ଲୋକପ୍ରିୟ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

The Sakala Picture
Published On

ଚିକିତ୍ସାଧିନ ଅବସ୍ଥାରେ ବୁର୍ଲା ଭିମସାରରେ ବିଶିଷ୍ଟ ଅଭିନେତା, ନାଟ୍ୟ କଳାକାର ତଥା କଥାକାର ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ହୋଇଛି। ତାଙ୍କ ଦେହାନ୍ତ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି । ସଲାବୁଢା’, ‘ଆଦିମ ବିଚାର’ ପରି ଚଳଚ୍ଚିତ୍ରରେ ନିଖୁଣ ଅଭିନୟ ତାଙ୍କୁ ଚିରସ୍ମରଣୀୟ କରି ରଖିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା […]

ଚିକିତ୍ସାଧିନ ଅବସ୍ଥାରେ ବୁର୍ଲା ଭିମସାରରେ ବିଶିଷ୍ଟ ଅଭିନେତା, ନାଟ୍ୟ କଳାକାର ତଥା କଥାକାର ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ହୋଇଛି। ତାଙ୍କ ଦେହାନ୍ତ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି । ସଲାବୁଢା’, ‘ଆଦିମ ବିଚାର’ ପରି ଚଳଚ୍ଚିତ୍ରରେ ନିଖୁଣ ଅଭିନୟ ତାଙ୍କୁ ଚିରସ୍ମରଣୀୟ କରି ରଖିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ସୂଚାନୁଯାୟୀ, ଗତକାଲି ବିଳମ୍ବିତ ରାତି ୩ଟା ୪୫ରେ ଲୋକପ୍ରିୟ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଶଲାବୁଢ଼ା, ଆଦିମ ବିଚାର, ଶଲାବୁଢାର ବଦଲାରେ ମୁଖ୍ୟ ଚରିତ୍ରରେ ଅଭିନୟ କରି ଘରେ ଘରେ ପରିଚିତ ଥିଲେ ଅଟଳ ବିହାରୀ ପଣ୍ଡା। ଏହାସହ ସମ୍ବଲପୁରୀ ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଥିଲେ । ବାର୍ଦ୍ଧକ୍ୟ ଜନିତ କାରଣରୁ ତାଙ୍କ ବିୟୋଗ ହୋଇଛ। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା ।

05 Jun 2021 By The Sakala

ଲୋକପ୍ରିୟ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଚିକିତ୍ସାଧିନ ଅବସ୍ଥାରେ ବୁର୍ଲା ଭିମସାରରେ ବିଶିଷ୍ଟ ଅଭିନେତା, ନାଟ୍ୟ କଳାକାର ତଥା କଥାକାର ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ହୋଇଛି। ତାଙ୍କ ଦେହାନ୍ତ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି । ସଲାବୁଢା’, ‘ଆଦିମ ବିଚାର’ ପରି ଚଳଚ୍ଚିତ୍ରରେ ନିଖୁଣ ଅଭିନୟ ତାଙ୍କୁ ଚିରସ୍ମରଣୀୟ କରି ରଖିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସୂଚାନୁଯାୟୀ, ଗତକାଲି ବିଳମ୍ବିତ ରାତି ୩ଟା ୪୫ରେ ଲୋକପ୍ରିୟ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଶଲାବୁଢ଼ା, ଆଦିମ ବିଚାର, ଶଲାବୁଢାର ବଦଲାରେ ମୁଖ୍ୟ ଚରିତ୍ରରେ ଅଭିନୟ କରି ଘରେ ଘରେ ପରିଚିତ ଥିଲେ ଅଟଳ ବିହାରୀ ପଣ୍ଡା। ଏହାସହ ସମ୍ବଲପୁରୀ ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଥିଲେ । ବାର୍ଦ୍ଧକ୍ୟ ଜନିତ କାରଣରୁ ତାଙ୍କ ବିୟୋଗ ହୋଇଛ। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର