ବିଦାୟୀ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ବିଦାୟୀ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ । କାଲି ବିଦାୟ ନେବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ । ନୂଆ ରାଜ୍ୟପାଳ ରଘୁବର ଦାସ ୩୧ରେ ଶପଥ ନେବେ। ସେପଟେ ଦାୟିତ୍ୱ ଗ୍ରହଣ ପୂର୍ବରୁ ଗତକାଲି ନୂଆ ରାଜ୍ୟପାଳ ରଘୁବର ଦାସ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି କହିଥିଲେ ଯେ, ନୂଆ ସାମ୍ବିଧାନିକ ଦାୟିତ୍ୱ ତାଙ୍କ ପାଇଁ ଏକ ଗୁରୁଦାୟିତ୍ୱ ଏବଂ ଏହାକୁ […]

ଭୁବନେଶ୍ବର: ବିଦାୟୀ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ । କାଲି ବିଦାୟ ନେବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ।
ନୂଆ ରାଜ୍ୟପାଳ ରଘୁବର ଦାସ ୩୧ରେ ଶପଥ ନେବେ।

ସେପଟେ ଦାୟିତ୍ୱ ଗ୍ରହଣ ପୂର୍ବରୁ ଗତକାଲି ନୂଆ ରାଜ୍ୟପାଳ ରଘୁବର ଦାସ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି କହିଥିଲେ ଯେ, ନୂଆ ସାମ୍ବିଧାନିକ ଦାୟିତ୍ୱ ତାଙ୍କ ପାଇଁ ଏକ ଗୁରୁଦାୟିତ୍ୱ ଏବଂ ଏହାକୁ ସେ ନିଷ୍ଠାର ସହ ପାଳନ କରିବି। ଓଡ଼ିଶା କିଭଳି ବିକାଶର ନୂଆ ଶିଖର ଛୁଇଁବ ଏବଂ ସରକାରଙ୍କ ସହ ସମନ୍ୱୟ ରଖି କାମ କରାଯାଇ ପାରିବ ସେ ଦିଗରେ ଗୁରୁତ୍ୱ ଦେବେ ବୋଲି କହିଥିଲେ ରଘୁବର ଦାସ ।

ଆହୁରି ପଢ଼ନ୍ତୁ: ଜେନ୍‌-ଜିଙ୍କ ମନୋବଳ ବଢ଼ାଇଲେ ନବୀନ; ‘ଏକ୍ସ’ରେ ଛଅ ଧାଡ଼ିଆ ପୋଷ୍ଟକୁ ନେଇ ଜାତୀୟ ସ୍ତରରେ ଚର୍ଚ୍ଚା

 

ଆହୁରି ପଢ଼ନ୍ତୁ: ରେଳଧାରଣାରୁ ପୋଲିସ ASIଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର