ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ସୁପାରିସ୍

ଭୁବନେଶ୍ୱର: ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାକୁ ସୁପାରିସ । ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଛନ୍ତି । ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗର ଦୁର୍ବଳ ପ୍ରଦର୍ଶନ ପାଇଁ ବାଦ ପଡିଥିବା ଜଣାପଡ଼ିଛି । ଏଥିପାଇଁ ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାକୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ବାର୍ଷିକ ବିଭାଗୀୟ ସମୀକ୍ଷା କରିଥିଲେ । ନୈରାଶ୍ୟଜନକ ପ୍ରଦର୍ଶନ ଯୋଗୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାକୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା […]

ଭୁବନେଶ୍ୱର: ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାକୁ ସୁପାରିସ । ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଛନ୍ତି । ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗର ଦୁର୍ବଳ ପ୍ରଦର୍ଶନ ପାଇଁ ବାଦ ପଡିଥିବା ଜଣାପଡ଼ିଛି । ଏଥିପାଇଁ ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାକୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ବାର୍ଷିକ ବିଭାଗୀୟ ସମୀକ୍ଷା କରିଥିଲେ । ନୈରାଶ୍ୟଜନକ ପ୍ରଦର୍ଶନ ଯୋଗୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାକୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନା ଅନୁଯାୟୀ, ରୋହିତ ପୂଜାରୀ ୨୦୨୨ ଜୁନ ୫ ତାରିଖରେ ନବୀନଙ୍କ ମନ୍ତ୍ରୀମଣ୍ଡଳରେ ସାମିଲ ହୋଇଥିଲେ।

About The Author: The Sakala