ଉଲ୍ଲେଖନୀୟ ନେତୃତ୍ବ ପାଇଁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହେଲ ମୁଖ୍ୟମନ୍ତ୍ରୀ ନବୀନ

The Sakala Picture
Published On

ଭୁବନେଶ୍ୱର: ନବୀନଙ୍କୁ ବଡ଼ ସମ୍ମାନ । ମୁଖ୍ଯମନ୍ତ୍ରୀଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ। ଉଲ୍ଲେଖନୀୟ ନେତୃତ୍ବ ପାଇଁ ଏହି ସମ୍ମାନରେ ସମ୍ମାନିତ କରାଯାଇଛି। ନୂଆ ଦିଲ୍ଲୀର ଇଣ୍ଡିଆ ଇଂଟରନେସନାଲ ସେଂଟରରେ କ୍ୟାପିଟାଲ ଫାଉଣ୍ଡେସନ୍ ସୋସାଇଟି ପକ୍ଷରୁ ତାଙ୍କୁ ସମ୍ମାନିତ କରାଯାଇଛି । ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ.ଭି ରମଣାଙ୍କ ଠାରୁ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୀର୍ଘ ଦୁଇ ଦଶନ୍ଧି ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଅନନ୍ୟ ନେତୃତ୍ୱ […]

ଭୁବନେଶ୍ୱର: ନବୀନଙ୍କୁ ବଡ଼ ସମ୍ମାନ । ମୁଖ୍ଯମନ୍ତ୍ରୀଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ। ଉଲ୍ଲେଖନୀୟ ନେତୃତ୍ବ ପାଇଁ ଏହି ସମ୍ମାନରେ ସମ୍ମାନିତ କରାଯାଇଛି। ନୂଆ ଦିଲ୍ଲୀର ଇଣ୍ଡିଆ ଇଂଟରନେସନାଲ ସେଂଟରରେ କ୍ୟାପିଟାଲ ଫାଉଣ୍ଡେସନ୍ ସୋସାଇଟି ପକ୍ଷରୁ ତାଙ୍କୁ ସମ୍ମାନିତ କରାଯାଇଛି । ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ.ଭି ରମଣାଙ୍କ ଠାରୁ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଓଡ଼ିଶାର ଉପାନ୍ତ ଓ ଆଦିବାସୀ ଅଞ୍ଚଳରେ ଲାଗିବ ୭୦୭ ନୂଆ ୪ଜି ଟାୱାର, ଜମି ହସ୍ତାନ୍ତର ତ୍ୱରାନ୍ୱିତ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଦୀର୍ଘ ଦୁଇ ଦଶନ୍ଧି ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଅନନ୍ୟ ନେତୃତ୍ୱ ଦ୍ୱାରା ଓଡ଼ିଶାକୁ ବିଶ୍ୱ ଦରବାରରେ ଏକ ନୂଆ ପରିଚୟ ପ୍ରଦାନ କରିଛନ୍ତି। ଖାଦ୍ୟ ସୁରକ୍ଷାଠାରୁ ଆରମ୍ଭ କରି ବିପର୍ଯ୍ୟୟ ପରିଚାଳନା, କ୍ରୀଡ଼ାର ବିକାଶ, ମହିଳା ସଶକ୍ତିକରଣ କ୍ଷେତ୍ରରେ ଓଡ଼ିଶା ଅନ୍ୟମାନଙ୍କ ପାଇଁ ଉଦାହରଣୀୟ ହୋଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରର ବହୁ ପ୍ରତିଷ୍ଠିତ ସଂସ୍ଥା ପକ୍ଷରୁ ପୂର୍ବରୁ ସମ୍ମାନିତ କରାଯାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ୪୭,୬୦୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ

ଆହୁରି ପଢ଼ନ୍ତୁ: ବିରିୟାନୀ ଖରାପ ବୋଲି କହିବାରୁ ଗ୍ରାହକଙ୍କୁ ନିର୍ଦ୍ଧୁମ ମାଡ଼, ମୁଣ୍ଡ ଫଟାଇ ରାସ୍ତାରେ ଫିଙ୍ଗିଦେଲେ ହୋଟେଲ କର୍ମଚାରୀ

04 Sep 2022 By The Sakala

ଉଲ୍ଲେଖନୀୟ ନେତୃତ୍ବ ପାଇଁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହେଲ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର: ନବୀନଙ୍କୁ ବଡ଼ ସମ୍ମାନ । ମୁଖ୍ଯମନ୍ତ୍ରୀଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ। ଉଲ୍ଲେଖନୀୟ ନେତୃତ୍ବ ପାଇଁ ଏହି ସମ୍ମାନରେ ସମ୍ମାନିତ କରାଯାଇଛି। ନୂଆ ଦିଲ୍ଲୀର ଇଣ୍ଡିଆ ଇଂଟରନେସନାଲ ସେଂଟରରେ କ୍ୟାପିଟାଲ ଫାଉଣ୍ଡେସନ୍ ସୋସାଇଟି ପକ୍ଷରୁ ତାଙ୍କୁ ସମ୍ମାନିତ କରାଯାଇଛି । ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ.ଭି ରମଣାଙ୍କ ଠାରୁ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଦୀର୍ଘ ଦୁଇ ଦଶନ୍ଧି ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଅନନ୍ୟ ନେତୃତ୍ୱ ଦ୍ୱାରା ଓଡ଼ିଶାକୁ ବିଶ୍ୱ ଦରବାରରେ ଏକ ନୂଆ ପରିଚୟ ପ୍ରଦାନ କରିଛନ୍ତି। ଖାଦ୍ୟ ସୁରକ୍ଷାଠାରୁ ଆରମ୍ଭ କରି ବିପର୍ଯ୍ୟୟ ପରିଚାଳନା, କ୍ରୀଡ଼ାର ବିକାଶ, ମହିଳା ସଶକ୍ତିକରଣ କ୍ଷେତ୍ରରେ ଓଡ଼ିଶା ଅନ୍ୟମାନଙ୍କ ପାଇଁ ଉଦାହରଣୀୟ ହୋଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରର ବହୁ ପ୍ରତିଷ୍ଠିତ ସଂସ୍ଥା ପକ୍ଷରୁ ପୂର୍ବରୁ ସମ୍ମାନିତ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର