ଆସନ୍ତାକାଲିଠାରୁ ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ଦିଲ୍ଲୀ ଗସ୍ତ

The Sakala Picture
Published On

ଭୁବନେଶ୍ବର: ଆସନ୍ତାକାଲିଠାରୁ ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ଦିଲ୍ଲୀ ଗସ୍ତ। ୨୫ତାରିଖରେ ରାଷ୍ଟ୍ରପତିଙ୍କ ଶପଥ ପାଠ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏହାପରେ ୨୬ରେ ଓଡ଼ିଶା ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହେବା ପରେ ସାରା ଦେଶ ଆନନ୍ଦମୁଖର ହୋଇପଡ଼ିଛି। ସ୍ବାଧୀନତ୍ତୋର ଭାରତରେ ପ୍ରଥମଥର ପାଇଁ ଜଣେ ମହିଳା ଆଦିବାସୀ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ଅଧିଷ୍ଠିତ ହେବାକୁ ଯାଉଥିବାରୁ ବିଭିନ୍ନ ମହଲରେ ଉତ୍ସାହ ଦେଖାଯାଇଛି। ଆସନ୍ତା […]

ଭୁବନେଶ୍ବର: ଆସନ୍ତାକାଲିଠାରୁ ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ଦିଲ୍ଲୀ ଗସ୍ତ। ୨୫ତାରିଖରେ ରାଷ୍ଟ୍ରପତିଙ୍କ ଶପଥ ପାଠ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏହାପରେ ୨୬ରେ ଓଡ଼ିଶା ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ କ୍ଷୋଭ: ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେବ ଶ୍ରୀମନ୍ଦିର ପରିଚାଳନା କମିଟି

ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହେବା ପରେ ସାରା ଦେଶ ଆନନ୍ଦମୁଖର ହୋଇପଡ଼ିଛି। ସ୍ବାଧୀନତ୍ତୋର ଭାରତରେ ପ୍ରଥମଥର ପାଇଁ ଜଣେ ମହିଳା ଆଦିବାସୀ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ଅଧିଷ୍ଠିତ ହେବାକୁ ଯାଉଥିବାରୁ ବିଭିନ୍ନ ମହଲରେ ଉତ୍ସାହ ଦେଖାଯାଇଛି। ଆସନ୍ତା ୨୫ ତାରିଖରେ ଦ୍ରୌପଦୀ ମୁର୍ମୁ ଶପଥ ନେବେ ।

ଆହୁରି ପଢ଼ନ୍ତୁ: ଜୁନ୍ ୩୦ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତ ! ୩୨ଟି ବିଭାଗରେ ୧୧୮୩ ଜଣଙ୍କୁ ମିଳିବ ନିଯୁକ୍ତି

ଚଳିତ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ତୁଲାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନଡିଏ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ପରେ ପ୍ରଥମେ ବିଜେଡି ତାଙ୍କୁ ସହଯୋଗ କରିବ ବୋଲି ଘୋଷଣା କରିଥିଲେ ନବୀନ । ନିର୍ବାଚନରେ ଯେପରି ଓଡ଼ିଶାରୁ କୌଣସି ଭୋଟ୍‌ ନାକାଚ ନହୁଏ ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ କହିଥିଲେ ମୁଖ୍ୟମନ୍ତ୍ରୀ । ଦଳମତ ନିର୍ବିଶେଷରେ ସବୁ ଦଳ ଓଡ଼ିଆ ଝିଅଙ୍କୁ ଭୋଟ୍‌ ଦେବାକୁ ମଧ୍ୟ ଆହ୍ୱାନ କରିଥିଲେ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଚାନ୍ଦିପୁରରେ DRDO ପକ୍ଷରୁ ସଫଳ କ୍ଷେପଣାସ୍ତ୍ର ପରୀକ୍ଷଣ: ସୁରକ୍ଷିତ ସ୍ଥାନକୁ ଗଲେ ୧୧ ହଜାରରୁ ଅଧିକ ଲୋକ

22 Jul 2022 By The Sakala

ଆସନ୍ତାକାଲିଠାରୁ ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ବର: ଆସନ୍ତାକାଲିଠାରୁ ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ଦିଲ୍ଲୀ ଗସ୍ତ। ୨୫ତାରିଖରେ ରାଷ୍ଟ୍ରପତିଙ୍କ ଶପଥ ପାଠ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏହାପରେ ୨୬ରେ ଓଡ଼ିଶା ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହେବା ପରେ ସାରା ଦେଶ ଆନନ୍ଦମୁଖର ହୋଇପଡ଼ିଛି। ସ୍ବାଧୀନତ୍ତୋର ଭାରତରେ ପ୍ରଥମଥର ପାଇଁ ଜଣେ ମହିଳା ଆଦିବାସୀ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ଅଧିଷ୍ଠିତ ହେବାକୁ ଯାଉଥିବାରୁ ବିଭିନ୍ନ ମହଲରେ ଉତ୍ସାହ ଦେଖାଯାଇଛି। ଆସନ୍ତା ୨୫ ତାରିଖରେ ଦ୍ରୌପଦୀ ମୁର୍ମୁ ଶପଥ ନେବେ ।

ଚଳିତ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ତୁଲାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନଡିଏ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ପରେ ପ୍ରଥମେ ବିଜେଡି ତାଙ୍କୁ ସହଯୋଗ କରିବ ବୋଲି ଘୋଷଣା କରିଥିଲେ ନବୀନ । ନିର୍ବାଚନରେ ଯେପରି ଓଡ଼ିଶାରୁ କୌଣସି ଭୋଟ୍‌ ନାକାଚ ନହୁଏ ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ କହିଥିଲେ ମୁଖ୍ୟମନ୍ତ୍ରୀ । ଦଳମତ ନିର୍ବିଶେଷରେ ସବୁ ଦଳ ଓଡ଼ିଆ ଝିଅଙ୍କୁ ଭୋଟ୍‌ ଦେବାକୁ ମଧ୍ୟ ଆହ୍ୱାନ କରିଥିଲେ ନବୀନ ପଟ୍ଟନାୟକ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର