ଭବାନୀପାଟଣାରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ କଳାହାଣ୍ଡିର ଭବାନୀପାଟଣାଠାରେ ନିର୍ମିତ ଏକ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସପିଟାଲ ଉଦ୍‌ଘାଟନ କରିଛନ୍ତି। ବେଦାନ୍ତ ଗ୍ରୁପ୍‌ ଏହି କୋଭିଡ ହସ୍ପିଟାଲ ପରିଚାଳନା କରିବ । ଏଥିରେ ୧୬ଟି ଆଇସିୟୁ ଓ ୧୬ଟି ଏଚଡିୟୁ ଶଯ୍ୟା ସହିତ ଏକ ସ୍ୱତନ୍ତ୍ର ଶିଶୁ ଚିକିତ୍ସା ୱାର୍ଡ ମଧ୍ୟ ରହିଛି । ଉଦ୍‌ଘାଟନ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ବେଦାନ୍ତ ଚେୟାରମ୍ୟାନ୍‌ ଅନୀଲ ଅଗ୍ରଓ୍ବାଲ ପ୍ରମୁଥ […]

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ କଳାହାଣ୍ଡିର ଭବାନୀପାଟଣାଠାରେ ନିର୍ମିତ ଏକ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସପିଟାଲ ଉଦ୍‌ଘାଟନ କରିଛନ୍ତି। ବେଦାନ୍ତ ଗ୍ରୁପ୍‌ ଏହି କୋଭିଡ ହସ୍ପିଟାଲ ପରିଚାଳନା କରିବ । ଏଥିରେ ୧୬ଟି ଆଇସିୟୁ ଓ ୧୬ଟି ଏଚଡିୟୁ ଶଯ୍ୟା ସହିତ ଏକ ସ୍ୱତନ୍ତ୍ର ଶିଶୁ ଚିକିତ୍ସା ୱାର୍ଡ ମଧ୍ୟ ରହିଛି । ଉଦ୍‌ଘାଟନ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ବେଦାନ୍ତ ଚେୟାରମ୍ୟାନ୍‌ ଅନୀଲ ଅଗ୍ରଓ୍ବାଲ ପ୍ରମୁଥ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ପୁରୀ ବିମାନବନ୍ଦର କାର୍ଯ୍ୟକ୍ଷମ ପ୍ରସଙ୍ଗ: ସାଂସଦ ମାନସ ମଙ୍ଗରାଜଙ୍କ ପ୍ରଶ୍ନର ଉତ୍ତରରେ ବାଆଁରେଇଲେ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ

ଏହାଦ୍ବାରା କଳାହାଣ୍ଡି ଓ ଆଖପାଖ ଅଞ୍ଚଳର ଲୋକମାନେ ଉନ୍ନତମାନର କୋଭିଡ ଚିକିତ୍ସା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ହସପିଟାଲ ପାଇଁ ବେଦାନ୍ତ ଗ୍ରୁପ ତଥା ଏହାର ଅଧ୍ୟକ୍ଷ ଅନିଲ ଅଗ୍ରୱାଲଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ହସପିଟାଲରେ ଚିକିତ୍ସା ଠାରୁ ଆରମ୍ଭ କରି ରୋଗ ନିରୂପଣ, ଔଷଧ, ଖାଦ୍ୟ ଆଦି ସବୁ ମାଗଣାରେ ଯୋଗାଇ ଦିଆଯିବ।

ଆହୁରି ପଢ଼ନ୍ତୁ: ରଥଯାତ୍ରା ପରିଚାଳନାରେ ସରକାର ଅସମର୍ଥ, ଦଳାଚକଟା ଘଟଣାକୁ ଚାପି ଦେବାକୁ ହୋଇଛି ଉଦ୍ୟମ: ବିଜେଡି

19 Jun 2021 By The Sakala

ଭବାନୀପାଟଣାରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ କଳାହାଣ୍ଡିର ଭବାନୀପାଟଣାଠାରେ ନିର୍ମିତ ଏକ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସପିଟାଲ ଉଦ୍‌ଘାଟନ କରିଛନ୍ତି। ବେଦାନ୍ତ ଗ୍ରୁପ୍‌ ଏହି କୋଭିଡ ହସ୍ପିଟାଲ ପରିଚାଳନା କରିବ । ଏଥିରେ ୧୬ଟି ଆଇସିୟୁ ଓ ୧୬ଟି ଏଚଡିୟୁ ଶଯ୍ୟା ସହିତ ଏକ ସ୍ୱତନ୍ତ୍ର ଶିଶୁ ଚିକିତ୍ସା ୱାର୍ଡ ମଧ୍ୟ ରହିଛି । ଉଦ୍‌ଘାଟନ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ବେଦାନ୍ତ ଚେୟାରମ୍ୟାନ୍‌ ଅନୀଲ ଅଗ୍ରଓ୍ବାଲ ପ୍ରମୁଥ ଉପସ୍ଥିତ ଥିଲେ ।

ଏହାଦ୍ବାରା କଳାହାଣ୍ଡି ଓ ଆଖପାଖ ଅଞ୍ଚଳର ଲୋକମାନେ ଉନ୍ନତମାନର କୋଭିଡ ଚିକିତ୍ସା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ହସପିଟାଲ ପାଇଁ ବେଦାନ୍ତ ଗ୍ରୁପ ତଥା ଏହାର ଅଧ୍ୟକ୍ଷ ଅନିଲ ଅଗ୍ରୱାଲଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ହସପିଟାଲରେ ଚିକିତ୍ସା ଠାରୁ ଆରମ୍ଭ କରି ରୋଗ ନିରୂପଣ, ଔଷଧ, ଖାଦ୍ୟ ଆଦି ସବୁ ମାଗଣାରେ ଯୋଗାଇ ଦିଆଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର