ଆଜି ୪ ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

The Sakala Picture
Published On

ବାରିପଦା: ଆଜି ମୟୁରଭଞ୍ଜ, ବାଲେଶ୍ବର ଓ ଯାଜପୁର ଲୋକସଭା କ୍ଷେତ୍ରର ୪ଟି ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସକାଳ ସାଢେ ୧୧ଟାରେ ମୟୂରଭଞ୍ଜ ଲୋକସଭା କ୍ଷେତ୍ରର ରାଇରଙ୍ଗପୁରରେ ବିଶାଳ ଜନସଭାକୁ ନବୀନ ଉଦବୋଧନ ଦେବେ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରି ବାରିପଦା ନିର୍ବାଚନମଣ୍ଡଳିରେ କ୍ୟାମ୍ପେନ କରିବେ । ଏହାପରେ ବାଲେଶ୍ବର ଓ ଶେଷରେ ଯାଜପୁର ଲୋକସଭା କ୍ଷେତ୍ରର କୋରେଇ ନିର୍ବାଚନମଣ୍ଡଳିରେ ଭୋଟ ଭିକ୍ଷା କରିବେ । ଚତୁର୍ଥ ପର୍ଯ୍ୟାରେ […]

ବାରିପଦା: ଆଜି ମୟୁରଭଞ୍ଜ, ବାଲେଶ୍ବର ଓ ଯାଜପୁର ଲୋକସଭା କ୍ଷେତ୍ରର ୪ଟି ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସକାଳ ସାଢେ ୧୧ଟାରେ ମୟୂରଭଞ୍ଜ ଲୋକସଭା କ୍ଷେତ୍ରର ରାଇରଙ୍ଗପୁରରେ ବିଶାଳ ଜନସଭାକୁ ନବୀନ ଉଦବୋଧନ ଦେବେ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରି ବାରିପଦା ନିର୍ବାଚନମଣ୍ଡଳିରେ କ୍ୟାମ୍ପେନ କରିବେ । ଏହାପରେ ବାଲେଶ୍ବର ଓ ଶେଷରେ ଯାଜପୁର ଲୋକସଭା କ୍ଷେତ୍ରର କୋରେଇ ନିର୍ବାଚନମଣ୍ଡଳିରେ ଭୋଟ ଭିକ୍ଷା କରିବେ ।

ଆହୁରି ପଢ଼ନ୍ତୁ: ଶବ ସତ୍କାର ପାଇଁ ମିଳିଲାନି ଶ୍ମଶାନ, ବାଇକରେ ବୁହାହେଲା ନାବାଳିକାର ମୃତଦେହ

ଚତୁର୍ଥ ପର୍ଯ୍ୟାରେ ରାଜ୍ୟର ଏହି ଲୋକସଭା କ୍ଷେତ୍ର ଗୁଡ଼ିକରେ ଜୁନ ଏକ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ । ନବୀନଙ୍କ ଗସ୍ତକୁ ନେଇ ସବୁଠୁ ଉତ୍ସାହ ଦେଖିବାକୁ ମିଳିଛି ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି: ତଦନ୍ତକୁ ଜୋରଦାର କଲା କ୍ରାଇମବ୍ରାଞ୍ଚ, ପୂର୍ବତନ ଏସସିଇଆରଟି ନିର୍ଦ୍ଦେଶକଙ୍କୁ ଜେରା

24 May 2024 By The Sakala

ଆଜି ୪ ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ବାରିପଦା: ଆଜି ମୟୁରଭଞ୍ଜ, ବାଲେଶ୍ବର ଓ ଯାଜପୁର ଲୋକସଭା କ୍ଷେତ୍ରର ୪ଟି ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସକାଳ ସାଢେ ୧୧ଟାରେ ମୟୂରଭଞ୍ଜ ଲୋକସଭା କ୍ଷେତ୍ରର ରାଇରଙ୍ଗପୁରରେ ବିଶାଳ ଜନସଭାକୁ ନବୀନ ଉଦବୋଧନ ଦେବେ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରି ବାରିପଦା ନିର୍ବାଚନମଣ୍ଡଳିରେ କ୍ୟାମ୍ପେନ କରିବେ । ଏହାପରେ ବାଲେଶ୍ବର ଓ ଶେଷରେ ଯାଜପୁର ଲୋକସଭା କ୍ଷେତ୍ରର କୋରେଇ ନିର୍ବାଚନମଣ୍ଡଳିରେ ଭୋଟ ଭିକ୍ଷା କରିବେ ।

ଚତୁର୍ଥ ପର୍ଯ୍ୟାରେ ରାଜ୍ୟର ଏହି ଲୋକସଭା କ୍ଷେତ୍ର ଗୁଡ଼ିକରେ ଜୁନ ଏକ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ । ନବୀନଙ୍କ ଗସ୍ତକୁ ନେଇ ସବୁଠୁ ଉତ୍ସାହ ଦେଖିବାକୁ ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର