ଜାମୁଝରୀରେ ବିଶ୍ବସ୍ତରୀୟ ମଡେଲ କାରାଗାର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଜାମୁଝରୀରେ ହେବ ବିଶ୍ବସ୍ତରୀୟ ସବୁଜ ବଳୟ ମଡେଲ କାରାଗାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଭିତ୍ତିପ୍ରସ୍ତର ସ୍ଥାପନ । କାର୍ଯ୍ଯକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ଗୃହମନ୍ତ୍ରୀ ତୁଷାରକାନ୍ତି ବେହେରା, ଜେଲ ଡିଜି ଅମ୍ରିତ ପ୍ରସାଦ, ଜେଲ ଏଡିଜି ଅମିତାଭ ଠାକୁର, ଜଟଣୀ ବିଧାୟକ ସୁର ରାଉତରାୟଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ। ଏହା ରାଜ୍ୟର ସବୁଠାରୁ ବଡ ଓ ପ୍ରଥମ ସବୁଜବଳୟ ମଡେଲ କାରାଗାର ହେବ । […]

ଭୁବନେଶ୍ବର: ଜାମୁଝରୀରେ ହେବ ବିଶ୍ବସ୍ତରୀୟ ସବୁଜ ବଳୟ ମଡେଲ କାରାଗାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଭିତ୍ତିପ୍ରସ୍ତର ସ୍ଥାପନ । କାର୍ଯ୍ଯକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ଗୃହମନ୍ତ୍ରୀ ତୁଷାରକାନ୍ତି ବେହେରା, ଜେଲ ଡିଜି ଅମ୍ରିତ ପ୍ରସାଦ, ଜେଲ ଏଡିଜି ଅମିତାଭ ଠାକୁର, ଜଟଣୀ ବିଧାୟକ ସୁର ରାଉତରାୟଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ଭାରତ ଟି-୨୦ ବିଶ୍ୱକପ ଚମ୍ପିଅନ୍: ଫାଇନାଲରେ ନ୍ୟୁଜିଲାଣ୍ଡକୁ ୯୬ ରନ୍‌ରେ ହରାଇ ଟାଇଟଲ ହାତେଇଲା ଟିମ୍ ଇଣ୍ଡିଆ

ଏହା ରାଜ୍ୟର ସବୁଠାରୁ ବଡ ଓ ପ୍ରଥମ ସବୁଜବଳୟ ମଡେଲ କାରାଗାର ହେବ । ୫୦ ଏକର ଜମିରେ ନିର୍ମାଣ ହେବାକୁ ଥିବା ଏହି କାରାଗାର ବିଶ୍ବସ୍ତରୀୟ ଭିତ୍ତିଭୂମୀ ରହିବ । ପ୍ରଥମ ପର୍ଯ୍ୟାୟରେ ୩୫ ଏକର ଜମିରେ ଜେଲ ନିର୍ମାଣ କରାଯିବ । ଆଗାମୀ ୫୦ ବର୍ଷର ଜନସଂଖ୍ୟାକୁ ଦୃଷ୍ଟିରେ ରଖି ଏହି ଜେଲରେ ପରିକଳ୍ପନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଜେଲଟି ସଂପୂର୍ଣ୍ଣ ଆଶ୍ରମ ଢାଞ୍ଚାରେ ନିର୍ମାଣ କରାଯିବ । ଅତ୍ୟାଧୁନିକ ଜ୍ଞାନକୌଶଳ ସହ ଉନ୍ନତ ଭିତ୍ତିଭୂମି ନିର୍ମାଣ କରିବା ପାଇଁ ଅନେକ ରିସର୍ଚ୍ଚଓ ଡିଜାଇନ୍ ପ୍ରସ୍ତୁତ କରାଯାଇଥିଲା । ଏଥିପାଇଁ ଏକ ସ୍ବତନ୍ତ୍ର ଟିମ୍ ବେଙ୍ଗାଲୁରୁ, ହାଇଦ୍ରାବାଦ୍, ଗୁରଗାଓଁ, ରୋହତକ, ପାନିପଥ, ଅମ୍ରିତସର, ଦିଲ୍ଲୀର ତିହାର ଓ ମଡେଲ ଜେଲ୍ ଏବଂ ହରିଆନାର ନୁହ୍ ଜେଲ ପରିଦର୍ଶନ ପରେ ଜମୁଝରୀ ସବୁଜ ବଳୟ ମଡେଲ କାରାଗାରର ଡିଜାଇନ୍ ପ୍ରସ୍ତୁତ କରିଛନ୍ତି । 5T ଉପକ୍ରମରେ ନିର୍ମାଣ କରାଯିବ ଏହି କାରାଗାର । ଏହି ମଡେଲ ଜେଲରେ ପ୍ରଥମ ପର୍ଯ୍ୟାୟରେ ୨ ହଜାର ୫ଶହ କଏଦୀ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ଆଉ ୨ ହଜାର ୫ଶହ କଏଦୀ ରହିବାର କ୍ଷମତା ରହିବ ।

ଆହୁରି ପଢ଼ନ୍ତୁ: କୋଟି କୋଟି ଟଙ୍କା ଟିକସ ଫାଙ୍କିବା ଅଭିଯୋଗରେ ରାଜ୍ୟର ୬ ରେସ୍ତୋରାଁରେ IT ଚଢ଼ାଉ

12 Mar 2024 By The Sakala

ଜାମୁଝରୀରେ ବିଶ୍ବସ୍ତରୀୟ ମଡେଲ କାରାଗାର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଜାମୁଝରୀରେ ହେବ ବିଶ୍ବସ୍ତରୀୟ ସବୁଜ ବଳୟ ମଡେଲ କାରାଗାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଭିତ୍ତିପ୍ରସ୍ତର ସ୍ଥାପନ । କାର୍ଯ୍ଯକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ଗୃହମନ୍ତ୍ରୀ ତୁଷାରକାନ୍ତି ବେହେରା, ଜେଲ ଡିଜି ଅମ୍ରିତ ପ୍ରସାଦ, ଜେଲ ଏଡିଜି ଅମିତାଭ ଠାକୁର, ଜଟଣୀ ବିଧାୟକ ସୁର ରାଉତରାୟଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।

ଏହା ରାଜ୍ୟର ସବୁଠାରୁ ବଡ ଓ ପ୍ରଥମ ସବୁଜବଳୟ ମଡେଲ କାରାଗାର ହେବ । ୫୦ ଏକର ଜମିରେ ନିର୍ମାଣ ହେବାକୁ ଥିବା ଏହି କାରାଗାର ବିଶ୍ବସ୍ତରୀୟ ଭିତ୍ତିଭୂମୀ ରହିବ । ପ୍ରଥମ ପର୍ଯ୍ୟାୟରେ ୩୫ ଏକର ଜମିରେ ଜେଲ ନିର୍ମାଣ କରାଯିବ । ଆଗାମୀ ୫୦ ବର୍ଷର ଜନସଂଖ୍ୟାକୁ ଦୃଷ୍ଟିରେ ରଖି ଏହି ଜେଲରେ ପରିକଳ୍ପନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଜେଲଟି ସଂପୂର୍ଣ୍ଣ ଆଶ୍ରମ ଢାଞ୍ଚାରେ ନିର୍ମାଣ କରାଯିବ । ଅତ୍ୟାଧୁନିକ ଜ୍ଞାନକୌଶଳ ସହ ଉନ୍ନତ ଭିତ୍ତିଭୂମି ନିର୍ମାଣ କରିବା ପାଇଁ ଅନେକ ରିସର୍ଚ୍ଚଓ ଡିଜାଇନ୍ ପ୍ରସ୍ତୁତ କରାଯାଇଥିଲା । ଏଥିପାଇଁ ଏକ ସ୍ବତନ୍ତ୍ର ଟିମ୍ ବେଙ୍ଗାଲୁରୁ, ହାଇଦ୍ରାବାଦ୍, ଗୁରଗାଓଁ, ରୋହତକ, ପାନିପଥ, ଅମ୍ରିତସର, ଦିଲ୍ଲୀର ତିହାର ଓ ମଡେଲ ଜେଲ୍ ଏବଂ ହରିଆନାର ନୁହ୍ ଜେଲ ପରିଦର୍ଶନ ପରେ ଜମୁଝରୀ ସବୁଜ ବଳୟ ମଡେଲ କାରାଗାରର ଡିଜାଇନ୍ ପ୍ରସ୍ତୁତ କରିଛନ୍ତି । 5T ଉପକ୍ରମରେ ନିର୍ମାଣ କରାଯିବ ଏହି କାରାଗାର । ଏହି ମଡେଲ ଜେଲରେ ପ୍ରଥମ ପର୍ଯ୍ୟାୟରେ ୨ ହଜାର ୫ଶହ କଏଦୀ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ଆଉ ୨ ହଜାର ୫ଶହ କଏଦୀ ରହିବାର କ୍ଷମତା ରହିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର