ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ

The Sakala Picture
Published On

ଭୁବନେଶ୍ୱର: ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ବିରୋଧୀ ପ୍ରାର୍ଥୀ ଯଶଓ୍ବନ୍ତ ସିଂହ୍ନାଙ୍କୁ ବିପୁଳ ଭୋଟରେ ପରାସ୍ତ କରି ସେ ରାଇସିନା ହିଲକୁ ଯାଇଛନ୍ତି । ନିର୍ବାଚନ ଜିତିବା ପରେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତି ଓଡ଼ିଆଙ୍କ ପାଇଁ ଏହା ଗୌରବର ମୁହୂର୍ତ୍ତ ବୋଲି କହିଛନ୍ତି ନବୀନ । ଦେଶର ପ୍ରଥମ ନାଗରିକ ହେବା ପାଇଁ ତାଙ୍କର ଯାତ୍ରା ପ୍ରକୃତରେ ପ୍ରେରଣାଦାୟକ ଏବଂ ଏହି ଯାତ୍ରା […]

ଭୁବନେଶ୍ୱର: ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ବିରୋଧୀ ପ୍ରାର୍ଥୀ ଯଶଓ୍ବନ୍ତ ସିଂହ୍ନାଙ୍କୁ ବିପୁଳ ଭୋଟରେ ପରାସ୍ତ କରି ସେ ରାଇସିନା ହିଲକୁ ଯାଇଛନ୍ତି । ନିର୍ବାଚନ ଜିତିବା ପରେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତି ଓଡ଼ିଆଙ୍କ ପାଇଁ ଏହା ଗୌରବର ମୁହୂର୍ତ୍ତ ବୋଲି କହିଛନ୍ତି ନବୀନ । ଦେଶର ପ୍ରଥମ ନାଗରିକ ହେବା ପାଇଁ ତାଙ୍କର ଯାତ୍ରା ପ୍ରକୃତରେ ପ୍ରେରଣାଦାୟକ ଏବଂ ଏହି ଯାତ୍ରା ମହିଳା ସଶକ୍ତିକରଣର ଏକ ଉଜ୍ଜ୍ୱଳ ଉଦାହରଣ। ଆଗକୁ ଏକ ପୂର୍ଣ୍ଣ କାର୍ଯ୍ୟକାଳ ପାଇଁ ତାଙ୍କୁ ବହୁତ ଶୁଭେଚ୍ଛା ଜଣାଉଛି ବୋଲି ନବୀନ କହିଛନ୍ତି। ଦେଶର ପ୍ରଥମ ଆଦିବାସୀ ମହିଳା ଭାବେ ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି ମୁର୍ମୁ। ତାଙ୍କ ପ୍ରାର୍ଥୀତ୍ବକୁ ସମର୍ଥନ କରିଥିଲା ବିଜେଡି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର