ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା ବୈଠକ ଶେଷ: ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ଯମନ୍ତ୍ରୀ

The Sakala Picture
Published On

ପୁରୀ: ଚଳିତବର୍ଷର ଘୋଷଯାତ୍ରା ପ୍ରସ୍ତୁତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକ ଶେଷ ହୋଇଛି । ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଉପସ୍ଥିତ ରହିଥିଲା ବେଳେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ମନ୍ତ୍ରୀ ସମୀର ଦାଶ, ତୁଷାରକାନ୍ତି ବେହେରା, ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଂଜୟ ଦାସବର୍ମା ମଧ୍ୟ ଉପସ୍ଥିତ ରହିଥିଲେ । ସେହିପରି କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ, ପୁରୀ ଜିଲ୍ଲାପାଳ, ଏସପି, ପ୍ରମୁଖ ବୈଠକରେ ସାମିଲ ଥିଲେ । […]

ପୁରୀ: ଚଳିତବର୍ଷର ଘୋଷଯାତ୍ରା ପ୍ରସ୍ତୁତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକ ଶେଷ ହୋଇଛି । ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଉପସ୍ଥିତ ରହିଥିଲା ବେଳେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ମନ୍ତ୍ରୀ ସମୀର ଦାଶ, ତୁଷାରକାନ୍ତି ବେହେରା, ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଂଜୟ ଦାସବର୍ମା ମଧ୍ୟ ଉପସ୍ଥିତ ରହିଥିଲେ ।

ଆହୁରି ପଢ଼ନ୍ତୁ: ଦଳର ବିଧାୟକ ପ୍ରାର୍ଥୀଙ୍କ ସହ ନବୀନଙ୍କ ବୈଠକ: ଏସ୍‌ଆଇଆର୍‌ ସମୟରେ ସତର୍କ ଓ ସଜାଗ ରହିବାକୁ ପରାମର୍ଶ

ସେହିପରି କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ, ପୁରୀ ଜିଲ୍ଲାପାଳ, ଏସପି, ପ୍ରମୁଖ ବୈଠକରେ ସାମିଲ ଥିଲେ । ବୈଠକରେ ଅନ୍ୟ ବରିଷ୍ଠ ଅଧିକାରୀ ମଧ୍ୟ ଉପସ୍ଥିତ ରହିଥିଲେ । ଚଳିତବର୍ଷ ଗତ ବର୍ଷ ପରି ଶାନ୍ତି ଶୃଙ୍କଳାର ଭାବେ ଯେପରି ରଥଯାତ୍ରା ସମାପନ ହେବ ବିଶେଷ କରି କୋଭିଡ କଟକଣା ଭିତରେ ଯେପରି ଘୋଷଯାତ୍ରା କାର୍ୟ୍ୟ ଚାଲିବ ସେନେପଇ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ପତ୍ନୀ ଓ ଶାଳକ ଲଗାଇଦେଇଥିଲେ ନିଆଁ ! ଏମ୍ସରେ କନଷ୍ଟେବଳ ଆଶୁତୋଷ ମୃଦୁଙ୍ଗିଆଙ୍କ ପରଲୋକ, ସିବିଆଇ ତଦନ୍ତ ଦାବି

ବୈଠକରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ବୈଠକ ପରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ସୂଚନା ଦେଇଛନ୍ତି । ରଥଯାତ୍ରାର ସୁପରିଚାଳନା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଦେଇଛନ୍ତି । ବିନା ଭକ୍ତରେ ହେବ ଚଳିତ ଥରର ରଥଯାତ୍ରା । ଟିଭି ଓ ସୋସିଆଲ ମିଡିଆରେ ଦେଖିପାରିବେ ରଥଯାତ୍ରା ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା: ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

08 Jul 2021 By The Sakala

ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା ବୈଠକ ଶେଷ: ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ଯମନ୍ତ୍ରୀ

ପୁରୀ: ଚଳିତବର୍ଷର ଘୋଷଯାତ୍ରା ପ୍ରସ୍ତୁତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକ ଶେଷ ହୋଇଛି । ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଉପସ୍ଥିତ ରହିଥିଲା ବେଳେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ମନ୍ତ୍ରୀ ସମୀର ଦାଶ, ତୁଷାରକାନ୍ତି ବେହେରା, ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଂଜୟ ଦାସବର୍ମା ମଧ୍ୟ ଉପସ୍ଥିତ ରହିଥିଲେ ।

ସେହିପରି କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ, ପୁରୀ ଜିଲ୍ଲାପାଳ, ଏସପି, ପ୍ରମୁଖ ବୈଠକରେ ସାମିଲ ଥିଲେ । ବୈଠକରେ ଅନ୍ୟ ବରିଷ୍ଠ ଅଧିକାରୀ ମଧ୍ୟ ଉପସ୍ଥିତ ରହିଥିଲେ । ଚଳିତବର୍ଷ ଗତ ବର୍ଷ ପରି ଶାନ୍ତି ଶୃଙ୍କଳାର ଭାବେ ଯେପରି ରଥଯାତ୍ରା ସମାପନ ହେବ ବିଶେଷ କରି କୋଭିଡ କଟକଣା ଭିତରେ ଯେପରି ଘୋଷଯାତ୍ରା କାର୍ୟ୍ୟ ଚାଲିବ ସେନେପଇ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ବୈଠକରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ବୈଠକ ପରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ସୂଚନା ଦେଇଛନ୍ତି । ରଥଯାତ୍ରାର ସୁପରିଚାଳନା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଦେଇଛନ୍ତି । ବିନା ଭକ୍ତରେ ହେବ ଚଳିତ ଥରର ରଥଯାତ୍ରା । ଟିଭି ଓ ସୋସିଆଲ ମିଡିଆରେ ଦେଖିପାରିବେ ରଥଯାତ୍ରା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର