୧୬ ଜିଲ୍ଲାରେ ଆରଟିପିସିଆର୍ ଟେଷ୍ଟିଂ ସେଂଟର ପାଇଁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ରାଜ୍ୟରେ ହୁ ହୁ ହୋଇ ବଢୁଥିବା କରୋନା ସଂକ୍ରମଣ ଭିତରେ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ୧୬ ଜିଲ୍ଲାରେ ନିର୍ମାଣ ହେବ ଆରଟିପିସିଆର୍ ଟେଷ୍ଟିଂ ସେଂଟର । ଏଥିପାଇଁ ମୁଖ୍ୟମନ୍ତ୍ରୀ ଆଜି ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । କୋଭିଡ଼ ବିରୁଦ୍ଧରେ ଲଢ଼େଇ ପାଇଁ ରୋଗୀର ଶୀଘ୍ର ପରୀକ୍ଷା କରୋନା ସଂକ୍ରମଣକୁ ରୋକିବାରେ ବିଶେଷ ଗୁରୁତ୍ୱ ବହନ କରେ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୧୬ଟି ଜିଲ୍ଲା ଯଥା […]

ରାଜ୍ୟରେ ହୁ ହୁ ହୋଇ ବଢୁଥିବା କରୋନା ସଂକ୍ରମଣ ଭିତରେ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ୧୬ ଜିଲ୍ଲାରେ ନିର୍ମାଣ ହେବ ଆରଟିପିସିଆର୍ ଟେଷ୍ଟିଂ ସେଂଟର । ଏଥିପାଇଁ ମୁଖ୍ୟମନ୍ତ୍ରୀ ଆଜି ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । କୋଭିଡ଼ ବିରୁଦ୍ଧରେ ଲଢ଼େଇ ପାଇଁ ରୋଗୀର ଶୀଘ୍ର ପରୀକ୍ଷା କରୋନା ସଂକ୍ରମଣକୁ ରୋକିବାରେ ବିଶେଷ ଗୁରୁତ୍ୱ ବହନ କରେ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୧୬ଟି ଜିଲ୍ଲା ଯଥା ଭଦ୍ରକ, ବୌଦ୍ଧ ,ଢେ଼ଙ୍କାନାଳ, ଗଜପତି ,ଖୋର୍ଦ୍ଧା, ଜଗତସିଂହପୁର ,ଯାଜପୁର, କେନ୍ଦ୍ରାପଡା ,ନବରଙ୍ଗପୁର, ମାଲକାନଗିରି ,ନୂଆପଡା, ସୋନପୁର ,କନ୍ଧମାଳ ସୁନ୍ଦରଗଡ, ରାୟଗଡ଼ା ଓ ବରଗଡର ସଦର ମହକୁମାରେ ଗୋଟିଏ ଗୋଟିଏ ଆରଟିପିସିଆର୍ ଟେଷ୍ଟ ସେଂଟର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ଏହି ଟେଷ୍ଟିଂ ସେଂଟର ଗୁଡିକ ସବୁଦିନ ଲୋକଙ୍କୁ ସେବା ଯୋଗାଇ ଦେବ । ଏଥିନିମନ୍ତେ ପ୍ରତି ଜିଲ୍ଲାରେ ଜଣେ ଲେଖାଏ ମାଇକ୍ରୋ ବାୟୋଲୋଜିଷ୍ଟ ଓ ତିନି ଜଣ ଲ୍ୟାବ ଟେକ୍ନସିଆନଙ୍କୁ ନିୟୋଜିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

11 May 2021 By The Sakala

୧୬ ଜିଲ୍ଲାରେ ଆରଟିପିସିଆର୍ ଟେଷ୍ଟିଂ ସେଂଟର ପାଇଁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ହୁ ହୁ ହୋଇ ବଢୁଥିବା କରୋନା ସଂକ୍ରମଣ ଭିତରେ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ୧୬ ଜିଲ୍ଲାରେ ନିର୍ମାଣ ହେବ ଆରଟିପିସିଆର୍ ଟେଷ୍ଟିଂ ସେଂଟର । ଏଥିପାଇଁ ମୁଖ୍ୟମନ୍ତ୍ରୀ ଆଜି ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । କୋଭିଡ଼ ବିରୁଦ୍ଧରେ ଲଢ଼େଇ ପାଇଁ ରୋଗୀର ଶୀଘ୍ର ପରୀକ୍ଷା କରୋନା ସଂକ୍ରମଣକୁ ରୋକିବାରେ ବିଶେଷ ଗୁରୁତ୍ୱ ବହନ କରେ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୧୬ଟି ଜିଲ୍ଲା ଯଥା ଭଦ୍ରକ, ବୌଦ୍ଧ ,ଢେ଼ଙ୍କାନାଳ, ଗଜପତି ,ଖୋର୍ଦ୍ଧା, ଜଗତସିଂହପୁର ,ଯାଜପୁର, କେନ୍ଦ୍ରାପଡା ,ନବରଙ୍ଗପୁର, ମାଲକାନଗିରି ,ନୂଆପଡା, ସୋନପୁର ,କନ୍ଧମାଳ ସୁନ୍ଦରଗଡ, ରାୟଗଡ଼ା ଓ ବରଗଡର ସଦର ମହକୁମାରେ ଗୋଟିଏ ଗୋଟିଏ ଆରଟିପିସିଆର୍ ଟେଷ୍ଟ ସେଂଟର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

ଏହି ଟେଷ୍ଟିଂ ସେଂଟର ଗୁଡିକ ସବୁଦିନ ଲୋକଙ୍କୁ ସେବା ଯୋଗାଇ ଦେବ । ଏଥିନିମନ୍ତେ ପ୍ରତି ଜିଲ୍ଲାରେ ଜଣେ ଲେଖାଏ ମାଇକ୍ରୋ ବାୟୋଲୋଜିଷ୍ଟ ଓ ତିନି ଜଣ ଲ୍ୟାବ ଟେକ୍ନସିଆନଙ୍କୁ ନିୟୋଜିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

https://www.thesakala.in/latest-odisha-news/cm-naveen-patnaik-sanctioned-20-crore-for-rtpcr-testing-centre-in-16-district/article-2112
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର