ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରିଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ ଓ ସମ୍ଭାବନା ନେଇ ଆସୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର […]

ଭୁବନେଶ୍ୱର: ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରିଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ ଓ ସମ୍ଭାବନା ନେଇ ଆସୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଜିଠାରୁ ଆରମ୍ଭ ହେବ ଓଡ଼ିଆ ପଞ୍ଜିକା । ବିଦାୟ ନେବ ବସନ୍ତ ଆଉ ଆରମ୍ଭ ହେବ ଗ୍ରୀଷ୍ମ । ଘରେ ଘରେ ପଣାର ଆସର ସହିତ ସବୁଠି ଉତ୍ସାହର ମାହୋଲ । ପୁରପଲ୍ଲୀରେ ପଣା ସଂକ୍ରାନ୍ତିଙ୍କୁ ସଭିଏ ବେସ ଆନନ୍ଦ ଉଲ୍ଲାସର ପାଳନ କରିଥାନ୍ତି ।

About The Author: The Sakala