ନୂଆ ଲୋକସେବା ଭବନର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୩୬୨୩ କୋଟି ଟଙ୍କା

Madhusudan Das Picture
Published On

ଭୁବନେଶ୍ୱର: ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡ଼ିଲା ଭିତ୍ତିପ୍ରସ୍ତର । ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୂଆକରି ତିଆରି ହେବ ବିଧାନସଭା ଓ ଲୋକସେବା ଭବନ । ଗୋଟିଏ ସ୍ଥାନରେ ରହିବ ଲୋକସେବା ଭବନ ଓ ନୂଆ ବିଧାନସଭା । ପ୍ରାୟ ୭୧.୧୩ ଏକର ଜମିରେ ନିର୍ମାଣ ହେବାକୁ ଥିବା ଏହି ଭବ୍ୟ ପ୍ରକଳ୍ପ ପାଇଁ ସରକାର ୩,୬୨୩ କୋଟି ଟଙ୍କା ବ୍ୟୟ ଅଟକଳ ରଖିଛନ୍ତି । ନୂଆ ଲୋକସେବା ଭବନରେ ହେବ ଭୂତଳ ପାର୍କିଂ । ଏନେଇ ମାଷ୍ଟରପ୍ଲାନ ଅନୁମୋଦନ ହୋଇଛି । ଆଜି ଲୋକସେବା ଭବନ କନଫରେନ୍ସ ହଲରେ ଜାତୀୟ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ଅବସରରେ ଏହାର ଭିତ୍ତିପ୍ରସ୍ଥର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

12 Jan 2026 By Madhusudan Das

ନୂଆ ଲୋକସେବା ଭବନର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୩୬୨୩ କୋଟି ଟଙ୍କା

ଭୁବନେଶ୍ୱର: ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡ଼ିଲା ଭିତ୍ତିପ୍ରସ୍ତର । ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୂଆକରି ତିଆରି ହେବ ବିଧାନସଭା ଓ ଲୋକସେବା ଭବନ । ଗୋଟିଏ ସ୍ଥାନରେ ରହିବ ଲୋକସେବା ଭବନ ଓ ନୂଆ ବିଧାନସଭା । ପ୍ରାୟ ୭୧.୧୩ ଏକର ଜମିରେ ନିର୍ମାଣ ହେବାକୁ ଥିବା ଏହି ଭବ୍ୟ ପ୍ରକଳ୍ପ ପାଇଁ ସରକାର ୩,୬୨୩ କୋଟି ଟଙ୍କା ବ୍ୟୟ ଅଟକଳ ରଖିଛନ୍ତି । ନୂଆ ଲୋକସେବା ଭବନରେ ହେବ ଭୂତଳ ପାର୍କିଂ । ଏନେଇ ମାଷ୍ଟରପ୍ଲାନ ଅନୁମୋଦନ ହୋଇଛି । ଆଜି ଲୋକସେବା ଭବନ କନଫରେନ୍ସ ହଲରେ ଜାତୀୟ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ଅବସରରେ ଏହାର ଭିତ୍ତିପ୍ରସ୍ଥର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

https://www.thesakala.in/latest-odisha-news/cm-mohan-majhi-lays-foundation-stone-for-construction-of-new-lokseva-bhavan/article-44039
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର