ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେଲା ଦକ୍ଷତା ପ୍ରଦର୍ଶନର ମହାକୁମ୍ଭ ‘ଓଡ଼ିଶା ଦକ୍ଷତା କନକ୍ଲେଭ୍‌‌-୨୦୨୩’ । ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩ କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆୟୋଜିତ ସଭାରେ ଓଡ଼ିଆ ପିଲାଙ୍କ ସହ ସମ୍ବଲପୁର ଇଟିଜର ଛାତ୍ରୀ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ । ଏହାପରେ ସିଙ୍ଗାପୁରର ଆନ୍ଥେମ୍ ପରିବେଷଣ କରାଯାଇଥିଲା । ମୁଖ୍ୟମନ୍ତ୍ରୀ କନକ୍ଲେଭରେ ଯୋଗଦେବା ସହ ଅଭିଭାଷଣ ରଖିଥିଲେ । ୧ ଲକ୍ଷ ଯୁବପିଢ଼ିଙ୍କୁ ଟ୍ରେନିଂ ପାଇଁ […]

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେଲା ଦକ୍ଷତା ପ୍ରଦର୍ଶନର ମହାକୁମ୍ଭ ‘ଓଡ଼ିଶା ଦକ୍ଷତା କନକ୍ଲେଭ୍‌‌-୨୦୨୩’ । ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩ କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆୟୋଜିତ ସଭାରେ ଓଡ଼ିଆ ପିଲାଙ୍କ ସହ ସମ୍ବଲପୁର ଇଟିଜର ଛାତ୍ରୀ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ । ଏହାପରେ ସିଙ୍ଗାପୁରର ଆନ୍ଥେମ୍ ପରିବେଷଣ କରାଯାଇଥିଲା । ମୁଖ୍ୟମନ୍ତ୍ରୀ କନକ୍ଲେଭରେ ଯୋଗଦେବା ସହ ଅଭିଭାଷଣ ରଖିଥିଲେ । ୧ ଲକ୍ଷ ଯୁବପିଢ଼ିଙ୍କୁ ଟ୍ରେନିଂ ପାଇଁ ବଜେଟରେ ୧୦୦ କୋଟିର ବ୍ୟବସ୍ଥା ହୋଇଛି । ସ୍କିଲ୍ ଇନ୍ ଓଡ଼ିଶା ଏବେ ବିଶ୍ୱରେ ଝଟକିବାକୁ ଯାଉଛି ବୋଲି ଅଭିଭାଷଣରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ଅଭିଭାଷଣ ପରେ ଏଗଜିବିସନ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

କନକ୍ଲେଭରେ ପଲିଟେକ୍ନିକ୍, ବୈଷୟିକ ଶିକ୍ଷାନୁଷ୍ଠାନ, ଇଞ୍ଜିନିୟରିଂ କଲେଜର ପ୍ରାୟ ୩ ହଜାର ଶିକ୍ଷାର୍ଥୀ ଓ ଶିଳ୍ପପତି ଯୋଗ ଦେଇଛନ୍ତି । ମେକ୍ ଇନ୍ ଓଡ଼ିଶାର ପାର୍ଟ ୨ ହେଉଛି ଏହି ବିଶ୍ବସ୍ତରୀୟ ଦକ୍ଷତା ଉତ୍ସବ । ବିଶ୍ବସ୍ତରରେ ରେକର୍ଡ କରିଥିବା ଓଡ଼ିଆ ପିଲାଙ୍କ ସାମର୍ଥ୍ୟର ସୋ-କେସିଂ ପାଇଁ ଏଭଳି ସ୍କିଲ୍ କନକ୍ଲେଭର ଆୟୋଜନ କରାଯାଉଛି । ଆଜି ଉଦଘାଟନୀ ଦିବସରେ ଖଣି ଅଞ୍ଚଳରେ ଆର୍ଥ ମୁଭର୍ସ୍ ଚଳାଉଥିବା ୮ରୁ ୧୦ ଜଣ ମହିଳା ଡ୍ରାଇଭରଙ୍କୁ ପୁରସ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ଭାବେ ଏହି କନକ୍ଲେଭ୍‌‌ ଆୟୋଜନ କରୁଛି। ଯାହାକି ଆସନ୍ତା ୨୦ରୁ ୨୨ ତାରିଖ ଯାଏଁ ଅନୁଷ୍ଠିତ ହେବ। ବିଶ୍ୱ ବଜାରରେ ‘ସ୍କିଲ୍‌‌-ଇନ୍‌‌-ଓଡ଼ିଶା’ର ବ୍ରାଣ୍ଡ୍‌‌କୁ ପ୍ରୋତ୍ସାହିତ କରିବା ଦକ୍ଷ ମାନବ ସମ୍ବଳ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଏହି କନ୍‌‌କ୍ଲେଭର ପ୍ରମୁଖ ଉଦ୍ଦେଶ୍ୟ ରହିଛି।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

20 Apr 2023 By The Sakala

ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେଲା ଦକ୍ଷତା ପ୍ରଦର୍ଶନର ମହାକୁମ୍ଭ ‘ଓଡ଼ିଶା ଦକ୍ଷତା କନକ୍ଲେଭ୍‌‌-୨୦୨୩’ । ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩ କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆୟୋଜିତ ସଭାରେ ଓଡ଼ିଆ ପିଲାଙ୍କ ସହ ସମ୍ବଲପୁର ଇଟିଜର ଛାତ୍ରୀ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ । ଏହାପରେ ସିଙ୍ଗାପୁରର ଆନ୍ଥେମ୍ ପରିବେଷଣ କରାଯାଇଥିଲା । ମୁଖ୍ୟମନ୍ତ୍ରୀ କନକ୍ଲେଭରେ ଯୋଗଦେବା ସହ ଅଭିଭାଷଣ ରଖିଥିଲେ । ୧ ଲକ୍ଷ ଯୁବପିଢ଼ିଙ୍କୁ ଟ୍ରେନିଂ ପାଇଁ ବଜେଟରେ ୧୦୦ କୋଟିର ବ୍ୟବସ୍ଥା ହୋଇଛି । ସ୍କିଲ୍ ଇନ୍ ଓଡ଼ିଶା ଏବେ ବିଶ୍ୱରେ ଝଟକିବାକୁ ଯାଉଛି ବୋଲି ଅଭିଭାଷଣରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ଅଭିଭାଷଣ ପରେ ଏଗଜିବିସନ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ।

କନକ୍ଲେଭରେ ପଲିଟେକ୍ନିକ୍, ବୈଷୟିକ ଶିକ୍ଷାନୁଷ୍ଠାନ, ଇଞ୍ଜିନିୟରିଂ କଲେଜର ପ୍ରାୟ ୩ ହଜାର ଶିକ୍ଷାର୍ଥୀ ଓ ଶିଳ୍ପପତି ଯୋଗ ଦେଇଛନ୍ତି । ମେକ୍ ଇନ୍ ଓଡ଼ିଶାର ପାର୍ଟ ୨ ହେଉଛି ଏହି ବିଶ୍ବସ୍ତରୀୟ ଦକ୍ଷତା ଉତ୍ସବ । ବିଶ୍ବସ୍ତରରେ ରେକର୍ଡ କରିଥିବା ଓଡ଼ିଆ ପିଲାଙ୍କ ସାମର୍ଥ୍ୟର ସୋ-କେସିଂ ପାଇଁ ଏଭଳି ସ୍କିଲ୍ କନକ୍ଲେଭର ଆୟୋଜନ କରାଯାଉଛି । ଆଜି ଉଦଘାଟନୀ ଦିବସରେ ଖଣି ଅଞ୍ଚଳରେ ଆର୍ଥ ମୁଭର୍ସ୍ ଚଳାଉଥିବା ୮ରୁ ୧୦ ଜଣ ମହିଳା ଡ୍ରାଇଭରଙ୍କୁ ପୁରସ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ଭାବେ ଏହି କନକ୍ଲେଭ୍‌‌ ଆୟୋଜନ କରୁଛି। ଯାହାକି ଆସନ୍ତା ୨୦ରୁ ୨୨ ତାରିଖ ଯାଏଁ ଅନୁଷ୍ଠିତ ହେବ। ବିଶ୍ୱ ବଜାରରେ ‘ସ୍କିଲ୍‌‌-ଇନ୍‌‌-ଓଡ଼ିଶା’ର ବ୍ରାଣ୍ଡ୍‌‌କୁ ପ୍ରୋତ୍ସାହିତ କରିବା ଦକ୍ଷ ମାନବ ସମ୍ବଳ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଏହି କନ୍‌‌କ୍ଲେଭର ପ୍ରମୁଖ ଉଦ୍ଦେଶ୍ୟ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର