ମନୋରଞ୍ଜନ
ଓଡ଼ିଶା
୧୫ଟି ଜିଲ୍ଲାର ୬୭ଟି ରୂପାନ୍ତରିତ ସରକାରୀ ଡାକ୍ତରଖାନାର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଲୋକଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ପ୍ରଦାନ ସହ ସ୍ୱାସ୍ଥ୍ୟ କ୍ଷେତ୍ରକୁ ମଜବୁତ କରିବା ପାଇଁ କାର୍ଯ୍ୟକାରୀ ହୋଇଥିବା ରାଜ୍ୟ ସରକାରଙ୍କ ‘ଆମ ହସ୍ପିଟାଲ’ ଯୋଜନାରେ ଆଜି ୧୫ଟି ଜିଲ୍ଲାର ୬୭ଟି ରୂପାନ୍ତରିତ ସରକାରୀ ଚିକିତ୍ସାଳୟର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ସୁବର୍ଣ୍ଣପୁରର ୩୦୦ ଶଯ୍ୟା ବିଶିଷ୍ଟ ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ଝାରସୁଗୁଡ଼ାରେ ବିଏମ ଆରସି ହୃଦରୋଗ ଚିକିତ୍ସାଳୟର ମଧ୍ୟ ଉଦଘାଟନ ହେବ । ‘ଆମ ହସ୍ପିଟାଲ’ […]
ଭୁବନେଶ୍ବର : ଲୋକଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ପ୍ରଦାନ ସହ ସ୍ୱାସ୍ଥ୍ୟ କ୍ଷେତ୍ରକୁ ମଜବୁତ କରିବା ପାଇଁ କାର୍ଯ୍ୟକାରୀ ହୋଇଥିବା ରାଜ୍ୟ ସରକାରଙ୍କ ‘ଆମ ହସ୍ପିଟାଲ’ ଯୋଜନାରେ ଆଜି ୧୫ଟି ଜିଲ୍ଲାର ୬୭ଟି ରୂପାନ୍ତରିତ ସରକାରୀ ଚିକିତ୍ସାଳୟର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ସୁବର୍ଣ୍ଣପୁରର ୩୦୦ ଶଯ୍ୟା ବିଶିଷ୍ଟ ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ଝାରସୁଗୁଡ଼ାରେ ବିଏମ ଆରସି ହୃଦରୋଗ ଚିକିତ୍ସାଳୟର ମଧ୍ୟ ଉଦଘାଟନ ହେବ ।
‘ଆମ ହସ୍ପିଟାଲ’ ଯୋଜନାର ଆଜି ଦ୍ଵିତୀୟ ପର୍ଯ୍ୟାୟରେ ଅନୁଗୋଳ ଜିଲ୍ଲାରେ ୬, ବଲାଙ୍ଗୀରର ୫, ଦେବଗଡ଼ର ୧, ସୁବର୍ଣ୍ଣପୁରର ୨, ବାଲେଶ୍ଵରରେ ୮, ଭଦ୍ରକରେ ୪, କଟକରେ ୮, ଯାଜପୁରରେ ୫, ନୟାଗଡ଼ରେ ୩, ପୁରୀରେ ୫, ଖୋର୍ଦ୍ଧାରେ ୭ , ବୌଦ୍ଧରେ ୨, କୋରାପୁଟରେ ୪, ନବରଙ୍ଗପୁରରେ ୩, ଗଜପତିରେ ୨ଟି ରୂପାନ୍ତରିତ ସରକାରୀ ଚିକିତ୍ସାଳୟର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ। ଆମ ହସ୍ପିଟାଲ ଯୋଜନାର ପ୍ରଥମ ପର୍ଯ୍ୟାୟର ୭୩ଟି ରୂପାନ୍ତରିତ ଚିକିତ୍ସାଳୟର ଲୋକାର୍ପଣ କରାଯାଇଥିଲା