ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

The Sakala Picture
Published On

ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ବିଜୟଶ୍ରୀ ରାଉତରାୟ । ସ୍ବର୍ଗତ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ବର୍ଗତ ରାଉତରାୟ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ବ ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବିଜୟଶ୍ରୀଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି, ଜନପ୍ରତିନିଧି ଭାବେ ତାଙ୍କ ଲୋକଭିମୁଖୀ କାର୍ଯ୍ୟ ପାଇଁ ସେ ଚିର ସ୍ମରଣୀୟ ରହିବେ ବୋଲି ଦଳୀୟ […]

ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ବିଜୟଶ୍ରୀ ରାଉତରାୟ । ସ୍ବର୍ଗତ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ବର୍ଗତ ରାଉତରାୟ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ବ ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବିଜୟଶ୍ରୀଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି, ଜନପ୍ରତିନିଧି ଭାବେ ତାଙ୍କ ଲୋକଭିମୁଖୀ କାର୍ଯ୍ୟ ପାଇଁ ସେ ଚିର ସ୍ମରଣୀୟ ରହିବେ ବୋଲି ଦଳୀୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ବିଜୟଶ୍ରୀ ରାଉତରାୟଙ୍କ ପରଲୋକ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ଫୋନ ଯୋଗେ ସ୍ବର୍ଗତ ରାଉତରାୟଙ୍କ ପୁଅ ତଥା ବିଧାୟକ ବିଷ୍ଣୁ ବ୍ରତ ରାଉତରାୟଙ୍କ ସହ କଥା ହୋଇ ସମବେଦନା ଜଣାଇଛନ୍ତି ।

ଆହୁରି ପଢ଼ନ୍ତୁ: ଅସୁସ୍ଥ ବାପାଙ୍କୁ ଡାକ୍ତରଖାନା ନେବା ବେଳେ ଗଛରେ ପିଟି ହେଲା କାର୍, ଗୋଟିଏ ପରିବାରର ୩ ମୃତ

ସେହିଭଳି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ, ଶକ୍ତି ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ର ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ରାଜ୍ୟ ଯୋଜନା ବୋର୍ଡ ଅଧ୍ୟକ୍ଷ ସଞ୍ଜୟ ଦାସବର୍ମା ବିଜୟଶ୍ରୀଙ୍କ ଦେହାନ୍ତରେ ଶୋକବ୍ୟକ୍ତ କରିଛନ୍ତି ।

02 Jun 2021 By The Sakala

ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ବିଜୟଶ୍ରୀ ରାଉତରାୟ । ସ୍ବର୍ଗତ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ବର୍ଗତ ରାଉତରାୟ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ବ ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବିଜୟଶ୍ରୀଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି, ଜନପ୍ରତିନିଧି ଭାବେ ତାଙ୍କ ଲୋକଭିମୁଖୀ କାର୍ଯ୍ୟ ପାଇଁ ସେ ଚିର ସ୍ମରଣୀୟ ରହିବେ ବୋଲି ଦଳୀୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ବିଜୟଶ୍ରୀ ରାଉତରାୟଙ୍କ ପରଲୋକ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ଫୋନ ଯୋଗେ ସ୍ବର୍ଗତ ରାଉତରାୟଙ୍କ ପୁଅ ତଥା ବିଧାୟକ ବିଷ୍ଣୁ ବ୍ରତ ରାଉତରାୟଙ୍କ ସହ କଥା ହୋଇ ସମବେଦନା ଜଣାଇଛନ୍ତି ।

ସେହିଭଳି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ, ଶକ୍ତି ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ର ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ରାଜ୍ୟ ଯୋଜନା ବୋର୍ଡ ଅଧ୍ୟକ୍ଷ ସଞ୍ଜୟ ଦାସବର୍ମା ବିଜୟଶ୍ରୀଙ୍କ ଦେହାନ୍ତରେ ଶୋକବ୍ୟକ୍ତ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର