ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ ଶୋ’, ଜନସମୁଦ୍ର ପାଲଟିଲା ରାଜଧାନୀ ରାସ୍ତା

The Sakala Picture
Published On

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ ଶୋ’ । ରୋଡ ଶୋ’ରେ ସାମିଲ ହୋଇଛନ୍ତି ଲକ୍ଷ ଲକ୍ଷ ଲୋକ । ଜନସମୁଦ୍ର ପାଲଟିଛି ରାଜଧାନୀ ରାଜରାସ୍ତା । ଗଙ୍ଗନଗର ଛକରୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ । ମୁଖ୍ୟମନ୍ତ୍ରୀ ହାତ ହଲାଇ ଉପସ୍ଥିତ ଜନତାଙ୍କୁ ଅଭିବାଦନ ଜଣାଇବା ସହ ଭୁବନେଶ୍ବର ସାଂସଦ ଓ ମଧ୍ୟ ବିଧାୟକ ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ଭୋଟ ଦେବାକୁ କଲେ ଅପିଲ୍ । ଗୋପବନ୍ଧୁ ଛକରେ […]

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ ଶୋ’ । ରୋଡ ଶୋ’ରେ ସାମିଲ ହୋଇଛନ୍ତି ଲକ୍ଷ ଲକ୍ଷ ଲୋକ । ଜନସମୁଦ୍ର ପାଲଟିଛି ରାଜଧାନୀ ରାଜରାସ୍ତା । ଗଙ୍ଗନଗର ଛକରୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ । ମୁଖ୍ୟମନ୍ତ୍ରୀ ହାତ ହଲାଇ ଉପସ୍ଥିତ ଜନତାଙ୍କୁ ଅଭିବାଦନ ଜଣାଇବା ସହ ଭୁବନେଶ୍ବର ସାଂସଦ ଓ ମଧ୍ୟ ବିଧାୟକ ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ଭୋଟ ଦେବାକୁ କଲେ ଅପିଲ୍ ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ଗୋପବନ୍ଧୁ ଛକରେ ସାଧାରଣ ଲୋକଙ୍କୁ କରିବେ ସମ୍ବୋଧନ କରିଛନ୍ତି । ପରେ ୟୁନିଟ୍-୮ ଡିଏଭି ସ୍କୁଲ ଛକରେ ସାଧାରଣ ଲୋକଙ୍କୁ ସମ୍ବୋଧନ କରିବେ । ପରେ ସାଇକ୍ରିଷ୍ଣା କ୍ଲବ ଛକ, ଏଚଡିଏଫସି ବ୍ୟାଙ୍କ ଛକ, ବାଲୁଙ୍କେଶ୍ୱର ମନ୍ଦିର ଛକା ଓ ମମତାଜ ଅଲ୍ଲୀ ସ୍କୁଲ ଛକ ଏବଂ କଳିଙ୍ଗ ଷ୍ଟାଡିୟମ ଛକରେ ପହଂଚିବା ପରେ ଜନତାଙ୍କୁ ଦେବେ ସମ୍ବୋଧନ । ନିକୋ ପାର୍କ ଛକ ଦେଇ ବାୟାବାବା ମଠରେ ପହଂଚିବେ । ସତ୍ୟନଗର, ମାଷ୍ଟର କ୍ୟାଂଟିନ ଓ ପରେ ରାଜମହଲ ଛକରେ ପହଂଚିବ ନବୀନଙ୍କ ରୋଡ୍ ସୋ’ । ରାଜମହଲରେ ସରିବ ନବୀନଙ୍କ ରୋଡ୍ ସୋ’ ।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

16 May 2024 By The Sakala

ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ ଶୋ’, ଜନସମୁଦ୍ର ପାଲଟିଲା ରାଜଧାନୀ ରାସ୍ତା

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ ଶୋ’ । ରୋଡ ଶୋ’ରେ ସାମିଲ ହୋଇଛନ୍ତି ଲକ୍ଷ ଲକ୍ଷ ଲୋକ । ଜନସମୁଦ୍ର ପାଲଟିଛି ରାଜଧାନୀ ରାଜରାସ୍ତା । ଗଙ୍ଗନଗର ଛକରୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ । ମୁଖ୍ୟମନ୍ତ୍ରୀ ହାତ ହଲାଇ ଉପସ୍ଥିତ ଜନତାଙ୍କୁ ଅଭିବାଦନ ଜଣାଇବା ସହ ଭୁବନେଶ୍ବର ସାଂସଦ ଓ ମଧ୍ୟ ବିଧାୟକ ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ଭୋଟ ଦେବାକୁ କଲେ ଅପିଲ୍ ।

ଗୋପବନ୍ଧୁ ଛକରେ ସାଧାରଣ ଲୋକଙ୍କୁ କରିବେ ସମ୍ବୋଧନ କରିଛନ୍ତି । ପରେ ୟୁନିଟ୍-୮ ଡିଏଭି ସ୍କୁଲ ଛକରେ ସାଧାରଣ ଲୋକଙ୍କୁ ସମ୍ବୋଧନ କରିବେ । ପରେ ସାଇକ୍ରିଷ୍ଣା କ୍ଲବ ଛକ, ଏଚଡିଏଫସି ବ୍ୟାଙ୍କ ଛକ, ବାଲୁଙ୍କେଶ୍ୱର ମନ୍ଦିର ଛକା ଓ ମମତାଜ ଅଲ୍ଲୀ ସ୍କୁଲ ଛକ ଏବଂ କଳିଙ୍ଗ ଷ୍ଟାଡିୟମ ଛକରେ ପହଂଚିବା ପରେ ଜନତାଙ୍କୁ ଦେବେ ସମ୍ବୋଧନ । ନିକୋ ପାର୍କ ଛକ ଦେଇ ବାୟାବାବା ମଠରେ ପହଂଚିବେ । ସତ୍ୟନଗର, ମାଷ୍ଟର କ୍ୟାଂଟିନ ଓ ପରେ ରାଜମହଲ ଛକରେ ପହଂଚିବ ନବୀନଙ୍କ ରୋଡ୍ ସୋ’ । ରାଜମହଲରେ ସରିବ ନବୀନଙ୍କ ରୋଡ୍ ସୋ’ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର