ବିଜୟ ପରେ ଖେଳାଳିଙ୍କ ସହ ଫୋନରେ କଥା ହୋଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ ପଦକ ହାତେଇଛି ଭାରତୀୟ ହକି ଦଳ । ଶକ୍ତିଶାଳୀ ଜର୍ମାନୀକୁ ୫-୪ରେ ହରାଇ ଭାରତ ବ୍ରୋଞ୍ଜ ଜିତିଛି  । ମ୍ୟାଚ୍ ଜିତିବା ପରେ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇବା ସହ ଫୋନରେ କଥା ହୋଇଛନ୍ତି । ଦୀର୍ଘ ୪୧ ବର୍ଷ ପରେ ଅଲିମ୍ପିକ୍ସରେ ପଦକ ଜିତିଛି ଭାରତୀୟ ହକି ଦଳ । ୨୦୧୮ରୁ ଓଡ଼ିଶା ଭାରତୀୟ ହକି ଟିମ୍‌ର ପ୍ରାୟୋଜକ […]

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ ପଦକ ହାତେଇଛି ଭାରତୀୟ ହକି ଦଳ । ଶକ୍ତିଶାଳୀ ଜର୍ମାନୀକୁ ୫-୪ରେ ହରାଇ ଭାରତ ବ୍ରୋଞ୍ଜ ଜିତିଛି  । ମ୍ୟାଚ୍ ଜିତିବା ପରେ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇବା ସହ ଫୋନରେ କଥା ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: କାଲିଠାରୁ ଉପରମୁହାଁ ହେବ ପାରଦ, ପଶ୍ଚିମ ଓଡ଼ିଶାରେ ୪୦ ଡିଗ୍ରୀ ଡେଇଁପାରେ ତାପମାତ୍ରା

ଦୀର୍ଘ ୪୧ ବର୍ଷ ପରେ ଅଲିମ୍ପିକ୍ସରେ ପଦକ ଜିତିଛି ଭାରତୀୟ ହକି ଦଳ । ୨୦୧୮ରୁ ଓଡ଼ିଶା ଭାରତୀୟ ହକି ଟିମ୍‌ର ପ୍ରାୟୋଜକ ଅଛି ।  ଖାଲି ସେତିକି ନୁହେଁ ହକି ପାଇଁ ଓଡ଼ିଶାର ଅବଦାନ ମଧ୍ୟ ଅନନ୍ୟ। ଓଡ଼ିଶାରେ ହକିର ଉନ୍ନତି ହେବାରୁ ଆଜି ଓଡ଼ିଶାରୁ ପୁରୁଷ ହକି ଟିମ୍‌ରେ ଉପ ଅଧିନାୟକ ବିରେନ୍ଦ୍ର ଲାକ୍ରା ଥିବା ବେଳେ ମହିଳା ଟିମ୍‌ରେ ଦିପ୍‌ ଗ୍ରେସ୍‌ ଏକ୍କା ଅଛନ୍ତି। ସେଥିପାଇଁ ମୁଖ୍ୟମନ୍ତ୍ରୀ ମଧ୍ଯ ନବୀନ ପଟ୍ଟନାୟକଙ୍କୁ ଛୁଟୁଛି ବିଭିନ୍ନ ମହଲରୁ ପ୍ରଶଂସାର ସୁଅ।

ଆହୁରି ପଢ଼ନ୍ତୁ: ନବୀନଙ୍କୁ ମାନସ ଓ ସୁଲତାଙ୍କ କୃତଜ୍ଞତା; ନୂଆ ଦାୟିତ୍ୱ ପାଇଁ ଶଙ୍ଖ ଭବନରେ ଉଭୟଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ

ଅଲିମ୍ପିକ୍ସରେ ଚମତ୍କାର ବିଜୟ ପାଇଁ ମଧ୍ଯ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ।  ଭାରତୀୟ ପୁରୁଷ ହକି ଟିମ୍‌ର ଆଜିର ବିଜୟ ଭବିଷ୍ୟତ ପିଢ଼ିର ଖେଳାଳିଙ୍କୁ ଉତ୍ସାହିତ କରିବ ବଲି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି ଜଣାଇଛନ୍ତି। ଟ୍ବିଟରେ ମଧ୍ଯ ବ୍ରଲିଆଣ୍ଟ -ଇନ -ବ୍ଲୁ ଲେଖି ଖେଳାଳୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: କଟକରୁ ନେଇ କଲେଜ ଛାତ୍ରୀଙ୍କୁ ପୁରୀରେ ଗଣଦୁଷ୍କର୍ମ ଅଭିଯୋଗ, ମୁଖ୍ୟ ଅଭୁଯୁକ୍ତ ଗିରଫ

sp;

05 Aug 2021 By The Sakala

ବିଜୟ ପରେ ଖେଳାଳିଙ୍କ ସହ ଫୋନରେ କଥା ହୋଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ ପଦକ ହାତେଇଛି ଭାରତୀୟ ହକି ଦଳ । ଶକ୍ତିଶାଳୀ ଜର୍ମାନୀକୁ ୫-୪ରେ ହରାଇ ଭାରତ ବ୍ରୋଞ୍ଜ ଜିତିଛି  । ମ୍ୟାଚ୍ ଜିତିବା ପରେ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇବା ସହ ଫୋନରେ କଥା ହୋଇଛନ୍ତି ।

ଦୀର୍ଘ ୪୧ ବର୍ଷ ପରେ ଅଲିମ୍ପିକ୍ସରେ ପଦକ ଜିତିଛି ଭାରତୀୟ ହକି ଦଳ । ୨୦୧୮ରୁ ଓଡ଼ିଶା ଭାରତୀୟ ହକି ଟିମ୍‌ର ପ୍ରାୟୋଜକ ଅଛି ।  ଖାଲି ସେତିକି ନୁହେଁ ହକି ପାଇଁ ଓଡ଼ିଶାର ଅବଦାନ ମଧ୍ୟ ଅନନ୍ୟ। ଓଡ଼ିଶାରେ ହକିର ଉନ୍ନତି ହେବାରୁ ଆଜି ଓଡ଼ିଶାରୁ ପୁରୁଷ ହକି ଟିମ୍‌ରେ ଉପ ଅଧିନାୟକ ବିରେନ୍ଦ୍ର ଲାକ୍ରା ଥିବା ବେଳେ ମହିଳା ଟିମ୍‌ରେ ଦିପ୍‌ ଗ୍ରେସ୍‌ ଏକ୍କା ଅଛନ୍ତି। ସେଥିପାଇଁ ମୁଖ୍ୟମନ୍ତ୍ରୀ ମଧ୍ଯ ନବୀନ ପଟ୍ଟନାୟକଙ୍କୁ ଛୁଟୁଛି ବିଭିନ୍ନ ମହଲରୁ ପ୍ରଶଂସାର ସୁଅ।

ଅଲିମ୍ପିକ୍ସରେ ଚମତ୍କାର ବିଜୟ ପାଇଁ ମଧ୍ଯ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ।  ଭାରତୀୟ ପୁରୁଷ ହକି ଟିମ୍‌ର ଆଜିର ବିଜୟ ଭବିଷ୍ୟତ ପିଢ଼ିର ଖେଳାଳିଙ୍କୁ ଉତ୍ସାହିତ କରିବ ବଲି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି ଜଣାଇଛନ୍ତି। ଟ୍ବିଟରେ ମଧ୍ଯ ବ୍ରଲିଆଣ୍ଟ -ଇନ -ବ୍ଲୁ ଲେଖି ଖେଳାଳୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

sp;

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର