ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଚାଷୀମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ- ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା। ଏହି ଦିନରେ ଓଡ଼ିଆ ଚାଷୀମାନେ ଅଖିମୁଠି ଅନୁକୂଳ କରିବା ସହିତ ଚାଷକାର୍ଯ୍ୟ ଆରମ୍ଭ କରିଥାଆନ୍ତି। କରୋନା ମହାମାରୀ ଯୋଗୁଁ ଓଡ଼ିଶା ସମେତ ସାରା ବିଶ୍ୱବାସୀ ପ୍ରଭାବିତ ହେଉଥିବା ବେଳେ ଓଡ଼ିଆ କୃଷକମାନେ ନିରାଡ଼ମ୍ବର ଭାବେ ଏହି ପବିତ୍ର ପାରମ୍ପରିକ ଉତ୍ସବ ପାଳନ କରୁଛନ୍ତି। ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଚାଷୀମାନଙ୍କ […]

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା। ଏହି ଦିନରେ ଓଡ଼ିଆ ଚାଷୀମାନେ ଅଖିମୁଠି ଅନୁକୂଳ କରିବା ସହିତ ଚାଷକାର୍ଯ୍ୟ ଆରମ୍ଭ କରିଥାଆନ୍ତି। କରୋନା ମହାମାରୀ ଯୋଗୁଁ ଓଡ଼ିଶା ସମେତ ସାରା ବିଶ୍ୱବାସୀ ପ୍ରଭାବିତ ହେଉଥିବା ବେଳେ ଓଡ଼ିଆ କୃଷକମାନେ ନିରାଡ଼ମ୍ବର ଭାବେ ଏହି ପବିତ୍ର ପାରମ୍ପରିକ ଉତ୍ସବ ପାଳନ କରୁଛନ୍ତି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ


ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟ୍ବିଟ କରି କହିଛନ୍ତି ଯେ, “ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଚାଷୀମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ। ଚଳିତ ବର୍ଷ ଭଲ ଫସଲ ଅମଳ ଚାଷୀଙ୍କ ସୁଖ ଓ ସମୃଦ୍ଧିର ଧାରାକୁ ଆହୁରି ତ୍ବରାନ୍ବିତ କରୁ”।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର