ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ପୁରୀ: ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ୮ ତାରିଖରେ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଏଥିରେ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ଆଇନ ବିଭାଗ ଅଧିକାରୀମାନେ ସାମିଲ ହେବେ । ଜିଲ୍ଲା ପ୍ରଶାସନ ସହ ବରିଷ୍ଠ ପୋଲିସ ଅଧିକାରୀ ମଧ୍ୟ ସାମିଲ ହେବେ । କୋଭିଡ କଟକଣାରେ ରଥଯାତ୍ରା ଆୟୋଜନ ନେଇ ହେବ ଆଲୋଚନା । ଗତବର୍ଷ ରଥଯାତ୍ରା କୋଭିଡ କଟକଣା ଭିତରେ ସମାପନ୍ନ ହୋଇଥିବାବେଳେ ଚଳିତବର୍ଷ ମଧ୍ୟ […]

ପୁରୀ: ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ୮ ତାରିଖରେ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଏଥିରେ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ଆଇନ ବିଭାଗ ଅଧିକାରୀମାନେ ସାମିଲ ହେବେ । ଜିଲ୍ଲା ପ୍ରଶାସନ ସହ ବରିଷ୍ଠ ପୋଲିସ ଅଧିକାରୀ ମଧ୍ୟ ସାମିଲ ହେବେ । କୋଭିଡ କଟକଣାରେ ରଥଯାତ୍ରା ଆୟୋଜନ ନେଇ ହେବ ଆଲୋଚନା ।

ଆହୁରି ପଢ଼ନ୍ତୁ: ଟ୍ୱିନ୍ ସିଟିରେ କଳା ଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ, କିଛି ସ୍ଥାନରେ ପବନ ସହ ଘଡ଼ଘଡ଼ି ବର୍ଷା

ଗତବର୍ଷ ରଥଯାତ୍ରା କୋଭିଡ କଟକଣା ଭିତରେ ସମାପନ୍ନ ହୋଇଥିବାବେଳେ ଚଳିତବର୍ଷ ମଧ୍ୟ ଏହିଲ କଟକଣା ଭିତରେ ସାରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ସେପଟେ ଦ୍ୱିତୀୟ ଲହର ପ୍ରଥମ ଲହର ଠାରୁ ଅଧିକ ଭୟ ବଢାଇଥିବାବେଳେ ସୀମିତ ସେବାୟତ ଓ ପୁଲିସ କର୍ମଚାରୀଙ୍କୁ ନେଇ ସମାପନ କରିବେ ରାଜ୍ୟ ସରକାର । ସେପଟେ ରଥଯାତ୍ରା ପୂର୍ବରୁ ସ୍ନାନ ଯାତ୍ରା ମଧ୍ୟ ସୁରୁଖୁରରେ ଶେଷ ହୋଇଛି । ତିନି ରଥରେ ମଧ୍ୟ ବର୍ତ୍ତମାନ ଶେଷ ସ୍ପର୍ଶ ଦିଆହେଉଛି । ତେଣୁ ଜୁଲାଇ ୧୨ ତାରିଖରେ ରଥଯାତ୍ରା ଥିବାରୁ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବା ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ଯାଳୟ ପକ୍ଷରୁ ଜଣାଯାଇଛି ।

ଆହୁରି ପଢ଼ନ୍ତୁ: ଅନଲାଇନ ସପିଂ କରୁଥିଲେ ହୋଇଯାଆନ୍ତୁ ସାବଧାନ ! ସୋସିଆଲ ମିଡିଆରେ ମାତିଛନ୍ତି ସାଇବର ଲୁଟେରା...

03 Jul 2021 By The Sakala

ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପୁରୀ: ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ୮ ତାରିଖରେ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଏଥିରେ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ଆଇନ ବିଭାଗ ଅଧିକାରୀମାନେ ସାମିଲ ହେବେ । ଜିଲ୍ଲା ପ୍ରଶାସନ ସହ ବରିଷ୍ଠ ପୋଲିସ ଅଧିକାରୀ ମଧ୍ୟ ସାମିଲ ହେବେ । କୋଭିଡ କଟକଣାରେ ରଥଯାତ୍ରା ଆୟୋଜନ ନେଇ ହେବ ଆଲୋଚନା ।

ଗତବର୍ଷ ରଥଯାତ୍ରା କୋଭିଡ କଟକଣା ଭିତରେ ସମାପନ୍ନ ହୋଇଥିବାବେଳେ ଚଳିତବର୍ଷ ମଧ୍ୟ ଏହିଲ କଟକଣା ଭିତରେ ସାରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ସେପଟେ ଦ୍ୱିତୀୟ ଲହର ପ୍ରଥମ ଲହର ଠାରୁ ଅଧିକ ଭୟ ବଢାଇଥିବାବେଳେ ସୀମିତ ସେବାୟତ ଓ ପୁଲିସ କର୍ମଚାରୀଙ୍କୁ ନେଇ ସମାପନ କରିବେ ରାଜ୍ୟ ସରକାର । ସେପଟେ ରଥଯାତ୍ରା ପୂର୍ବରୁ ସ୍ନାନ ଯାତ୍ରା ମଧ୍ୟ ସୁରୁଖୁରରେ ଶେଷ ହୋଇଛି । ତିନି ରଥରେ ମଧ୍ୟ ବର୍ତ୍ତମାନ ଶେଷ ସ୍ପର୍ଶ ଦିଆହେଉଛି । ତେଣୁ ଜୁଲାଇ ୧୨ ତାରିଖରେ ରଥଯାତ୍ରା ଥିବାରୁ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବା ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ଯାଳୟ ପକ୍ଷରୁ ଜଣାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର