ହବିଷ୍ୟାଳିଙ୍କ ପାଇଁ ରାଜ୍ୟ ସରକାରଙ୍କ ଅଭିନବ ଉପହାର, ସମସ୍ତଙ୍କୁ ଶାଲ୍ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ପୁରୀ: ହବିଷ୍ୟାଳି ମା’ ମାନେ ପୁରୀରେ ଯେପରି କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ରାଜ୍ୟ ସରକାର ସର୍ବଦା ଚେଷ୍ଟିତ । ଆଜି ହବିଷ୍ୟାଳିଙ୍କୁ ରାଜ୍ୟ ସରକାର ଅଭିନବ ଉପହାର ଦେଇଛନ୍ତି । ସମସ୍ତ ହବିଷ୍ୟାଳିଙ୍କ ପାଇଁ ପୁରୀରେ ରହିବାର ସୁବନ୍ଦୋବସ୍ତ କରିଥିବା ରାଜ୍ୟ ସରକାର ଏବେ ପୁଣି ପ୍ରତ୍ୟକଙ୍କୁ ଶାଲ୍ ପ୍ରଦାନ କରାଯାଇଛି । ଯାହାକୁ ନେଇ ବେଶ୍ ଉତ୍ସାହିତ ଭହିଷ୍ୟାଳି । ପୁରୀ ଜିଲ୍ଲାପାଳଙ୍କ ତତ୍ତ୍ବାବଧାନରେ ହବିଷ୍ୟାଳୀଙ୍କୁ ଶାଲ୍ ବଣ୍ଟାଯାଉଛି । […]

ପୁରୀ: ହବିଷ୍ୟାଳି ମା’ ମାନେ ପୁରୀରେ ଯେପରି କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ରାଜ୍ୟ ସରକାର ସର୍ବଦା ଚେଷ୍ଟିତ । ଆଜି ହବିଷ୍ୟାଳିଙ୍କୁ ରାଜ୍ୟ ସରକାର ଅଭିନବ ଉପହାର ଦେଇଛନ୍ତି । ସମସ୍ତ ହବିଷ୍ୟାଳିଙ୍କ ପାଇଁ ପୁରୀରେ ରହିବାର ସୁବନ୍ଦୋବସ୍ତ କରିଥିବା ରାଜ୍ୟ ସରକାର ଏବେ ପୁଣି ପ୍ରତ୍ୟକଙ୍କୁ ଶାଲ୍ ପ୍ରଦାନ କରାଯାଇଛି । ଯାହାକୁ ନେଇ ବେଶ୍ ଉତ୍ସାହିତ ଭହିଷ୍ୟାଳି । ପୁରୀ ଜିଲ୍ଲାପାଳଙ୍କ ତତ୍ତ୍ବାବଧାନରେ ହବିଷ୍ୟାଳୀଙ୍କୁ ଶାଲ୍ ବଣ୍ଟାଯାଉଛି ।

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

ଏହି ଅବସରରେ ହବିଷ୍ୟାଳିମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ତାଙ୍କ ଉଦ୍ଦେଶ୍ୟରେ ଗୀତ ବୋଲିଛନ୍ତି । ମୁଖ୍ୟମନ୍ତ୍ରୀ ମାଆ ମାନଙ୍କର ମନର କଥାକୁ ବୁଝୁଥିବାରୁ ତାଙ୍କର ଦୀର୍ଘାୟୁ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ଚୀରକାଳ ସୁଖ ଓ ଆନନ୍ଦର ସହ ରାଜ୍ୟର ନେତୃତ୍ୱ ନିଅନ୍ତୁ ବୋଲି ଆଶିଷ ପ୍ରଦାନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

ରାଜ୍ୟ ସରକାର ବଜେଟରେ ହବିଷ୍ୟାଳୀଙ୍କ ରହିବା ନିମନ୍ତେ ବୃନ୍ଦାବତୀ ନିବାସ ସ୍ଥାପନା କରିଛନ୍ତି । ସମସ୍ତ ପ୍ରକାର ରହିବା ବ୍ୟବସ୍ଥା ଏଠାରେ କରାଯାଇଛି । ହବିଷ୍ୟାଳିଙ୍କୁ ଖାଦ୍ୟ ପ୍ରଦାନ ମଧ୍ୟ କରାଯାଉଛି । ଅନ୍ୟପଟେ ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶାଲ୍ ବଣ୍ଟନ କରାଯାଉଥିବାରୁ ବେଶ ଖୁସି ଅଛନ୍ତି ହବିଷ୍ୟାଳି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର