ସିକିମ ବନ୍ୟାରେ ଓଡ଼ିଆ ଯବାନଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ସିକିମ: ସିକିମରେ ଭୟଙ୍କର ବନ୍ୟା ଯୋଗୁଁ ଘଟିଥିବା ଅଘଟଣରେ ଓଡ଼ିଆ ଯବାନ ସରୋଜ କୁମାର ଦାସ ସହିଦ ହୋଇଛନ୍ତି । ସରୋଜ ସହିଦ ହେବା ଖବରରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦେଶ ସେବାରେ ତାଙ୍କର ବଳିଦାନ ସର୍ବଦା ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ପୁରୀ ଶ୍ରୀମନ୍ଦିର ନିକଟରେ ପର୍ଯ୍ୟଟକଙ୍କୁ ତିଳକ ଲଗାଇ ଜୋରଜବରଦସ୍ତି ମାଗୁଛନ୍ତି ଟଙ୍କା, ଦେଖନ୍ତୁ ଭିଡିଓ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp