ଜନ୍ମ ଦିନରେ ନବୀନ ନିବାସ ନ ଆସିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
ଭୁବନେଶ୍ୱର: ଆସନ୍ତାକାଲି ଅକ୍ଟୋବର ୧୬ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ତେବେ ମୁଖ୍ୟମନ୍ତ୍ରୀ ମେକ୍ ଇନ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ଆସନ୍ତାକାଲି ହାଇଦ୍ରାବାଦ ଗସ୍ତରେ ଯାଉଥିବାରୁ ଜନ୍ମଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ସେ ଶୁଭେଛୁମାନଙ୍କୁ ଅନୁରୋଧ କରିଛନ୍ତି। ଓଡ଼ିଶାବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସେ ସବୁବେଳେ ୠଣୀ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

15 Oct 2022
By The Sakala

⊕ https://www.thesakala.in/latest-odisha-news/cm-naveen-request-not-come-to-naveen-nivas-tomorrow-on-his-birthday/article-15761