ପଦକ ବିଜେତା ୨ ଓଡ଼ିଆ ପୁଅ ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ପୁଲିସ ବିଭାଗରେ ଡିଏସପି ଭାବେ ନିଯୁକ୍ତି ଦେଲେ ନବୀନ

The Sakala Picture
Published On

ଭୁବନେଶ୍ୱର: ଟୋକିଓରେ ଇତିହାସ ରଚି ଓଡ଼ିଶା ଫେରିଥିବା ଉଭୟ ପୁରୁଷ ଓ ମହିଳା ଭାରତୀୟ ହକି ଟିମର ଓଡ଼ିଆ ଖେଳାଳୀଙ୍କୁ ଆଜି କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। କେବଳ ଆର୍ଥିକ ପୁରସ୍କାର ଦେଇ ନାହାନ୍ତି ଟୋକିଓ ଅଲମ୍ପିକ୍ସରେ ନିଜ ଷ୍ଟିକର ଯାଦୁ ଦେଖାଇଥିବା ପୁରୁଷ ହକି ଟିମର ଉପ କ୍ୟାପ୍ଟେନ୍ ବିରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ମୁଖ୍ୟମନ୍ତ୍ରୀ ଓଡ଼ିଶା ପୁଲିସରେ ଡିଏସପି ପଦବୀର ଅଫର ଲେଟର ମଧ୍ୟ ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ […]

ଭୁବନେଶ୍ୱର: ଟୋକିଓରେ ଇତିହାସ ରଚି ଓଡ଼ିଶା ଫେରିଥିବା ଉଭୟ ପୁରୁଷ ଓ ମହିଳା ଭାରତୀୟ ହକି ଟିମର ଓଡ଼ିଆ ଖେଳାଳୀଙ୍କୁ ଆଜି କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। କେବଳ ଆର୍ଥିକ ପୁରସ୍କାର ଦେଇ ନାହାନ୍ତି ଟୋକିଓ ଅଲମ୍ପିକ୍ସରେ ନିଜ ଷ୍ଟିକର ଯାଦୁ ଦେଖାଇଥିବା ପୁରୁଷ ହକି ଟିମର ଉପ କ୍ୟାପ୍ଟେନ୍ ବିରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ମୁଖ୍ୟମନ୍ତ୍ରୀ ଓଡ଼ିଶା ପୁଲିସରେ ଡିଏସପି ପଦବୀର ଅଫର ଲେଟର ମଧ୍ୟ ପ୍ରଦାନ କରିଛନ୍ତି।

ଆହୁରି ପଢ଼ନ୍ତୁ: ଜଗା ଦର୍ଶନ ପାଇଁ ଆସୁଥିବା ବେଳେ ହେଲା ମର୍ମନ୍ତୁଦ ସଡକ ଦୁର୍ଘଟଣା, ୬ ଗୁରୁତର

ମୁଖ୍ୟମନ୍ତ୍ରୀ ଏହି ଅବସରରେ ଦୁଇ ମହିଳା ଖେଳାଳି ଦିପ୍ ଗ୍ରେସ ଓ ନମିତା ଟୋପେଙ୍କୁ ୫୦ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଥିବା ବେଳେ ପୁରୁଷ ହକି ଟିମର ସଦସ୍ୟ ରୋହିଦାସ ଓ ବିରେନ୍ଦ୍ର ଲାକ୍ରାଙ୍କୁ ଅଢେଇ କୋଟି ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି। ଏହା ବ୍ୟତୀତ ଅଲିମ୍ପିକ୍ସରେ ଖେଳାଳୀଙ୍କ ପ୍ରଦର୍ଶନକୁ ପ୍ରଶଂସା କରିବା ସହ ଆଗକୁ ଏମିତି ଭଲ କରିବାକୁ ପ୍ରେରଣା ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏବଂ ଆଗକୁ ଖେଳାଳିମାନଙ୍କୁ ସମସ୍ତ ପ୍ରକାରର ସୁବିଧା ସୁଯୋଗ ଯୋଗାଇଦିଆଯିବ ବୋଲି ମଧ୍ୟ ପ୍ରତିଶୃତି ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଓପିଏସ୍‌ସି ପରୀକ୍ଷାରେ କପି କରିବା ଅଭିଯୋଗରେ ପରୀକ୍ଷାର୍ଥୀ ସହ ଅନ୍ୟ ୩ ଗିରଫ

ଏହି ସମ୍ବର୍ଦ୍ଧନା କାର୍ଯ୍ଯକ୍ରମରରେ ମୁଖ୍ୟମନ୍ତ୍ରୀଙ୍କ ସମେତ କ୍ରୀଡ଼ା ମନ୍ତ୍ରୀ ତୁଷାର କାନ୍ତି ହେବରା, ଓଡ଼ିଶା ହକି ପ୍ରମୋଶନ କାଉଁସିଲ ଅଧକ୍ଷ ଦିଲୀପ ତିର୍କୀ, ୫ଟି ସଚିବ ଭି. କେ ପାଣ୍ଡିଆନ୍, କ୍ରୀଡ଼ା ସଚିବ ଆର୍ ଭିନିଲ୍ କ୍ରିଷ୍ଣା ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

11 Aug 2021 By The Sakala

ପଦକ ବିଜେତା ୨ ଓଡ଼ିଆ ପୁଅ ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ପୁଲିସ ବିଭାଗରେ ଡିଏସପି ଭାବେ ନିଯୁକ୍ତି ଦେଲେ ନବୀନ

ଭୁବନେଶ୍ୱର: ଟୋକିଓରେ ଇତିହାସ ରଚି ଓଡ଼ିଶା ଫେରିଥିବା ଉଭୟ ପୁରୁଷ ଓ ମହିଳା ଭାରତୀୟ ହକି ଟିମର ଓଡ଼ିଆ ଖେଳାଳୀଙ୍କୁ ଆଜି କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। କେବଳ ଆର୍ଥିକ ପୁରସ୍କାର ଦେଇ ନାହାନ୍ତି ଟୋକିଓ ଅଲମ୍ପିକ୍ସରେ ନିଜ ଷ୍ଟିକର ଯାଦୁ ଦେଖାଇଥିବା ପୁରୁଷ ହକି ଟିମର ଉପ କ୍ୟାପ୍ଟେନ୍ ବିରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ମୁଖ୍ୟମନ୍ତ୍ରୀ ଓଡ଼ିଶା ପୁଲିସରେ ଡିଏସପି ପଦବୀର ଅଫର ଲେଟର ମଧ୍ୟ ପ୍ରଦାନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଏହି ଅବସରରେ ଦୁଇ ମହିଳା ଖେଳାଳି ଦିପ୍ ଗ୍ରେସ ଓ ନମିତା ଟୋପେଙ୍କୁ ୫୦ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଥିବା ବେଳେ ପୁରୁଷ ହକି ଟିମର ସଦସ୍ୟ ରୋହିଦାସ ଓ ବିରେନ୍ଦ୍ର ଲାକ୍ରାଙ୍କୁ ଅଢେଇ କୋଟି ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି। ଏହା ବ୍ୟତୀତ ଅଲିମ୍ପିକ୍ସରେ ଖେଳାଳୀଙ୍କ ପ୍ରଦର୍ଶନକୁ ପ୍ରଶଂସା କରିବା ସହ ଆଗକୁ ଏମିତି ଭଲ କରିବାକୁ ପ୍ରେରଣା ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏବଂ ଆଗକୁ ଖେଳାଳିମାନଙ୍କୁ ସମସ୍ତ ପ୍ରକାରର ସୁବିଧା ସୁଯୋଗ ଯୋଗାଇଦିଆଯିବ ବୋଲି ମଧ୍ୟ ପ୍ରତିଶୃତି ଦେଇଛନ୍ତି।

ଏହି ସମ୍ବର୍ଦ୍ଧନା କାର୍ଯ୍ଯକ୍ରମରରେ ମୁଖ୍ୟମନ୍ତ୍ରୀଙ୍କ ସମେତ କ୍ରୀଡ଼ା ମନ୍ତ୍ରୀ ତୁଷାର କାନ୍ତି ହେବରା, ଓଡ଼ିଶା ହକି ପ୍ରମୋଶନ କାଉଁସିଲ ଅଧକ୍ଷ ଦିଲୀପ ତିର୍କୀ, ୫ଟି ସଚିବ ଭି. କେ ପାଣ୍ଡିଆନ୍, କ୍ରୀଡ଼ା ସଚିବ ଆର୍ ଭିନିଲ୍ କ୍ରିଷ୍ଣା ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର