ନବବର୍ଷର ଅଭିନନ୍ଦନ ଜଣାଇବା ସହ ମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କୁ ଗୁରୁମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ନବବର୍ଷର ଅଭିନନ୍ଦନ ଜଣାଇବା ସହ ମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନାରୁ ଯେମିତି କୌଣସି ଲୋକ ବଞ୍ଚିତ ନ ହେବେ, ସେ ଦିଗରେ ଜନପ୍ରତିନିଧି ଅଧିକ ଗୁରୁତ୍ବ ଦେବାକୁ ନବୀନ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷକରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ବିଜୁ ପକ୍କାଘର ଯୋଜନା, ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ମିଳୁଥିବା ସହାୟତା ଓ ରାଜ୍ୟ ସରକାରଙ୍କ ଅନ୍ୟାନ୍ୟ ଯୋଜନାର ଲାଭ ଯେପରି ସାଧାରଣ […]

ଭୁବନେଶ୍ବର: ନବବର୍ଷର ଅଭିନନ୍ଦନ ଜଣାଇବା ସହ ମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନାରୁ ଯେମିତି କୌଣସି ଲୋକ ବଞ୍ଚିତ ନ ହେବେ, ସେ ଦିଗରେ ଜନପ୍ରତିନିଧି ଅଧିକ ଗୁରୁତ୍ବ ଦେବାକୁ ନବୀନ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷକରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ବିଜୁ ପକ୍କାଘର ଯୋଜନା, ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ମିଳୁଥିବା ସହାୟତା ଓ ରାଜ୍ୟ ସରକାରଙ୍କ ଅନ୍ୟାନ୍ୟ ଯୋଜନାର ଲାଭ ଯେପରି ସାଧାରଣ ଲୋକ ପାଇବେ, ତା’ ଉପରେ ବର୍ଷର ପ୍ରଥମ ଦିନରୁ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଜନପ୍ରତିନିଧି ଲୋକଙ୍କ ସହ ରହି ଲୋକଙ୍କ ସୁଖଦୁଃଖରେ ସାଥୀ ହେବାକୁ ସେ ପରାମର୍ଶ ଦେଇଛନ୍ତି । ମନ୍ତ୍ରୀ, ବିଧାୟକ ଓ ସାଂସଦମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇଛନ୍ତି। ୨୦୨୨ ଓଡ଼ିଶା ପାଇଁ ସମୃଦ୍ଧିର ବର୍ଷ ହେଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

01 Jan 2022 By The Sakala

ନବବର୍ଷର ଅଭିନନ୍ଦନ ଜଣାଇବା ସହ ମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କୁ ଗୁରୁମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ନବବର୍ଷର ଅଭିନନ୍ଦନ ଜଣାଇବା ସହ ମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନାରୁ ଯେମିତି କୌଣସି ଲୋକ ବଞ୍ଚିତ ନ ହେବେ, ସେ ଦିଗରେ ଜନପ୍ରତିନିଧି ଅଧିକ ଗୁରୁତ୍ବ ଦେବାକୁ ନବୀନ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷକରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ବିଜୁ ପକ୍କାଘର ଯୋଜନା, ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ମିଳୁଥିବା ସହାୟତା ଓ ରାଜ୍ୟ ସରକାରଙ୍କ ଅନ୍ୟାନ୍ୟ ଯୋଜନାର ଲାଭ ଯେପରି ସାଧାରଣ ଲୋକ ପାଇବେ, ତା’ ଉପରେ ବର୍ଷର ପ୍ରଥମ ଦିନରୁ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଜନପ୍ରତିନିଧି ଲୋକଙ୍କ ସହ ରହି ଲୋକଙ୍କ ସୁଖଦୁଃଖରେ ସାଥୀ ହେବାକୁ ସେ ପରାମର୍ଶ ଦେଇଛନ୍ତି । ମନ୍ତ୍ରୀ, ବିଧାୟକ ଓ ସାଂସଦମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇଛନ୍ତି। ୨୦୨୨ ଓଡ଼ିଶା ପାଇଁ ସମୃଦ୍ଧିର ବର୍ଷ ହେଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

https://www.thesakala.in/latest-odisha-news/cm-naveen-patnaik-adviced-bjd-leaders-to-reach-out-to-the-people/article-8050
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର