ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ତୀର୍ଥରେ ବାହାରିଲେ ୬ ଜିଲ୍ଲାର ବରିଷ୍ଠ ନାଗରିକ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ବରିଷ୍ଠ ନାଗରିକଙ୍କୁ ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭୂତି । ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଆଜି ତୀର୍ଥଯାତ୍ରାରେ ଯାଉଛନ୍ତି ୬ ଜିଲ୍ଲାର ବରିଷ୍ଠ ନାଗରିକ । ପୁରୀ, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ଜଗତସିଂପୁର ଓ କେନ୍ଦ୍ରାପଡା ଜିଲ୍ଲାର ୯୬୦ ଜଣ ବରିଷ୍ଠ ନାଗରିକ ତୀର୍ଥଯାତ୍ରାରେ ବାହାରିଛନ୍ତି । ସମସ୍ତେ ଭୁବନେଶ୍ବର ରେଳ ଷ୍ଟେସନରୁ ତିରୁପତି-ଭେଲୋର ଅଭିମୁଖେ ସ୍ବତନ୍ତ୍ର ଟ୍ରେନରେ ଯାତ୍ରା ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୀର୍ଥଯାତ୍ରାର ଶୁଭାରମ୍ଭ କରିଛନ୍ତି […]

ଭୁବନେଶ୍ୱର: ବରିଷ୍ଠ ନାଗରିକଙ୍କୁ ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭୂତି । ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଆଜି ତୀର୍ଥଯାତ୍ରାରେ ଯାଉଛନ୍ତି ୬ ଜିଲ୍ଲାର ବରିଷ୍ଠ ନାଗରିକ । ପୁରୀ, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ଜଗତସିଂପୁର ଓ କେନ୍ଦ୍ରାପଡା ଜିଲ୍ଲାର ୯୬୦ ଜଣ ବରିଷ୍ଠ ନାଗରିକ ତୀର୍ଥଯାତ୍ରାରେ ବାହାରିଛନ୍ତି । ସମସ୍ତେ ଭୁବନେଶ୍ବର ରେଳ ଷ୍ଟେସନରୁ ତିରୁପତି-ଭେଲୋର ଅଭିମୁଖେ ସ୍ବତନ୍ତ୍ର ଟ୍ରେନରେ ଯାତ୍ରା ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୀର୍ଥଯାତ୍ରାର ଶୁଭାରମ୍ଭ କରିଛନ୍ତି । ୫ ଦିନିଆ ତୀର୍ଥଯାତ୍ରାରର ସବୁ ଖର୍ଚ୍ଚ ବହନ କରୁଛନ୍ତି ରାଜ୍ୟ ସରକାର ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଚାକିରି ଦେବାକୁ କହି ପାର୍ଲରରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

୨୦୧୬ ମସିହାରୁ ତୀର୍ଥଯାତ୍ରା ଯୋଜନା ଆରମ୍ଭ ହୋଇଥିବାବେଳେ ଏଯାଏ ପ୍ରାୟ ୨୭ ହଜାର ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଦିବ୍ଯ ଅନୁଭୂତି ଲାଭ କଲେଣି। ଆଜି ୨୮ ତମ ପର୍ଯ୍ୟାୟରେ ସମସ୍ତେ ତୀର୍ଥ ଯାତ୍ରାରେ ଯାଇଛନ୍ତି।ଏଭଳି ସୁଯୋଗ ଦେଇଥିବାରୁ ମୁଖ୍ଯମନ୍ତ୍ରୀଙ୍କୁ ତୀର୍ଥଯାତ୍ରୀମାନେ କୃତଜ୍ଞତା ଜଣାଇଛନ୍ତି।
08 Feb 2024 By The Sakala

ତୀର୍ଥରେ ବାହାରିଲେ ୬ ଜିଲ୍ଲାର ବରିଷ୍ଠ ନାଗରିକ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବରିଷ୍ଠ ନାଗରିକଙ୍କୁ ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭୂତି । ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଆଜି ତୀର୍ଥଯାତ୍ରାରେ ଯାଉଛନ୍ତି ୬ ଜିଲ୍ଲାର ବରିଷ୍ଠ ନାଗରିକ । ପୁରୀ, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ଜଗତସିଂପୁର ଓ କେନ୍ଦ୍ରାପଡା ଜିଲ୍ଲାର ୯୬୦ ଜଣ ବରିଷ୍ଠ ନାଗରିକ ତୀର୍ଥଯାତ୍ରାରେ ବାହାରିଛନ୍ତି । ସମସ୍ତେ ଭୁବନେଶ୍ବର ରେଳ ଷ୍ଟେସନରୁ ତିରୁପତି-ଭେଲୋର ଅଭିମୁଖେ ସ୍ବତନ୍ତ୍ର ଟ୍ରେନରେ ଯାତ୍ରା ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୀର୍ଥଯାତ୍ରାର ଶୁଭାରମ୍ଭ କରିଛନ୍ତି । ୫ ଦିନିଆ ତୀର୍ଥଯାତ୍ରାରର ସବୁ ଖର୍ଚ୍ଚ ବହନ କରୁଛନ୍ତି ରାଜ୍ୟ ସରକାର ।

୨୦୧୬ ମସିହାରୁ ତୀର୍ଥଯାତ୍ରା ଯୋଜନା ଆରମ୍ଭ ହୋଇଥିବାବେଳେ ଏଯାଏ ପ୍ରାୟ ୨୭ ହଜାର ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଦିବ୍ଯ ଅନୁଭୂତି ଲାଭ କଲେଣି। ଆଜି ୨୮ ତମ ପର୍ଯ୍ୟାୟରେ ସମସ୍ତେ ତୀର୍ଥ ଯାତ୍ରାରେ ଯାଇଛନ୍ତି।ଏଭଳି ସୁଯୋଗ ଦେଇଥିବାରୁ ମୁଖ୍ଯମନ୍ତ୍ରୀଙ୍କୁ ତୀର୍ଥଯାତ୍ରୀମାନେ କୃତଜ୍ଞତା ଜଣାଇଛନ୍ତି।
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର