ନିଯୁକ୍ତିରେ ସ୍ବଚ୍ଛତା ରକ୍ଷା ପାଇଁ ‘ଓଡ଼ିଶା ଲୋକସେବା ଆୟୋଗ’କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

The Sakala Picture
Published On

ଭୁବନେଶ୍ବର: ଓଡ଼ିଶା ଲୋକସେବା ଆୟୋଗର ୭୫ ବର୍ଷ ପୂର୍ତ୍ତି ସମାରୋହ ଭୁବନେଶ୍ବରଠାରେ ଆୟୋଜିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ନିଯୁକ୍ତିରେ ସ୍ବଚ୍ଛତା ରକ୍ଷା ପାଇଁ OPSCକୁ ପ୍ରଶଂସା କରିବା ସହ ଧନ୍ୟବାଦ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ କି, ୭୫ବର୍ଷ ଧରି ସେବା କରିଆସୁଛି OPSC । ଏହାକୁ ସଶକ୍ତ କରିବା ପାଇଁ କାମ ଜାରି ରହିଛି । OPSCର ନୂଆ ବିଲ୍ଡିଂ ନିର୍ମାଣ ଚାଲିଛି […]

ଭୁବନେଶ୍ବର: ଓଡ଼ିଶା ଲୋକସେବା ଆୟୋଗର ୭୫ ବର୍ଷ ପୂର୍ତ୍ତି ସମାରୋହ ଭୁବନେଶ୍ବରଠାରେ ଆୟୋଜିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ନିଯୁକ୍ତିରେ ସ୍ବଚ୍ଛତା ରକ୍ଷା ପାଇଁ OPSCକୁ ପ୍ରଶଂସା କରିବା ସହ ଧନ୍ୟବାଦ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ କି, ୭୫ବର୍ଷ ଧରି ସେବା କରିଆସୁଛି OPSC । ଏହାକୁ ସଶକ୍ତ କରିବା ପାଇଁ କାମ ଜାରି ରହିଛି । OPSCର ନୂଆ ବିଲ୍ଡିଂ ନିର୍ମାଣ ଚାଲିଛି । ଏଥିପାଇଁ ୧୪କୋଟି ଟଙ୍କା ମଞ୍ଜୁର ହୋଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ଶୁଣାଣିକୁ ସେପ୍ଟେମ୍ବର ୭କୁ ଘୁଞ୍ଚାଇଲେ ସୁପ୍ରିମକୋର୍ଟ

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଲୋକସେବା ଆୟୋଗର କେତେକ କର୍ମଚାରୀଙ୍କୁ ମାନପତ୍ର ପ୍ରଦାନ କରି ସମ୍ମାନିତ କରିଥିଲେ। ଏହାଛଡ଼ା ମୁଖ୍ୟମନ୍ତ୍ରୀ ଏକ ସ୍ମରଣିକା ଉନ୍ମୋଚନ କରିଥିଲେ। ଓଡ଼ିଶା ଲୋକସେବା ଆୟୋଗର ସଦସ୍ୟ ସନତ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର