ନବୀନ ନିବାସ ନ ଆସି ଅସହାୟ ପରିବାରକୁ ସାହାଯ୍ୟ ଓ ରକ୍ତଦାନ ପାଇଁ ଶୁଭେଛୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସନ୍ଦେଶ

The Sakala Picture
Published On

ଭୁବନେଶ୍ବର : ଅକ୍ଟୋବର ୧୬ ତାରିଖ (ଶନିବାର) ହେଉଛି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ତେବେ ଗତବର୍ଷ ଭଳି ଏଥର ବି ନିଜର ଜନ୍ମଦିନ ପାଳନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ। କୋଭିଡ ସଂକ୍ରମଣକୁ ଆଖି ଆଗରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ନବୀନ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାବାସୀଙ୍କ ଭଲ ପାଇବା, ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ମୁଁ ସବୁବେଳେ ଋଣୀ। କୋଭିଡ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ […]

ଭୁବନେଶ୍ବର : ଅକ୍ଟୋବର ୧୬ ତାରିଖ (ଶନିବାର) ହେଉଛି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ତେବେ ଗତବର୍ଷ ଭଳି ଏଥର ବି ନିଜର ଜନ୍ମଦିନ ପାଳନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ। କୋଭିଡ ସଂକ୍ରମଣକୁ ଆଖି ଆଗରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ନବୀନ ।

ଆହୁରି ପଢ଼ନ୍ତୁ: ଜିଲ୍ଳାପାଳଙ୍କ ରିପୋର୍ଟ ଆଧାରରେ ନିଆଯିବ ସ୍କୁଲ ଛୁଟି ନିଷ୍ପତ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାବାସୀଙ୍କ ଭଲ ପାଇବା, ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ମୁଁ ସବୁବେଳେ ଋଣୀ। କୋଭିଡ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ। ତେଣୁ ଆଗାମୀକାଲି ନବୀନ ନିବାସ ନ ଆସି କୋଭିଡରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଏବଂ ରକ୍ତଦାନ ଭଳି ମହତ୍ କାର୍ଯ୍ୟରେ ସମସ୍ତେ ସାମିଲ ହେଲେ, ତାହା ମୋପାଇଁ ସବୁଠାରୁ ବଡ଼ ଶୁଭେଚ୍ଛା ହେବ ବୋଲି ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

15 Oct 2021 By The Sakala

ନବୀନ ନିବାସ ନ ଆସି ଅସହାୟ ପରିବାରକୁ ସାହାଯ୍ୟ ଓ ରକ୍ତଦାନ ପାଇଁ ଶୁଭେଛୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସନ୍ଦେଶ

ଭୁବନେଶ୍ବର : ଅକ୍ଟୋବର ୧୬ ତାରିଖ (ଶନିବାର) ହେଉଛି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ତେବେ ଗତବର୍ଷ ଭଳି ଏଥର ବି ନିଜର ଜନ୍ମଦିନ ପାଳନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ। କୋଭିଡ ସଂକ୍ରମଣକୁ ଆଖି ଆଗରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ନବୀନ ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାବାସୀଙ୍କ ଭଲ ପାଇବା, ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ମୁଁ ସବୁବେଳେ ଋଣୀ। କୋଭିଡ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ। ତେଣୁ ଆଗାମୀକାଲି ନବୀନ ନିବାସ ନ ଆସି କୋଭିଡରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଏବଂ ରକ୍ତଦାନ ଭଳି ମହତ୍ କାର୍ଯ୍ୟରେ ସମସ୍ତେ ସାମିଲ ହେଲେ, ତାହା ମୋପାଇଁ ସବୁଠାରୁ ବଡ଼ ଶୁଭେଚ୍ଛା ହେବ ବୋଲି ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର