ସହରାଞ୍ଚଳ ଉଠାଦୋକାନୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା:  ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର 

The Sakala Picture
Published On

ଭୁବନେଶ୍ବର: କୋଭିଡ ମହାମାରୀ ପାଇଁ ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି। ଜୀବନଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ । ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକଡାଇମ ଯୋଗୁ ସହରାଞ୍ଚଳର (street vendor) ଉଠାଦୋକାନୀ ଙ୍କ ମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀଙ୍କ (street vendor ) ଭାବରେ ଜୀବିକା ନିର୍ବାହ କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ […]

ଭୁବନେଶ୍ବର: କୋଭିଡ ମହାମାରୀ ପାଇଁ ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି। ଜୀବନଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ । ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକଡାଇମ ଯୋଗୁ ସହରାଞ୍ଚଳର (street vendor) ଉଠାଦୋକାନୀ ଙ୍କ ମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀଙ୍କ (street vendor ) ଭାବରେ ଜୀବିକା ନିର୍ବାହ କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର କରିଛନ୍ତି । ଏହାଦ୍ବାରା ରାଜ୍ୟର ୮୭ ହଜାର ୬୫୭ ଜଣ ଉଠାଦୋକାନୀ (Street vendor) ଉପକୃତ ହେବେ ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

 

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର