ସ୍ମାର୍ଟସ୍କୁଲର ଶ୍ରେଣୀଗୃହରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ: କ୍ଲାସରେ ବସିଲେ, ପିଲାଙ୍କ ସହ କଥା ହେଲେ

The Sakala Picture
Published On

ବ୍ରହ୍ମପୁର: ଦିନିକିଆ ଗଞ୍ଜାମ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲ ବୁଲି ଦେଖିଛନ୍ତି। ହିଞ୍ଜିଳିକାଟୁସ୍ଥିତ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ ସ୍କୁଲ ରୂପାନ୍ତରଣର ଅନୁଧ୍ୟାନ କରିବା ସହ ଶ୍ରେଣୀ ଗୃହରେ ଛାତ୍ରଛାତ୍ରୀଙ୍କ ସହ ସମୟ ଅତିବାହିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ପିଲାଙ୍କ ସହ ବାର୍ତ୍ତାଳାପ କରିଛନ୍ତି । କିଭଳି ପାଠପଢ଼ା ହେଉଛି ପଚାରି ବୁଝିଛନ୍ତି ସେ । କ୍ଲାସରୁମରେ ଜଣେ ଛାତ୍ର ମୁଖ୍ୟମନ୍ତ୍ରୀଙ୍କ ତାଙ୍କର ଫଟୋ ଚିତ୍ର ଉପହାର […]

ବ୍ରହ୍ମପୁର: ଦିନିକିଆ ଗଞ୍ଜାମ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲ ବୁଲି ଦେଖିଛନ୍ତି। ହିଞ୍ଜିଳିକାଟୁସ୍ଥିତ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ ସ୍କୁଲ ରୂପାନ୍ତରଣର ଅନୁଧ୍ୟାନ କରିବା ସହ ଶ୍ରେଣୀ ଗୃହରେ ଛାତ୍ରଛାତ୍ରୀଙ୍କ ସହ ସମୟ ଅତିବାହିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ପିଲାଙ୍କ ସହ ବାର୍ତ୍ତାଳାପ କରିଛନ୍ତି । କିଭଳି ପାଠପଢ଼ା ହେଉଛି ପଚାରି ବୁଝିଛନ୍ତି ସେ ।

ଆହୁରି ପଢ଼ନ୍ତୁ: ଅନୁଗୁଳର ନରହନ୍ତା ଦନ୍ତାକୁ ସାତକୋଶିଆରେ ଛାଡିବାକୁ ସ୍ଥାନୀୟ ଅଞ୍ଚଳରେ ବିରୋଧ

କ୍ଲାସରୁମରେ ଜଣେ ଛାତ୍ର ମୁଖ୍ୟମନ୍ତ୍ରୀଙ୍କ ତାଙ୍କର ଫଟୋ ଚିତ୍ର ଉପହାର ଦେଇଥିଲେ । ଫଟୋ ଚିତ୍ର ଉପହାର ପାଇ ମୁଖ୍ୟମନ୍ତ୍ରୀ କହିଥିଲେ ବହୁତ ବଢ଼ିଆ (ଭେରି ନାଇସ୍) ହୋଇଛି । କ୍ଲାସରୁମରେ ପିଲାଙ୍କ ସହ କିଛି ସମୟ ବସିବା ପରେ ମୁଖ୍ୟମନ୍ତ୍ରୀ ଅତ୍ୟାଧୁନିକ ବିଜ୍ଞାନାଗାର ଓ ଲାଇବ୍ରେରୀ ବୁଲି ଦେଖିଥିଲେ।

ଆହୁରି ପଢ଼ନ୍ତୁ: ଅସୁରକ୍ଷିତ ରାଜଧାନୀ: ଡେଲିଭରୀ ବୟଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ସ୍କୁଲ ରୂପାନ୍ତରଣ ପରେ କିଭଳି ପିଲା ଉନ୍ନତ ସୁବିଧା ପାଉଛନ୍ତି ତାହା ପଚାରି ବୁଝିଥିଲେ । ଲାଇବ୍ରେରୀରେ ବସି ଛାତ୍ରଛାତ୍ରୀଙ୍କ ସହ କଥା ହୋଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ମତାମତ ମଧ୍ୟ ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ସଚିବ ଭି.କେ. ପାଣ୍ଡିଆନ୍ ଉପସ୍ଥିତ ଥିଲେ । ପ୍ରଥମ ପର୍ଯ୍ଯାୟରେ ହିଞ୍ଜିଳି ହାଇସ୍କୁଲ ରୂପାନ୍ତରିତ ହୋଇଥିଲା ।

ଆହୁରି ପଢ଼ନ୍ତୁ: କାଠଯୋଡ଼ି ନଦୀରୁ ମେଡିକାଲ ଛାତ୍ରୀ ମୃତଦେହ ଉଦ୍ଧାର ଘଟଣା: ବାରଙ୍ଗ ଥାନାରେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କ ବିରୋଧରେ ଅଭିଯୋଗ

12 Dec 2021 By The Sakala

ସ୍ମାର୍ଟସ୍କୁଲର ଶ୍ରେଣୀଗୃହରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ: କ୍ଲାସରେ ବସିଲେ, ପିଲାଙ୍କ ସହ କଥା ହେଲେ

ବ୍ରହ୍ମପୁର: ଦିନିକିଆ ଗଞ୍ଜାମ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲ ବୁଲି ଦେଖିଛନ୍ତି। ହିଞ୍ଜିଳିକାଟୁସ୍ଥିତ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ ସ୍କୁଲ ରୂପାନ୍ତରଣର ଅନୁଧ୍ୟାନ କରିବା ସହ ଶ୍ରେଣୀ ଗୃହରେ ଛାତ୍ରଛାତ୍ରୀଙ୍କ ସହ ସମୟ ଅତିବାହିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ପିଲାଙ୍କ ସହ ବାର୍ତ୍ତାଳାପ କରିଛନ୍ତି । କିଭଳି ପାଠପଢ଼ା ହେଉଛି ପଚାରି ବୁଝିଛନ୍ତି ସେ ।

କ୍ଲାସରୁମରେ ଜଣେ ଛାତ୍ର ମୁଖ୍ୟମନ୍ତ୍ରୀଙ୍କ ତାଙ୍କର ଫଟୋ ଚିତ୍ର ଉପହାର ଦେଇଥିଲେ । ଫଟୋ ଚିତ୍ର ଉପହାର ପାଇ ମୁଖ୍ୟମନ୍ତ୍ରୀ କହିଥିଲେ ବହୁତ ବଢ଼ିଆ (ଭେରି ନାଇସ୍) ହୋଇଛି । କ୍ଲାସରୁମରେ ପିଲାଙ୍କ ସହ କିଛି ସମୟ ବସିବା ପରେ ମୁଖ୍ୟମନ୍ତ୍ରୀ ଅତ୍ୟାଧୁନିକ ବିଜ୍ଞାନାଗାର ଓ ଲାଇବ୍ରେରୀ ବୁଲି ଦେଖିଥିଲେ।

ସ୍କୁଲ ରୂପାନ୍ତରଣ ପରେ କିଭଳି ପିଲା ଉନ୍ନତ ସୁବିଧା ପାଉଛନ୍ତି ତାହା ପଚାରି ବୁଝିଥିଲେ । ଲାଇବ୍ରେରୀରେ ବସି ଛାତ୍ରଛାତ୍ରୀଙ୍କ ସହ କଥା ହୋଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ମତାମତ ମଧ୍ୟ ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ସଚିବ ଭି.କେ. ପାଣ୍ଡିଆନ୍ ଉପସ୍ଥିତ ଥିଲେ । ପ୍ରଥମ ପର୍ଯ୍ଯାୟରେ ହିଞ୍ଜିଳି ହାଇସ୍କୁଲ ରୂପାନ୍ତରିତ ହୋଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର