ଆଜି ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ସମ୍ବଲପୁର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ କାର୍ଯ୍ଯକ୍ରମ । ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ପ୍ରଥମେ ସମ୍ୱଲପୁରରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ହୋଇଛି । ସକାଳ ୧୦ ଟା ୪୫ ମିନିଟ ସମୟରେ ମୁଖ୍ୟମନ୍ତ୍ରୀ ସ୍ଵତନ୍ତ୍ର ହେଲିକେପ୍ଟର ଯୋଗେ ଜମାଦାରପାଲି ଏୟାରଷ୍ଟ୍ରିପରେ ପହଞ୍ଚିବେ । ସେଠାରୁ ପୁଣି ସମ୍ବଲପୁର ରିଜର୍ଭ ପୁଲିସ ଗ୍ରାଉଣ୍ଡରେ […]

ସମ୍ବଲପୁର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ କାର୍ଯ୍ଯକ୍ରମ । ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ପ୍ରଥମେ ସମ୍ୱଲପୁରରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ହୋଇଛି । ସକାଳ ୧୦ ଟା ୪୫ ମିନିଟ ସମୟରେ ମୁଖ୍ୟମନ୍ତ୍ରୀ ସ୍ଵତନ୍ତ୍ର ହେଲିକେପ୍ଟର ଯୋଗେ ଜମାଦାରପାଲି ଏୟାରଷ୍ଟ୍ରିପରେ ପହଞ୍ଚିବେ ।

ଆହୁରି ପଢ଼ନ୍ତୁ: କଲେଜ ହଷ୍ଟେଲରୁ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

ସେଠାରୁ ପୁଣି ସମ୍ବଲପୁର ରିଜର୍ଭ ପୁଲିସ ଗ୍ରାଉଣ୍ଡରେ ପହଞ୍ଚିବେ । ରିଜର୍ଭ ପୋଲିସ ଗ୍ରାଉଣ୍ଡରୁ ଅଇଁଠାପାଲି ପିଏଚଡି ପଡିଆକୁ ଯିବେ । ୧୧ ଟା ୩୦ ମିନିଟ ସମୟରେ ପିଏଚଡି ପଡ଼ିଆରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ଅଇଁଠାପାଲିରୁ ନାକଟିଦେଉଳ ଏବଂ ରେଢ଼ାଖୋଲ ଯିବାର କାର୍ଯ୍ୟକ୍ରମ ରହିଛି । ସମ୍ବଲପୁର ପରେ ୩ଟା ୩୦ରେ ଅନୁଗୁଳ ଅନୁଗୁଳ ଷ୍ଟାଡିୟମରେ ପହଛି ଜନସଭାକୁ ସମ୍ବୋଧିତ କରିବେ । ସେଠାରୁ ଠେଙ୍କାନାଳ ଯାଇ ଜନସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ଯକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ୫ ଓରାଙ୍ଗଓଟାନ ଛୁଆ ଉଦ୍ଧାର ଘଟଣା: ହଜାର ହଜାର କିଲୋମିଟର ଦୂରରୁ କିପରି ଆସିଲେ ଏହି ବିରଳ ବନ୍ୟଜନ୍ତୁ?

 

ଆହୁରି ପଢ଼ନ୍ତୁ: ଅଗ୍ନିଶମ କେନ୍ଦ୍ରରେ ହାଇଡ୍ରାମା: ବରିଷ୍ଠ ଅଧିକାରୀଙ୍କ ନିର୍ଯାତନା ଅଭିଯୋଗ କରି ଛାତ ଉପରକୁ ଚଢ଼ିଲେ କର୍ମଚାରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର