୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ୩ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କୃତ, ନିର୍ମାତା, ନିର୍ଦ୍ଦେଶକ ଓ କଳାକାରଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ଓଡିଶା ପାଇଁ ଗର୍ବର ବିଷୟ । ୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ପୁରସ୍କୃତ ହୋଇଛି ୩ ଓଡ଼ିଆ ଚଳଚ୍ଚିତ୍ର । ‘ଶଲା ବୁଢ଼ାର ବଦଲା’ ଓ ‘କାଲିର ଅତୀତ’ କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ପୁରସ୍କାର ପ୍ରଦାନ କରାଯାଇଛି । ଅନ୍ୟ ପକ୍ଷରେ ଶ୍ରେଷ୍ଠ କଳା ଓ ସାଂସ୍କୃତିକ ଚଳଚ୍ଚିତ୍ର ଭାବେ ‘ଶ୍ରୀକ୍ଷେତ୍ରରୁ ସାହି ଯାତ’କୁ ଜାତୀୟ ଫିଲ୍ମ ପୁରସ୍କୃତ କରାଯାଇଛି । ଏହି ଅବସରରେ ଚଳଚ୍ଚିତ୍ର ନିର୍ମାତା, ନିର୍ଦ୍ଦେଶକ ଓ […]
ନୂଆଦିଲ୍ଲୀ: ଓଡିଶା ପାଇଁ ଗର୍ବର ବିଷୟ । ୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ପୁରସ୍କୃତ ହୋଇଛି ୩ ଓଡ଼ିଆ ଚଳଚ୍ଚିତ୍ର । ‘ଶଲା ବୁଢ଼ାର ବଦଲା’ ଓ ‘କାଲିର ଅତୀତ’ କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ପୁରସ୍କାର ପ୍ରଦାନ କରାଯାଇଛି । ଅନ୍ୟ ପକ୍ଷରେ ଶ୍ରେଷ୍ଠ କଳା ଓ ସାଂସ୍କୃତିକ ଚଳଚ୍ଚିତ୍ର ଭାବେ ‘ଶ୍ରୀକ୍ଷେତ୍ରରୁ ସାହି ଯାତ’କୁ ଜାତୀୟ ଫିଲ୍ମ ପୁରସ୍କୃତ କରାଯାଇଛି । ଏହି ଅବସରରେ ଚଳଚ୍ଚିତ୍ର ନିର୍ମାତା, ନିର୍ଦ୍ଦେଶକ ଓ ସମସ୍ତ କଳାକାରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ ଯୋଗେ ଶୁଭେଚ୍ଛା ଜଣାଇଥିବା ବେଳେ ଏହା ରାଜ୍ୟ ପାଇଁ ଗୌରବର ବିଷୟ ବୋଲି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ।
ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଶଲା ବୁଢ଼ାର ବଦଲା’ ଓ ‘କାଲିର ଅତୀତ’ ଏବଂ ଶ୍ରେଷ୍ଠ କଳା ଓ ସାଂସ୍କୃତିକ ଚଳଚ୍ଚିତ୍ର ଭାବେ ‘ଶ୍ରୀକ୍ଷେତ୍ରରୁ ସାହିଯାତ’ ୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୧ ହାସଲ କରିବା ଓଡ଼ିଶା ପାଇଁ ଗୌରବର ବିଷୟ। ଚଳଚ୍ଚିତ୍ର ନିର୍ମାତା, ନିର୍ଦ୍ଦେଶକ ଓ ସମସ୍ତ କଳାକାରଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ।
ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍— Naveen Patnaik (@Naveen_Odisha) October 25, 2021
୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ୩ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କୃତ, ନିର୍ମାତା, ନିର୍ଦ୍ଦେଶକ ଓ କଳାକାରଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ଓଡିଶା ପାଇଁ ଗର୍ବର ବିଷୟ । ୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ପୁରସ୍କୃତ ହୋଇଛି ୩ ଓଡ଼ିଆ ଚଳଚ୍ଚିତ୍ର । ‘ଶଲା ବୁଢ଼ାର ବଦଲା’ ଓ ‘କାଲିର ଅତୀତ’ କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ପୁରସ୍କାର ପ୍ରଦାନ କରାଯାଇଛି । ଅନ୍ୟ ପକ୍ଷରେ ଶ୍ରେଷ୍ଠ କଳା ଓ ସାଂସ୍କୃତିକ ଚଳଚ୍ଚିତ୍ର ଭାବେ ‘ଶ୍ରୀକ୍ଷେତ୍ରରୁ ସାହି ଯାତ’କୁ ଜାତୀୟ ଫିଲ୍ମ ପୁରସ୍କୃତ କରାଯାଇଛି । ଏହି ଅବସରରେ ଚଳଚ୍ଚିତ୍ର ନିର୍ମାତା, ନିର୍ଦ୍ଦେଶକ ଓ ସମସ୍ତ କଳାକାରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ ଯୋଗେ ଶୁଭେଚ୍ଛା ଜଣାଇଥିବା ବେଳେ ଏହା ରାଜ୍ୟ ପାଇଁ ଗୌରବର ବିଷୟ ବୋଲି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ।
ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଶଲା ବୁଢ଼ାର ବଦଲା’ ଓ ‘କାଲିର ଅତୀତ’ ଏବଂ ଶ୍ରେଷ୍ଠ କଳା ଓ ସାଂସ୍କୃତିକ ଚଳଚ୍ଚିତ୍ର ଭାବେ ‘ଶ୍ରୀକ୍ଷେତ୍ରରୁ ସାହିଯାତ’ ୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୧ ହାସଲ କରିବା ଓଡ଼ିଶା ପାଇଁ ଗୌରବର ବିଷୟ। ଚଳଚ୍ଚିତ୍ର ନିର୍ମାତା, ନିର୍ଦ୍ଦେଶକ ଓ ସମସ୍ତ କଳାକାରଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ।
— Naveen Patnaik (@Naveen_Odisha) October 25, 2021