ବିଦ୍ୟୁତ ବିଭାଗରେ ଆଜି ୪୧୨ ଜଣଙ୍କୁ ମିଳିବ ଚାକିରି, ଲୋକସେବା କନଭେନସନ ସେଣ୍ଟରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଯୁବ ଶକ୍ତି ପାଇଁ ନୂଆ ସୁଯୋଗ । ବିଦ୍ୟୁତ ବିଭାଗରେ ଆଜି ୪୧୨ ଜଣଙ୍କୁ ମିଳିବ ଚାକିରି । ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନ ସାଢେ ୫ଟାରେ ଲୋକସେବା କନଭେନସନ ସେଣ୍ଟରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମିଳିବ ନିଯୁକ୍ତି । ୧୬ ଜଣ ଇଲେକ୍ଟ୍ରିକାଲ ଇଞ୍ଜିନୟର, ୧୯୭ ଟେକ୍ନିସିଆନ ଓ ୫୪ ଜଣ କାର୍ଯ୍ୟାଳୟ ସହାୟକ ପାଇବେ ନିଯୁକ୍ତି । ଗତମାସରେ ୧୨୯ ଜଣ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀଙ୍କୁ ମିଳିଥିଲା ନିଯୁକ୍ତି ପତ୍ର […]

ଭୁବନେଶ୍ବର: ଯୁବ ଶକ୍ତି ପାଇଁ ନୂଆ ସୁଯୋଗ । ବିଦ୍ୟୁତ ବିଭାଗରେ ଆଜି ୪୧୨ ଜଣଙ୍କୁ ମିଳିବ ଚାକିରି । ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନ ସାଢେ ୫ଟାରେ ଲୋକସେବା କନଭେନସନ ସେଣ୍ଟରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମିଳିବ ନିଯୁକ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତି ଜାରି, ଆଉ ୪ରୁ ୫ ଦିନ ଲାଗି ରହିବ ଜଳବନ୍ଦୀ ପରିସ୍ଥିତି

୧୬ ଜଣ ଇଲେକ୍ଟ୍ରିକାଲ ଇଞ୍ଜିନୟର, ୧୯୭ ଟେକ୍ନିସିଆନ ଓ ୫୪ ଜଣ କାର୍ଯ୍ୟାଳୟ ସହାୟକ ପାଇବେ ନିଯୁକ୍ତି । ଗତମାସରେ ୧୨୯ ଜଣ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀଙ୍କୁ ମିଳିଥିଲା ନିଯୁକ୍ତି ପତ୍ର । ଅନୁସୂଚିତ ଜାତି ଜନଜାତି କଲ୍ୟାଣ ବିଭାଗରେ ନିଯୁକ୍ତି ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ମାନସିକ ବିକୃତ ଯୁବକଙ୍କ ଉନ୍ମୁକ୍ତ କାଣ୍ଡ; ବାପା-ମା'ଙ୍କୁ ଛୁରୀ ଭୁସିଲା ପୁଅ, ଆକ୍ରମଣରେ ପୋଲିସ ବି ଆହତ

19 Aug 2023 By The Sakala

ବିଦ୍ୟୁତ ବିଭାଗରେ ଆଜି ୪୧୨ ଜଣଙ୍କୁ ମିଳିବ ଚାକିରି, ଲୋକସେବା କନଭେନସନ ସେଣ୍ଟରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଯୁବ ଶକ୍ତି ପାଇଁ ନୂଆ ସୁଯୋଗ । ବିଦ୍ୟୁତ ବିଭାଗରେ ଆଜି ୪୧୨ ଜଣଙ୍କୁ ମିଳିବ ଚାକିରି । ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନ ସାଢେ ୫ଟାରେ ଲୋକସେବା କନଭେନସନ ସେଣ୍ଟରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମିଳିବ ନିଯୁକ୍ତି ।

୧୬ ଜଣ ଇଲେକ୍ଟ୍ରିକାଲ ଇଞ୍ଜିନୟର, ୧୯୭ ଟେକ୍ନିସିଆନ ଓ ୫୪ ଜଣ କାର୍ଯ୍ୟାଳୟ ସହାୟକ ପାଇବେ ନିଯୁକ୍ତି । ଗତମାସରେ ୧୨୯ ଜଣ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀଙ୍କୁ ମିଳିଥିଲା ନିଯୁକ୍ତି ପତ୍ର । ଅନୁସୂଚିତ ଜାତି ଜନଜାତି କଲ୍ୟାଣ ବିଭାଗରେ ନିଯୁକ୍ତି ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର