ବିଧାନସଭାରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ, କେଉଁ ବିଭାଗକୁ କେତେ ହେଲା ବ୍ୟୟବରାଦ...

Madhusudan Das Picture
Published On

ଭୁବନେଶ୍ୱର: ବିଧାନସଭାରେ ୨୦୨୫-୨୬ର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପିତ ହୋଇଛି । ମୋଟ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଆଗତ କରାଯାଇଛି । ଗୃହରେ ଅତିରିକ୍ତ ବଜେଟ୍‌ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୧୭ ହଜାର ୪୪୦ କୋଟି ଟଙ୍କାର ଏହି ଅତିରିକ୍ତ ବଜେଟରେ ବିଭିନ୍ନ ବିଭାଗ ପାଇଁ ବ୍ୟୟବରାଦ କରିଛନ୍ତି ସରକାର । ସରକାରୀ ଯୋଜନା, ଉନୟନମୁଳକ କାର୍ଯ୍ୟକ୍ରମ ବାବଦରେ ୧୩,୭୧୬ କୋଟି ଟଙ୍କା ଏବଂ ପ୍ରଶାସନିକ କାର୍ଯ୍ୟ ବାବଦକୁ ୩,୩୮୯ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଅତିରିକ୍ତ ବଜେଟ ଆଗତ ପରେ ଆସନ୍ତାକାଲି ପର୍ଯ୍ୟନ୍ତ ଗୃହ ମୁଲତବି ରଖାଯାଇଛି। 

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

କେଉଁ ବିଭାଗକୁ କେତେ ବ୍ୟୟବରାଦ?

-ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ଗ୍ରାହକ କଲ୍ୟାଣ ପାଇଁ ୪୩୨୯ କୋଟି 
-ଶିକ୍ଷା କ୍ଷେତ୍ର ପାଇଁ ୨୩୨୭ କୋଟି
-ଭିତ୍ତିଭୂମି ବିକାଶ ପାଇଁ ୧୯୫୫ କୋଟି 
-କୃଷି ଓ ଅନୁସାଙ୍ଗିକ କ୍ଷେତ୍ର ପାଇଁ ୧୬୭୩ କୋଟି
-ମହିଳା ଓ ଶିଶୁ ବିକାଶ ପାଇଁ ୧୫୮୮ କୋଟି 
-ସ୍ୱାସ୍ଥ୍ୟ କ୍ଷେତ୍ର ପାଇଁ ୧୧୬୪ କୋଟି
-ପଞ୍ଚାୟତିରାଜ ଏବଂ ଗ୍ରାମ୍ୟ ଉନ୍ନୟନ ପାଇଁ ୬୧୬ କୋଟି 
-ଅନୁସୂଚିତ ଜାତି ଜନଜାତି ଉନ୍ନୟନ ପାଇଁ ୫୩୧ କୋଟି 
-ଶିଳ୍ପ ବିକାଶ ପାଇଁ ୩୩୭ କୋଟି 
-ଓଡିଆ ଭାଷା ସାହିତ୍ୟ ପାଇଁ ୩୬୩ କୋଟି 
-ଆଭ୍ୟନ୍ତରୀଣ ସୁରକ୍ଷା ଓ ଆଇନ ପାଇଁ ୩୧୬ କୋଟି ବ୍ୟୟବରାଦ 
-ସହରୀ ବିକାଶ ପାଇଁ ୩୦୩ କୋଟି
-ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ସୂଚନା ପ୍ରଯୁକ୍ତି କ୍ଷେତ୍ର ପାଇଁ ୧୧୭ କୋଟି
-ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ପାଇଁ ୫୭୬ କୋଟି
28 Nov 2025 By Madhusudan Das

ବିଧାନସଭାରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ, କେଉଁ ବିଭାଗକୁ କେତେ ହେଲା ବ୍ୟୟବରାଦ...

ଭୁବନେଶ୍ୱର: ବିଧାନସଭାରେ ୨୦୨୫-୨୬ର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପିତ ହୋଇଛି । ମୋଟ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଆଗତ କରାଯାଇଛି । ଗୃହରେ ଅତିରିକ୍ତ ବଜେଟ୍‌ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୧୭ ହଜାର ୪୪୦ କୋଟି ଟଙ୍କାର ଏହି ଅତିରିକ୍ତ ବଜେଟରେ ବିଭିନ୍ନ ବିଭାଗ ପାଇଁ ବ୍ୟୟବରାଦ କରିଛନ୍ତି ସରକାର । ସରକାରୀ ଯୋଜନା, ଉନୟନମୁଳକ କାର୍ଯ୍ୟକ୍ରମ ବାବଦରେ ୧୩,୭୧୬ କୋଟି ଟଙ୍କା ଏବଂ ପ୍ରଶାସନିକ କାର୍ଯ୍ୟ ବାବଦକୁ ୩,୩୮୯ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଅତିରିକ୍ତ ବଜେଟ ଆଗତ ପରେ ଆସନ୍ତାକାଲି ପର୍ଯ୍ୟନ୍ତ ଗୃହ ମୁଲତବି ରଖାଯାଇଛି। 

କେଉଁ ବିଭାଗକୁ କେତେ ବ୍ୟୟବରାଦ?

-ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ଗ୍ରାହକ କଲ୍ୟାଣ ପାଇଁ ୪୩୨୯ କୋଟି 
-ଶିକ୍ଷା କ୍ଷେତ୍ର ପାଇଁ ୨୩୨୭ କୋଟି
-ଭିତ୍ତିଭୂମି ବିକାଶ ପାଇଁ ୧୯୫୫ କୋଟି 
-କୃଷି ଓ ଅନୁସାଙ୍ଗିକ କ୍ଷେତ୍ର ପାଇଁ ୧୬୭୩ କୋଟି
-ମହିଳା ଓ ଶିଶୁ ବିକାଶ ପାଇଁ ୧୫୮୮ କୋଟି 
-ସ୍ୱାସ୍ଥ୍ୟ କ୍ଷେତ୍ର ପାଇଁ ୧୧୬୪ କୋଟି
-ପଞ୍ଚାୟତିରାଜ ଏବଂ ଗ୍ରାମ୍ୟ ଉନ୍ନୟନ ପାଇଁ ୬୧୬ କୋଟି 
-ଅନୁସୂଚିତ ଜାତି ଜନଜାତି ଉନ୍ନୟନ ପାଇଁ ୫୩୧ କୋଟି 
-ଶିଳ୍ପ ବିକାଶ ପାଇଁ ୩୩୭ କୋଟି 
-ଓଡିଆ ଭାଷା ସାହିତ୍ୟ ପାଇଁ ୩୬୩ କୋଟି 
-ଆଭ୍ୟନ୍ତରୀଣ ସୁରକ୍ଷା ଓ ଆଇନ ପାଇଁ ୩୧୬ କୋଟି ବ୍ୟୟବରାଦ 
-ସହରୀ ବିକାଶ ପାଇଁ ୩୦୩ କୋଟି
-ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ସୂଚନା ପ୍ରଯୁକ୍ତି କ୍ଷେତ୍ର ପାଇଁ ୧୧୭ କୋଟି
-ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ପାଇଁ ୫୭୬ କୋଟି
https://www.thesakala.in/latest-odisha-news/cm-mohan-majhi-presents-additional-budget-of-rs17440-crore-in-odisha-assembly/article-43322
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର