ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ନୂଆ ମନ୍ତ୍ରୀଙ୍କୁ ନବୀନଙ୍କ 6T ମନ୍ତ୍ର: ସମାଜର ଶେଷ ଧାଡ଼ିର ଲୋକଙ୍କ ପାଖରେ ପହଞ୍ଚି ସମସ୍ୟାର ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

The Sakala Picture
Published On

ଭୁବନେଶ୍ବର: ଶପଥ ଗ୍ରହଣ ପରେ ଆଜି ସନ୍ଧ୍ଯାରେ ନବୀନ ନିବାସରେ ନବଗଠିତ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ପହଞ୍ଚିଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଥିଲେ ନୂଆ ମନ୍ତ୍ରୀ। ଦୀର୍ଘ ସମୟ ଧରି ସମସ୍ତ ନୂଆ ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟଙ୍କୁ  ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବର ଟ୍ରାନ୍ସପରେନ୍ସି, ଟିମ୍ ୱାର୍କ, ଟେକ୍ନୋଲଜି, ଟାଇମ୍, ଟ୍ରାନ୍ସଫରମେସନ ପରେ ଏବେ ଯୋଡ଼ି ହୋଇଛି ଆଉ ଗୋଟିଏ ଟି (T) ଅର୍ଥାତ […]

ଭୁବନେଶ୍ବର: ଶପଥ ଗ୍ରହଣ ପରେ ଆଜି ସନ୍ଧ୍ଯାରେ ନବୀନ ନିବାସରେ ନବଗଠିତ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ପହଞ୍ଚିଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଥିଲେ ନୂଆ ମନ୍ତ୍ରୀ। ଦୀର୍ଘ ସମୟ ଧରି ସମସ୍ତ ନୂଆ ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟଙ୍କୁ  ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବର ଟ୍ରାନ୍ସପରେନ୍ସି, ଟିମ୍ ୱାର୍କ, ଟେକ୍ନୋଲଜି, ଟାଇମ୍, ଟ୍ରାନ୍ସଫରମେସନ ପରେ ଏବେ ଯୋଡ଼ି ହୋଇଛି ଆଉ ଗୋଟିଏ ଟି (T) ଅର୍ଥାତ TOUR। ଏଥିସହ ନୂଆ ମନ୍ତ୍ରୀଙ୍କୁ ୬ଟିର ମନ୍ତ୍ର  ଦେଇଛନ୍ତି ମୁଖ୍ଯମନ୍ତ୍ରୀ।  ଟୁର ସମାଜର ଶେଷ ଧାଡ଼ିର ଲୋକଙ୍କ ପାଖରେ ପହଞ୍ଚିବାକୁ ପରାମର୍ଶ ଦେଇଛନ୍ତି ନବୀନ । ଜିଲ୍ଲା ଓ ବ୍ଲକସ୍ତରକୁ ଗସ୍ତ କରିବାକୁ ସବୁ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ସହ ଲୋକଙ୍କ ସମସ୍ୟା ସହ ଅବଗତ ହେବାକୁ ପରାମର୍ଶ ଦେଇଛନ୍ତି । ଲୋକଙ୍କ ବିକାଶ ପାଇଁ ଯତ୍ନଶୀଳ ହେବା ସହ ୨୦୨୪ ପୂର୍ବରୁ ବିଜେଡିର ନିର୍ବାଚନ ଇସ୍ତାହାର ଶତ ପ୍ରତିଶତ ପୂରା କରିବାକୁ ପରାମର୍ଶ ଦେଇଛନ୍ତି ସୁପ୍ରିମୋ।  କାର୍ଯ୍ଯରେ ସ୍ୱଚ୍ଛତା ବଜାୟ ରଖିବାକୁ ସବୁ ମନ୍ତ୍ରୀମାନଙ୍କୁ  ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଲଭ, ସେକ୍ସ, ଧୋକା ଅଭିଯୋଗରେ ଓଡିଆ ଅଭିନେତା ଗିରଫ, ବିବାହର ପ୍ରତିଶ୍ରୁତି ଦେଇ ରଖିଥିଲେ ଶାରୀରିକ ସମ୍ପର୍କ

ଦାୟିତ୍ବ ବଣ୍ଟନ ପରେ ଆଜି ସମସ୍ତ ମନ୍ତ୍ରୀ ପହଞ୍ଚିଥିଲେ ନବୀନ ନିବାସରେ । ସେଠାରେ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ସୁଶାସନ ନିମନ୍ତେ ବିଭିନ୍ନ ପରାମର୍ଶ ଦେଇଥିଲେ । ଏହାସହ ବହୁ ଗୁରୁତ୍ବପୂର୍ଣ୍ଣ ବିଷୟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ନୂଆମନ୍ତ୍ରୀ । ଓଡ଼ିଶାକୁ ଦେଶର ଏକ ନମ୍ବର ରାଜ୍ୟ ଭାବେ ଗଢ଼ି ତୋଳିବାକୁ ସମସ୍ତ ମନ୍ତ୍ରୀଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ନବୀନ । ମନ୍ତ୍ରୀ ନବକିଶୋର ଦାସ, ସମୀର ଦାଶ, ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରଫୁଲ୍ଲ ମଲ୍ଲିକ, ଜଗନ୍ନାଥ ସାରକା, ଅଶୋକ ପଣ୍ଡା, ବାସନ୍ତୀ ହେମ୍ବ୍ରମ, ଟୁକୁନି ସାହୁ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ତୁଷାରକାନ୍ତି ବେହେରାଙ୍କ ସମେତ ସମସ୍ତ ୨୧ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଛେଳିକୁ ଆକ୍ରମଣ କଲା ବୁଲା କୁକୁର, ହେଲେ ମାଡ ଖାଇଲେ ବିଧବା ମହିଳା ଏବଂ ଦିବ୍ୟାଙ୍ଗ ଝିଅ

ଆହୁରି ପଢ଼ନ୍ତୁ: ପୁଣି ଅଶାନ୍ତ ବ୍ରହ୍ମପୁର: ୯ଦିନରେ ୩ ଏନକାଉଣ୍ଟର, ପୁଲିସ ଗୁଳିରେ ଅଭିଯୁକ୍ତ ଜଗା ସାହୁ ଆହତ

05 Jun 2022 By The Sakala

ନୂଆ ମନ୍ତ୍ରୀଙ୍କୁ ନବୀନଙ୍କ 6T ମନ୍ତ୍ର: ସମାଜର ଶେଷ ଧାଡ଼ିର ଲୋକଙ୍କ ପାଖରେ ପହଞ୍ଚି ସମସ୍ୟାର ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର: ଶପଥ ଗ୍ରହଣ ପରେ ଆଜି ସନ୍ଧ୍ଯାରେ ନବୀନ ନିବାସରେ ନବଗଠିତ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ପହଞ୍ଚିଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଥିଲେ ନୂଆ ମନ୍ତ୍ରୀ। ଦୀର୍ଘ ସମୟ ଧରି ସମସ୍ତ ନୂଆ ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟଙ୍କୁ  ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବର ଟ୍ରାନ୍ସପରେନ୍ସି, ଟିମ୍ ୱାର୍କ, ଟେକ୍ନୋଲଜି, ଟାଇମ୍, ଟ୍ରାନ୍ସଫରମେସନ ପରେ ଏବେ ଯୋଡ଼ି ହୋଇଛି ଆଉ ଗୋଟିଏ ଟି (T) ଅର୍ଥାତ TOUR। ଏଥିସହ ନୂଆ ମନ୍ତ୍ରୀଙ୍କୁ ୬ଟିର ମନ୍ତ୍ର  ଦେଇଛନ୍ତି ମୁଖ୍ଯମନ୍ତ୍ରୀ।  ଟୁର ସମାଜର ଶେଷ ଧାଡ଼ିର ଲୋକଙ୍କ ପାଖରେ ପହଞ୍ଚିବାକୁ ପରାମର୍ଶ ଦେଇଛନ୍ତି ନବୀନ । ଜିଲ୍ଲା ଓ ବ୍ଲକସ୍ତରକୁ ଗସ୍ତ କରିବାକୁ ସବୁ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ସହ ଲୋକଙ୍କ ସମସ୍ୟା ସହ ଅବଗତ ହେବାକୁ ପରାମର୍ଶ ଦେଇଛନ୍ତି । ଲୋକଙ୍କ ବିକାଶ ପାଇଁ ଯତ୍ନଶୀଳ ହେବା ସହ ୨୦୨୪ ପୂର୍ବରୁ ବିଜେଡିର ନିର୍ବାଚନ ଇସ୍ତାହାର ଶତ ପ୍ରତିଶତ ପୂରା କରିବାକୁ ପରାମର୍ଶ ଦେଇଛନ୍ତି ସୁପ୍ରିମୋ।  କାର୍ଯ୍ଯରେ ସ୍ୱଚ୍ଛତା ବଜାୟ ରଖିବାକୁ ସବୁ ମନ୍ତ୍ରୀମାନଙ୍କୁ  ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଦାୟିତ୍ବ ବଣ୍ଟନ ପରେ ଆଜି ସମସ୍ତ ମନ୍ତ୍ରୀ ପହଞ୍ଚିଥିଲେ ନବୀନ ନିବାସରେ । ସେଠାରେ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ସୁଶାସନ ନିମନ୍ତେ ବିଭିନ୍ନ ପରାମର୍ଶ ଦେଇଥିଲେ । ଏହାସହ ବହୁ ଗୁରୁତ୍ବପୂର୍ଣ୍ଣ ବିଷୟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ନୂଆମନ୍ତ୍ରୀ । ଓଡ଼ିଶାକୁ ଦେଶର ଏକ ନମ୍ବର ରାଜ୍ୟ ଭାବେ ଗଢ଼ି ତୋଳିବାକୁ ସମସ୍ତ ମନ୍ତ୍ରୀଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ନବୀନ । ମନ୍ତ୍ରୀ ନବକିଶୋର ଦାସ, ସମୀର ଦାଶ, ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରଫୁଲ୍ଲ ମଲ୍ଲିକ, ଜଗନ୍ନାଥ ସାରକା, ଅଶୋକ ପଣ୍ଡା, ବାସନ୍ତୀ ହେମ୍ବ୍ରମ, ଟୁକୁନି ସାହୁ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ତୁଷାରକାନ୍ତି ବେହେରାଙ୍କ ସମେତ ସମସ୍ତ ୨୧ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର