରକୁ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଛନ୍ତି।

-ଅଧିକାରୀଙ୍କୁ ଜିଲାସ୍ତରରେ ଲୋକଙ୍କ ଅଭିଯୋଗ ଶୁଣି ତୁରନ୍ତ ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

-ସରକାରୀ ବିଜ୍ଞାପନ ଓଡ଼ିଆ ଭାଷାରେ ପ୍ରକାଶ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

-ସୋସିଆଲ ମିଡିଆ ଜରିଆରେ ସରକାରୀ ସୂଚନାକୁ ବ୍ୟାପକ କରିବାକୁ ସମ୍ମିଳନୀରେ କୁହାଯାଇଛି।

-ଗାଦି ମଡ଼ା ବାବୁଙ୍କୁ ଚିହ୍ନଟ କରି ତୁରନ୍ତ ବଦଳାଇବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ କହିଛନ୍ତି।

-ସରକାରୀ କାର୍ଯ୍ଯାଳୟକୁ ଆସୁଥିବା ନିର୍ବାଚିତ ପ୍ରତିନିଧିଙ୍କୁ ସମ୍ମାନ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

18 Nov 2025 By Deviprasad Mohanty

ଜିଲ୍ଲାପାଳଙ୍କୁ ୯ଟି ଟାସ୍କ ଦେଲେ ମୁଖ୍ୟମନ୍ତ୍ରୀ, ଅଫିସରେ ଶୀତତାପ ନିୟନ୍ତ୍ରିତ ରୁମରେ ନ ବସି ଲୋକଙ୍କ ପାଖକୁ ଯିବାକୁ ପରାମର୍ଶ...

ଭୁବନେଶ୍ୱର:  ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜିଲାପାଳମାନଙ୍କୁ ୯ଟି ଟାସ୍କ ଦେଇଛନ୍ତି।

-ଦୁର୍ନୀତି ହଟାଇ ସଚ୍ଚୋଟ ଏବଂ ସାଧୁତା ପାଇଁ ଜିଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

-ଦୁର୍ନୀତିରେ ସରକାର ବଦନାମ ହେଲେ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

- ଅଧିକ ଫିଲଡ଼ ଭିଜିଟ କର, କେବଳ ଅଫିସରେ ଶୀତତାପ ନିୟନ୍ତ୍ରିତ ରୁମରେ ନ ବସି ଲୋକଙ୍କ ପାଖକୁ ଯାଅ। ତୃଣମୂଳ ସ୍ତରରେ କାମ କରନ୍ତୁ।

- ଜିଲ୍ଲାପାଳମାନଙ୍କୁ ଅଧିକ କ୍ଷେତ୍ର ପରିଦର୍ଶନ କରି ଟେକ୍ନୋଲୋଜିର ବ୍ୟବହାରକୁ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଛନ୍ତି।

-ଅଧିକାରୀଙ୍କୁ ଜିଲାସ୍ତରରେ ଲୋକଙ୍କ ଅଭିଯୋଗ ଶୁଣି ତୁରନ୍ତ ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

-ସରକାରୀ ବିଜ୍ଞାପନ ଓଡ଼ିଆ ଭାଷାରେ ପ୍ରକାଶ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

-ସୋସିଆଲ ମିଡିଆ ଜରିଆରେ ସରକାରୀ ସୂଚନାକୁ ବ୍ୟାପକ କରିବାକୁ ସମ୍ମିଳନୀରେ କୁହାଯାଇଛି।

-ଗାଦି ମଡ଼ା ବାବୁଙ୍କୁ ଚିହ୍ନଟ କରି ତୁରନ୍ତ ବଦଳାଇବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ କହିଛନ୍ତି।

-ସରକାରୀ କାର୍ଯ୍ଯାଳୟକୁ ଆସୁଥିବା ନିର୍ବାଚିତ ପ୍ରତିନିଧିଙ୍କୁ ସମ୍ମାନ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର