ଅନ୍ତର୍ଜାତୀୟସ୍ତରରେ ଓଡ଼ିଆ ଛାତ୍ରଛତ୍ରୀଙ୍କ କମାଲ: ନାସା ରୋଭର ଚ୍ୟାଲେଞ୍ଜରେ ଓଡ଼ିଶା ଟିମ୍ ତୃତୀୟ , ଶୁଭେଚ୍ଛା ଜଣାଇଲେ ମୁଖ୍ଯମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଅନ୍ତର୍ଜାତୀୟସ୍ତରରେ ପୁଣି ଥରେ କମାଲ କରିଛନ୍ତି ଓଡ଼ିଆ । ନାସା ରୋଭର ଚ୍ୟାଲେଞ୍ଜରେ ତୃତୀୟ ସ୍ଥାନ ହାସଲ କରିଛି ଓଡ଼ିଶା ଟିମ୍ । ଏନେଇ ଟ୍ଵିଟ୍‌ କରି ସୂଚନା ଦେଇଛି ନାସା । କଟକ ୪୨ ମୌଜାରୁ ନାସା ରୋଭର୍ ଚ୍ୟାଲେଞ୍ଜରେ ଭାଗ ନେଇଥିଲା ଓଡ଼ିଶା ଟିମ୍ । ଏଥିରେ ବିଭିନ୍ନ ଅଞ୍ଚଳରୁ ଥିଲେ ୧୦ ଜଣ ପ୍ରତିଭାବାନ ଛାତ୍ରଛାତ୍ରୀ । ଭର୍ଚୁଆଲ ମୋଡରେ ହୋଇଥିଲା ରୋଭର ଚ୍ୟାଲେଞ୍ଜ । କଟକ ୪୨ ମୌଜା ଅନୀଲ […]

ଭୁବନେଶ୍ୱର: ଅନ୍ତର୍ଜାତୀୟସ୍ତରରେ ପୁଣି ଥରେ କମାଲ କରିଛନ୍ତି ଓଡ଼ିଆ । ନାସା ରୋଭର ଚ୍ୟାଲେଞ୍ଜରେ ତୃତୀୟ ସ୍ଥାନ ହାସଲ କରିଛି ଓଡ଼ିଶା ଟିମ୍ । ଏନେଇ ଟ୍ଵିଟ୍‌ କରି ସୂଚନା ଦେଇଛି ନାସା । କଟକ ୪୨ ମୌଜାରୁ ନାସା ରୋଭର୍ ଚ୍ୟାଲେଞ୍ଜରେ ଭାଗ ନେଇଥିଲା ଓଡ଼ିଶା ଟିମ୍ । ଏଥିରେ ବିଭିନ୍ନ ଅଞ୍ଚଳରୁ ଥିଲେ ୧୦ ଜଣ ପ୍ରତିଭାବାନ ଛାତ୍ରଛାତ୍ରୀ ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଫୋରେନ୍‌ସିକ୍ ଲ୍ୟାବ୍‌ରେ ସୁଇସାଇଡ୍ ନୋଟ୍, ପତ୍ନୀଙ୍କୁ ସନ୍ଦେହ

ଭର୍ଚୁଆଲ ମୋଡରେ ହୋଇଥିଲା ରୋଭର ଚ୍ୟାଲେଞ୍ଜ । କଟକ ୪୨ ମୌଜା ଅନୀଲ ପ୍ରଧାନଙ୍କ ପ୍ରଚେଷ୍ଟାରେ  Navonmesh Prasar Student Astronomy Team (NaPSAT) ୧୦ ଜଣିଆ ଟିମ ରୋଭର ପ୍ରସ୍ତୁତ କରିଥିଲା । ରୋଭର ଚ୍ୟାଲେଞ୍ଜରେ ୟୁଏଏସ୍‌ର ଦୁଇଟି ଟିମ୍‌ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି । ସଫଳତା ପରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ଛାତ୍ରଛାତ୍ରୀଙ୍କ ଉପରେ ପୁଲିସର ଦମନଲୀଳାକୁ ବିଜେଡି ସାଂସଦଙ୍କ ତୀବ୍ର ନିନ୍ଦା

17 Apr 2021 By The Sakala

ଅନ୍ତର୍ଜାତୀୟସ୍ତରରେ ଓଡ଼ିଆ ଛାତ୍ରଛତ୍ରୀଙ୍କ କମାଲ: ନାସା ରୋଭର ଚ୍ୟାଲେଞ୍ଜରେ ଓଡ଼ିଶା ଟିମ୍ ତୃତୀୟ , ଶୁଭେଚ୍ଛା ଜଣାଇଲେ ମୁଖ୍ଯମନ୍ତ୍ରୀ

ଭୁବନେଶ୍ୱର: ଅନ୍ତର୍ଜାତୀୟସ୍ତରରେ ପୁଣି ଥରେ କମାଲ କରିଛନ୍ତି ଓଡ଼ିଆ । ନାସା ରୋଭର ଚ୍ୟାଲେଞ୍ଜରେ ତୃତୀୟ ସ୍ଥାନ ହାସଲ କରିଛି ଓଡ଼ିଶା ଟିମ୍ । ଏନେଇ ଟ୍ଵିଟ୍‌ କରି ସୂଚନା ଦେଇଛି ନାସା । କଟକ ୪୨ ମୌଜାରୁ ନାସା ରୋଭର୍ ଚ୍ୟାଲେଞ୍ଜରେ ଭାଗ ନେଇଥିଲା ଓଡ଼ିଶା ଟିମ୍ । ଏଥିରେ ବିଭିନ୍ନ ଅଞ୍ଚଳରୁ ଥିଲେ ୧୦ ଜଣ ପ୍ରତିଭାବାନ ଛାତ୍ରଛାତ୍ରୀ ।

ଭର୍ଚୁଆଲ ମୋଡରେ ହୋଇଥିଲା ରୋଭର ଚ୍ୟାଲେଞ୍ଜ । କଟକ ୪୨ ମୌଜା ଅନୀଲ ପ୍ରଧାନଙ୍କ ପ୍ରଚେଷ୍ଟାରେ  Navonmesh Prasar Student Astronomy Team (NaPSAT) ୧୦ ଜଣିଆ ଟିମ ରୋଭର ପ୍ରସ୍ତୁତ କରିଥିଲା । ରୋଭର ଚ୍ୟାଲେଞ୍ଜରେ ୟୁଏଏସ୍‌ର ଦୁଇଟି ଟିମ୍‌ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି । ସଫଳତା ପରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର