ଏମଏସଏମଇ ବାଣିଜ୍ୟ ମେଳାକୁ ଉଦଘାଟନ କଲେ ମୁଖ୍ଯମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଶୁକ୍ରବାର ଉଦଘାଟିତ ହୋଇଛି ଏମଏସଏମଇ ବାଣିଜ୍ୟ ମେଳା-୨୦୨୧।  ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଭର୍ଚୁଆଲ୍ ମାଧ୍ୟମରେ ଉଦଘାଟନ କରିଛନ୍ତି । ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆଜି ଠାରୁ ଆରମ୍ଭ ହୋଇଥିବା ଏହି ଏମଏସଏମଇ ବାଣିଜ୍ୟ ମେଳା ଆସନ୍ତା ୯ ତାରିଖ ଯାଏଁ ଚାଲିବ । ରାଜ୍ୟର ବାଣିଜ୍ୟ ଓ ରପ୍ତାନୀକୁ ସୁଦୃଢ଼ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି । ପ୍ରତିବର୍ଷ ମେଳାରେ ରାଜ୍ୟ ତଥା ରାଜ୍ୟ ବାହାରର ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗୀ ସାମିଲ୍ […]

ଭୁବନେଶ୍ୱର: ଶୁକ୍ରବାର ଉଦଘାଟିତ ହୋଇଛି ଏମଏସଏମଇ ବାଣିଜ୍ୟ ମେଳା-୨୦୨୧।  ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଭର୍ଚୁଆଲ୍ ମାଧ୍ୟମରେ ଉଦଘାଟନ କରିଛନ୍ତି । ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆଜି ଠାରୁ ଆରମ୍ଭ ହୋଇଥିବା ଏହି ଏମଏସଏମଇ ବାଣିଜ୍ୟ ମେଳା ଆସନ୍ତା ୯ ତାରିଖ ଯାଏଁ ଚାଲିବ ।

ଆହୁରି ପଢ଼ନ୍ତୁ: କାଠଯୋଡି ନଦୀରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

ରାଜ୍ୟର ବାଣିଜ୍ୟ ଓ ରପ୍ତାନୀକୁ ସୁଦୃଢ଼ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି । ପ୍ରତିବର୍ଷ ମେଳାରେ ରାଜ୍ୟ ତଥା ରାଜ୍ୟ ବାହାରର ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗୀ ସାମିଲ୍ ହେଉଥିବା ବେଳେ ଚଳିତ ବର୍ଷ କୋଭିଡ କଟକଣାକୁ ନଜରରେ ରଖି ବାହାର ରାଜ୍ୟର ଅଂଶଗ୍ରହଣକାରୀଙ୍କୁ ସାମିଲ କରାଯାଇ ନାହିଁ । ଏଥିରେ ରାଜ୍ୟ ତଥା ଜାତୀୟ ସ୍ତରରୁ ବିଭିନ୍ନ ପିଏସୟୁ ଏବଂ ଶିଳ୍ପ ଉଦ୍ୟୋଗୀ ମାନେ ସାମିଲ ହୋଇଛନ୍ତି ।  ଚଳିତ ବର୍ଷ ଗଢିବା, ବଢ଼ିବା ଓ ସମୃଦ୍ଧ ହେବା ଥିମରେ ଏହି ମେଳାର ଆୟୋଜନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ: ପଟ୍ଟାମୁଣ୍ଡାଇ ଅବକାରୀ SI ଛାୟାକାନ୍ତ ନାୟକଙ୍କ ନାଁରେ ରୁଜୁ ହେଲା ମାମଲା

05 Mar 2021 By The Sakala

ଏମଏସଏମଇ ବାଣିଜ୍ୟ ମେଳାକୁ ଉଦଘାଟନ କଲେ ମୁଖ୍ଯମନ୍ତ୍ରୀ

ଭୁବନେଶ୍ୱର: ଶୁକ୍ରବାର ଉଦଘାଟିତ ହୋଇଛି ଏମଏସଏମଇ ବାଣିଜ୍ୟ ମେଳା-୨୦୨୧।  ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଭର୍ଚୁଆଲ୍ ମାଧ୍ୟମରେ ଉଦଘାଟନ କରିଛନ୍ତି । ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆଜି ଠାରୁ ଆରମ୍ଭ ହୋଇଥିବା ଏହି ଏମଏସଏମଇ ବାଣିଜ୍ୟ ମେଳା ଆସନ୍ତା ୯ ତାରିଖ ଯାଏଁ ଚାଲିବ ।

ରାଜ୍ୟର ବାଣିଜ୍ୟ ଓ ରପ୍ତାନୀକୁ ସୁଦୃଢ଼ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି । ପ୍ରତିବର୍ଷ ମେଳାରେ ରାଜ୍ୟ ତଥା ରାଜ୍ୟ ବାହାରର ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗୀ ସାମିଲ୍ ହେଉଥିବା ବେଳେ ଚଳିତ ବର୍ଷ କୋଭିଡ କଟକଣାକୁ ନଜରରେ ରଖି ବାହାର ରାଜ୍ୟର ଅଂଶଗ୍ରହଣକାରୀଙ୍କୁ ସାମିଲ କରାଯାଇ ନାହିଁ । ଏଥିରେ ରାଜ୍ୟ ତଥା ଜାତୀୟ ସ୍ତରରୁ ବିଭିନ୍ନ ପିଏସୟୁ ଏବଂ ଶିଳ୍ପ ଉଦ୍ୟୋଗୀ ମାନେ ସାମିଲ ହୋଇଛନ୍ତି ।  ଚଳିତ ବର୍ଷ ଗଢିବା, ବଢ଼ିବା ଓ ସମୃଦ୍ଧ ହେବା ଥିମରେ ଏହି ମେଳାର ଆୟୋଜନ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର