ପଦ୍ମପୁରରେ ବିଜେଡିର ବଡ଼ ବିଜୟ ପରେ ବର୍ଷାଙ୍କୁ ଫୋନ କରି ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ପଦ୍ମପୁରରେ ବିଜେଡିର ବଡ ବିଜୟ ହୋଇଛି। ଐତିହାସିକ ବିଜୟ ପରେ ସବୁଆଡ଼ୁ ଶୁଭେଚ୍ଛାର ସୁଅ ଛୁଟିଛି । ରାଜ୍ୟ ବିଜେଡି ପକ୍ଷରୁ ବିଜୟ ଉତ୍ସବ ପାଳନ କରାଯାଇଛି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବର୍ଷାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟେଲିଫୋନ କରି ବର୍ଷାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସବୁ କଳ୍ପନା ଜଳ୍ପନାର ଅନ୍ତଘଟାଇ ବୃହତ ବ୍ୟବଧାନରେ ବିଜେଡି ବିଜୟ ହୋଇଛି।  ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କୁ […]

ଭୁବନେଶ୍ବର: ପଦ୍ମପୁରରେ ବିଜେଡିର ବଡ ବିଜୟ ହୋଇଛି। ଐତିହାସିକ ବିଜୟ ପରେ ସବୁଆଡ଼ୁ ଶୁଭେଚ୍ଛାର ସୁଅ ଛୁଟିଛି । ରାଜ୍ୟ ବିଜେଡି ପକ୍ଷରୁ ବିଜୟ ଉତ୍ସବ ପାଳନ କରାଯାଇଛି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବର୍ଷାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟେଲିଫୋନ କରି ବର୍ଷାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ଅଫିସ୍‌ରୁ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସବୁ କଳ୍ପନା ଜଳ୍ପନାର ଅନ୍ତଘଟାଇ ବୃହତ ବ୍ୟବଧାନରେ ବିଜେଡି ବିଜୟ ହୋଇଛି।  ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କୁ ୪୨,୬୭୯ ଖଣ୍ଡ ଭୋଟ୍ ବ୍ୟବଧାନରେ ହରାଇଲେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା । ସମସ୍ତ ରାଉଣ୍ଡ ଗଣତି ପରେ ବିଜେଡିକୁ ୧ ଲକ୍ଷ ୨୦ ହଜାର ୮୦୭ ଭୋଟ୍ ମିଳିଥିବାବେଳେ, ବିଜେପିକୁ ୭୮ ହଜାର ୧୨୮ ଭୋଟ୍ ମିଳିଛି । ଅନ୍ୟପଟେ କଂଗ୍ରେସ ହାତକୁ ମାତ୍ର ୩୫୯୪ ଭୋଟ୍ ରହିଛି । ନୋଟାକୁ ୨୦୮୭ ଖଣ୍ଡ ଭୋଟ ଯାଇଛି।

ଆହୁରି ପଢ଼ନ୍ତୁ: ଯୁବତୀଙ୍କୁ ହଷ୍ଟେଲରୁ ନେଇ ହୋଟେଲରେ ଦୁଷ୍କର୍ମ ଅଭଯୋଗ

ଗଣତି ଆରମ୍ଭରୁ ହିଁ ବର୍ଷା ବିଜେପି ପ୍ରାର୍ଥୀଙ୍କ ଉପରେ ଭାରି ପଡ଼ିଥିଲେ । ପ୍ରତି ରାଉଣ୍ଡରେ ବିଜେଡ଼ି ସଂଖ୍ୟାଧିକ ଭୋଟ୍ ସହିତ ବିଜେପି ଠାରୁ ଆଗରେ ରହିଥିଲା । କୌଣସି ଗୋଟିଏ ରାଉଣ୍ଡରେ ମଧ୍ୟ ବିଜେପି ଭୋଟରେ ବିଜେଡ଼ିକୁ ପଛରେ ପକାଇ ପାରିନଥିଲା । ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀଙ୍କ ସ୍ଥିତି ଦୟନୀୟ ଥିଲା ।

ଆହୁରି ପଢ଼ନ୍ତୁ: ଯୁବକଙ୍କୁ ଅବକାରୀ ବିଭାଗର ଥାର୍ଡ ଡିଗ୍ରୀ ଘଟଣା: ଦୁଇ ଅଧିକାରୀଙ୍କୁ ନିଲମ୍ବିତ କଲେ କମିଶନର

08 Dec 2022 By The Sakala

ପଦ୍ମପୁରରେ ବିଜେଡିର ବଡ଼ ବିଜୟ ପରେ ବର୍ଷାଙ୍କୁ ଫୋନ କରି ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପଦ୍ମପୁରରେ ବିଜେଡିର ବଡ ବିଜୟ ହୋଇଛି। ଐତିହାସିକ ବିଜୟ ପରେ ସବୁଆଡ଼ୁ ଶୁଭେଚ୍ଛାର ସୁଅ ଛୁଟିଛି । ରାଜ୍ୟ ବିଜେଡି ପକ୍ଷରୁ ବିଜୟ ଉତ୍ସବ ପାଳନ କରାଯାଇଛି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବର୍ଷାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟେଲିଫୋନ କରି ବର୍ଷାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସବୁ କଳ୍ପନା ଜଳ୍ପନାର ଅନ୍ତଘଟାଇ ବୃହତ ବ୍ୟବଧାନରେ ବିଜେଡି ବିଜୟ ହୋଇଛି।  ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କୁ ୪୨,୬୭୯ ଖଣ୍ଡ ଭୋଟ୍ ବ୍ୟବଧାନରେ ହରାଇଲେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା । ସମସ୍ତ ରାଉଣ୍ଡ ଗଣତି ପରେ ବିଜେଡିକୁ ୧ ଲକ୍ଷ ୨୦ ହଜାର ୮୦୭ ଭୋଟ୍ ମିଳିଥିବାବେଳେ, ବିଜେପିକୁ ୭୮ ହଜାର ୧୨୮ ଭୋଟ୍ ମିଳିଛି । ଅନ୍ୟପଟେ କଂଗ୍ରେସ ହାତକୁ ମାତ୍ର ୩୫୯୪ ଭୋଟ୍ ରହିଛି । ନୋଟାକୁ ୨୦୮୭ ଖଣ୍ଡ ଭୋଟ ଯାଇଛି।

ଗଣତି ଆରମ୍ଭରୁ ହିଁ ବର୍ଷା ବିଜେପି ପ୍ରାର୍ଥୀଙ୍କ ଉପରେ ଭାରି ପଡ଼ିଥିଲେ । ପ୍ରତି ରାଉଣ୍ଡରେ ବିଜେଡ଼ି ସଂଖ୍ୟାଧିକ ଭୋଟ୍ ସହିତ ବିଜେପି ଠାରୁ ଆଗରେ ରହିଥିଲା । କୌଣସି ଗୋଟିଏ ରାଉଣ୍ଡରେ ମଧ୍ୟ ବିଜେପି ଭୋଟରେ ବିଜେଡ଼ିକୁ ପଛରେ ପକାଇ ପାରିନଥିଲା । ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀଙ୍କ ସ୍ଥିତି ଦୟନୀୟ ଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର