ଓଲିଉଡ଼ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

The Sakala Picture
Published On

ଭୁବନେଶ୍ବର: ଓଲିଉଡ଼ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗ  ଘଟିଛି। ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ସେ ଛାଡିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି […]

ଭୁବନେଶ୍ବର: ଓଲିଉଡ଼ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗ  ଘଟିଛି। ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ସେ ଛାଡିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ


ସୂଚନା ଅନୁଯାୟୀ, ପିଣ୍ଟୁ ନନ୍ଦ ଦୀର୍ଘ ଦିନ ଧରି ଯକୃତ ଜନିତ ରୋଗରେ ଆକ୍ରାନ୍ତ ଥିଲେ । ଭୁବନେଶ୍ୱରରେ ଚିକିତ୍ସା ପରେ ଯକୃତ ପ୍ରତିରୋପଣ ପାଇଁ ତାଙ୍କୁ ନୂଆ ଦିଲ୍ଲୀ ସ୍ଥାନାନ୍ତର କରଯାଇଥିଲା । କିନ୍ତୁ ସେଠାରେ ଡୋନର ନ ମିଳିବାରୁ ପିଣ୍ଟୁଙ୍କୁ ହାଇଦ୍ରାବାଦ ଯଶୋଦା ହସ୍ପିଟାଲକୁ ନିଆଯାଇଥିଲା । ସେଠାରେ ମଧ୍ୟ ଡୋନର ନ ମିଳିବାରୁ ତାଙ୍କର ଯକୃତ ପ୍ରତିରୋପଣ ହୋଇ ପାରି ନଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର