ରାଜ୍ୟରେ ରେକର୍ଡ ସଂଖ୍ୟକ ଟିକାକରଣରେ ନିୟୋଜିତ ସମସ୍ତ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ସଂଖ୍ୟକ ଟିକାକରଣ । ଗୋଟିଏ ଦିନରେ ୩ ଲକ୍ଷ ୩୨ ହଜାରରୁ ଊର୍ଦ୍ଧ୍ୱ ଡୋଜ୍‌ର କରୋନା ଟିକା ଦିଆଯାଇଛି । ଏ ନେଇ ଟିକାକରଣରେ ନିୟୋଜିତ ସମସ୍ତ ଡାକ୍ତର, ନର୍ସ ଏବଂ କର୍ମଚାରୀଙ୍କ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିୟୋଜିତ କର୍ମଚାରୀଙ୍କ ଉତ୍ସର୍ଗୀକୃତ କାର୍ଯ୍ୟ ଯୋଗୁଁ ଗୋଟିଏ ଦିନରେ ୩ ଲକ୍ଷ ୩୨ ହଜାରରୁ ଊର୍ଦ୍ଧ୍ଵ ଟିକାକରଣ ସମ୍ଭବ ହୋଇଛି । ଆସନ୍ତୁ ଟିକାକରଣ ଓ ମାସ୍କ ପରିଧାନ ନେଇ […]

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ସଂଖ୍ୟକ ଟିକାକରଣ । ଗୋଟିଏ ଦିନରେ ୩ ଲକ୍ଷ ୩୨ ହଜାରରୁ ଊର୍ଦ୍ଧ୍ୱ ଡୋଜ୍‌ର କରୋନା ଟିକା ଦିଆଯାଇଛି । ଏ ନେଇ ଟିକାକରଣରେ ନିୟୋଜିତ ସମସ୍ତ ଡାକ୍ତର, ନର୍ସ ଏବଂ କର୍ମଚାରୀଙ୍କ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିୟୋଜିତ କର୍ମଚାରୀଙ୍କ ଉତ୍ସର୍ଗୀକୃତ କାର୍ଯ୍ୟ ଯୋଗୁଁ ଗୋଟିଏ ଦିନରେ ୩ ଲକ୍ଷ ୩୨ ହଜାରରୁ ଊର୍ଦ୍ଧ୍ଵ ଟିକାକରଣ ସମ୍ଭବ ହୋଇଛି । ଆସନ୍ତୁ ଟିକାକରଣ ଓ ମାସ୍କ ପରିଧାନ ନେଇ ସଚେତନତାକୁ ଆହୁରି ବ୍ୟାପକ କରିବା ଏବଂ ନିଜ ତଥା ନିଜ ପରିବାର ସହ ସାରା ଦେଶକୁ କୋଭିଡ ସଂକ୍ରମଣରୁ ସୁରକ୍ଷିତ ରଖିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

22 Jun 2021 By The Sakala

ରାଜ୍ୟରେ ରେକର୍ଡ ସଂଖ୍ୟକ ଟିକାକରଣରେ ନିୟୋଜିତ ସମସ୍ତ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ସଂଖ୍ୟକ ଟିକାକରଣ । ଗୋଟିଏ ଦିନରେ ୩ ଲକ୍ଷ ୩୨ ହଜାରରୁ ଊର୍ଦ୍ଧ୍ୱ ଡୋଜ୍‌ର କରୋନା ଟିକା ଦିଆଯାଇଛି । ଏ ନେଇ ଟିକାକରଣରେ ନିୟୋଜିତ ସମସ୍ତ ଡାକ୍ତର, ନର୍ସ ଏବଂ କର୍ମଚାରୀଙ୍କ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିୟୋଜିତ କର୍ମଚାରୀଙ୍କ ଉତ୍ସର୍ଗୀକୃତ କାର୍ଯ୍ୟ ଯୋଗୁଁ ଗୋଟିଏ ଦିନରେ ୩ ଲକ୍ଷ ୩୨ ହଜାରରୁ ଊର୍ଦ୍ଧ୍ଵ ଟିକାକରଣ ସମ୍ଭବ ହୋଇଛି । ଆସନ୍ତୁ ଟିକାକରଣ ଓ ମାସ୍କ ପରିଧାନ ନେଇ ସଚେତନତାକୁ ଆହୁରି ବ୍ୟାପକ କରିବା ଏବଂ ନିଜ ତଥା ନିଜ ପରିବାର ସହ ସାରା ଦେଶକୁ କୋଭିଡ ସଂକ୍ରମଣରୁ ସୁରକ୍ଷିତ ରଖିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି ।

https://www.thesakala.in/latest-odisha-news/cm-naveen-patnaik-praise-doctors-and-health-workers-for-record-number-of-vaccination13264-2/article-3145
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର